Uncategorized ଓଡ଼ିଆ ପିଜିଟି ଶିକ୍ଷକଙ୍କ ପାଇଁ ପାଞ୍ଚ ଦିନିଆ ତାଲିମ୍ କର୍ମଶାଳାର ଆୟୋଜନ Debabrat Mohanty Sep 21, 2026 0 ଭୁବନେଶ୍ୱର, ନିରପେକ୍ଷ ଖବର: ତା ୨୧/୦୯ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ନିମନ୍ତେ…