
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
କିଟ୍ ଓ କିସ୍ରେ ଇସ୍ରାଏଲର ୨୦ ଜଣିଆ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍ ୟୁ.ୟୁ. ଲଳିତଙ୍କ କିଟ୍ ଓ କିସ୍ ପରିଦର୍ଶନପୂର୍ବ ତଟ ରେଳପଥ ମୁଖ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତଏକତା, ଅଖଣ୍ଡତା ଓ ଦେଶପ୍ରେମର ବାର୍ତ୍ତା ସହ ପାଳିତ ହୋଇଛି ରାଷ୍ଟ୍ରୀୟ ଏକତା ଦିବସ।ବନ୍ୟାଜଳରେ ଫସିଛନ୍ତି ଶତାଧିକ ଓସିଏସ୍ ପରୀକ୍ଷାର୍ଥୀ, ପରୀକ୍ଷା ପରିଚାଳନା ନେଇ ସରକାରଙ୍କୁ ବିଜେଡିର ସମାଲୋଚନାକିଟ୍ ଓ ଆଇଜିଏନ୍ସିଏ ମଧ୍ୟରେ ଏମ୍ଓୟୁ ସ୍ୱାକ୍ଷରିତଆସନ୍ତା କାଲି ବିଜେଡି ର ଉଚ୍ଚ ସ୍ତରୀୟ ପ୍ରତିନଧି ଦଳ କୋଟିଆ ଗସ୍ତ କରିବJourney from Nayagarh to Bhubaneswarଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମଆମେରିକା ସିନେଟର ଓ ମେୟରଙ୍କ କିଟ୍-କିସ୍ ପରିଦର୍ଶନପବିତ୍ର ଶାରଦୀୟ ଦୁର୍ଗାପୂଜା ଅବସରରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନସାମାଜିକ ପରିବର୍ତ୍ତନ କ୍ଷେତ୍ରରେ ନେତୃତ୍ୱ ପାଇଁ ଡ. କାବ୍ୟା ପ୍ରିୟା ଧଳଙ୍କୁ ‘ଟାଇମ୍ସ ପାୱାର ଓମେନ୍ ଆଇକନ୍ ଆୱାର୍ଡ-୨୦୨୬’କିମ୍ସରେ ପ୍ରଥମ କର୍ନିଆ ପ୍ରତିରୋପଣ ସଫଳ, ୩ ବର୍ଷ ପରେ ଫେରୁଛି ଦୃଷ୍ଟିଶକ୍ତିଗ୍ରାମାଞ୍ଚଳ ଛାତ୍ରୀଙ୍କୁ ବିଜ୍ଞାନ ଓ ବୈଷୟିକ ଶିକ୍ଷାରେ ସଶକ୍ତ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱଡ୍ରୋନ୍ ନିରୀକ୍ଷଣରେ ଅଗ୍ରଣୀ ପୂର୍ବତଟ ରେଳପଥଦେଶୀୟ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେଲେ ରାଜ୍ୟପାଳଓଡ଼ିଆ ଘରର ମହିଳାଙ୍କ ପ୍ରତିଭାକୁ ମିଳିବ ନୂଆ ପରିଚୟ, ଜୀ-ସାର୍ଥକରେ ଆସୁଛି ‘ଗୃହଲକ୍ଷ୍ମୀ’ସ୍ୱଚ୍ଛତା ଅଭିଯାନ ସହ ଯାତ୍ରୀଙ୍କ ସହ ଜନସମ୍ବାଦ ଜାରି ରଖିଛି ପୂର୍ବତଟ ରେଳପଥବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ ତାଲିକାରେ କିଟ୍-କିସ୍ର ୩୪ ଅଧ୍ୟାପକଅପରାଧୀଙ୍କୁ ଧରିବାକୁ ପୁଲିସର ନୂଆ ପ୍ରସ୍ତୁତି

ମହିଳା ସାମ୍ବାଦିକଙ୍କୁ ଆକ୍ରମଣ ପ୍ରତିବାଦରେ ମୟୁରଭଞ୍ଜ ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକଙ୍କ ବିକ୍ଷୋଭ ।
ବାରିପଦା(ନିରପେକ୍ଷ ଖବର)ତା-୨୯/ଡ଼ିସେମ୍ବର/୨୦୧୯- କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଥିବା ବେଳେ ଗତ କାଲି ପୁଣି ଖବର ସଂଗ୍ରହ ପାଇଁ ଆସିଥିବା ଜଣେ ମହିଳା ସାମ୍ବାଦିକଙ୍କୁ ଏସ୍ପ୍ଲାନେଡ୍ ମଲରେ ମରଣାନ୍ତକ ଆକ୍ରମଣ ହୋଇଛି। ସାମ୍ବାଦିକଙ୍କ ପ୍ରତି ହୋଇଥିବା ଆକ୍ରମଣ…
ଭୁବନେଶ୍ୱର ଏମ୍ସରେ ବାଜପେୟୀଙ୍କ ପ୍ରତିମୂର୍ତି ଲୋକାର୍ପଣ ସହ ବିଭିନ୍ନ ରୋଗୀ ସୁବିଧାର ଶିଳାନ୍ୟାସ-ଉଦଘାଟନ
*ଓଡିଶା ପାଇଁ ଏମ୍ସ ବାଜପେୟୀଙ୍କ ଅବଦାନ - ଧର୍ମେନ୍ଦ୍ର ପ୍ରଧାନ।
ଭୁବନେଶ୍ୱର ,ନିରପେକ୍ଷ ଖବର: ୨୫/୧୨/୧୯ – ଓଡିଶା ପାଇଁ ଭୁବନେଶ୍ୱର ଏମ୍ସ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଥିଲା ବୋଲି ବୁଧବାର ଭୁବନେଶ୍ୱର ଏମ୍ସ ମେଡିକାଲ ପରିସରରେ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାଙ୍ଗ…
ରାଜଧାନୀରେ ହୁହୁ ହୋଇ ଜଳିଲା ବସ….
ଭୁବନେଶ୍ୱର,ନିରପେକ୍ଷ ଖବର:ତା,୨୫/୧୨/୧୯:ରାଜଧାନୀ ଭୁବନେଶ୍ୱରରେ ହୁ ହୁ ହୋଇ ଜଳିଲା ବସ। ନିଆଁକୁ ଆୟତ କରିବା ପାଇଁ ଅଗ୍ନିଶମ ବିଭାଗ ଦୀର୍ଘ ସମୟ ଧରି ଉଦ୍ୟମ ଜାରି ରଖିଥିଲେ ମଧ୍ୟ ନିଆଁ ଆୟତ ହେବା ବେଳକୁ ବସଟିର ୭୦ଭାଗ ଜଳି ପୋଡି ପାଉଁଶ ହୋଇଯାଇଥିଲା। ସୂଚନା ମୁତାବକ ବୁଧବାର ସହୀଦନଗରରେ…
ଦେଶର ପ୍ରଥମ ଦୂରଗାମୀ ସି.ଏନ୍.ଜି ବସ୍ ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ…
*ପ୍ରଥମ ପର୍ଯ୍ୟାୟରେ ଦିଲ୍ଲୀରୁ ଡେରାଡୁନ ପର୍ଯ୍ୟନ୍ତ ଯାତାୟତ କରିବ ଏହି ବସ୍
*ଖୁବ ଶୀଘ୍ର ଦିଲ୍ଲୀରୁ ଜୟପୁର, ଚଣ୍ଡିଗଡ ଏବଂ ଆଗ୍ରାରେ ଗଡିବ ଏଭଳି ବସ୍
*ଆଗାମୀ ପିଢିଙ୍କ ଜୀବନଶୈଳି ପରିବର୍ତନ କରିବାରେ ଭାରତ ସରକାରଙ୍କ ବଡ ପଦକ୍ଷେପ
*ସିଏନଜି ଗ୍ୟାସ ଶସ୍ତା, ପରିବେଶ ସନ୍ତୁଳନ, ଅନ୍ୟ…
ଶୀତ ଦିନିଆ ନେପାଳି ମାର୍କେଟରେ ଜମୁଛି ବେପାର ।
ବାରିପଦା(ନିରପେକ୍ଷ ଖବର)ତା-୨୩/ଡ଼ିସେମ୍ବର/୨୦୧୯:ଆଜିର ଦିନରେ ଶୀତର ଚାଦୋର ରେ ସାରା ରାଜ୍ୟ ଘୋଡ଼ାଇ ହୋଇରହିଛି । ସେଥିପାଈ୍ ସବୁଠାରେ ଶୀତବସ୍ତ୍ର ବ୍ୟବସାୟୀମାନେ ନିଜ ପସରା ମେଲେଇ ବସିଲେଣି ।ସେହିପରି ଆମ ରାଜ୍ୟରେ ଆଦିବାସି ବହୁଳ ଜିଲ୍ଲା ଭାବେ ପରିଚିତ ମୟୂରଭଞ୍ଜ ଠାରେ ଶୀତର ତ୍ପକୋପ ଅନ୍ୟ…
୨୭ ଜାନୁୟାରୀ ସୁଦ୍ଧା ଦାବି ପୂରଣ ନ ହେଲେ ଆତ୍ମାହୂତି ଦେବି: ସୁର ରାଉତରାୟ
ଭୁବନେଶ୍ୱର,ନିରପେକ୍ଷ ଖବର: ଜଟଣୀ ନିର୍ବାଚନମଣ୍ଡଳୀ ଅଧିନରେ ଥିବା ୨୭ଟି ଗାଁର ସ୍ଥିତିବାନ ସଂପତ୍ତିକୁ ପୂର୍ବ ସ୍ଥିତିକୁ ଫେରାଇବା ସହ ଦାରେୁଠଙ୍ଗ ଡମ୍ପିଂୟାର୍ଡକୁ ସ୍ଥାନାନ୍ତର କରିବାର କଥା ଚିନ୍ତା କରୁନାହାନ୍ତି ସରକାର ।
ଏଥି ପାଇଁ ବାରମ୍ବାର ଅଭିଯୋଗ ସତ୍ତ୍ୱେ ପ୍ରଶାସନ ଚୁପ୍…
ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଅଷ୍ଟମ ସନ୍ଧ୍ୟାରେ ହସ୍ତତନ୍ତର ବିଶ୍ୱାଦୃତି ନିମନ୍ତେ ‘ବୟନିକା’ ପକ୍ଷରୁ…
ଭୁବନେଶ୍ୱର ନିରପେକ୍ଷ ଖବର:୨୨/୧୨/୨୦୧୯
ସାରା ଦେଶର ହସ୍ତଶିଳ୍ପ କାରିଗର, ବୁଣାକାର ଓ ସ୍ଥପତିକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ ସେମାନଙ୍କ କଳା-କାରିଗରୀର ପ୍ରଦର୍ଶନ ନିମନ୍ତେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୨୦୧୯ ଭୁବନେଶ୍ୱରସ୍ଥିତ ଜନତା…
ବଲାଙ୍ଗୀରଠାରେ ବିପିସିଏଲ୍ ଏଲ୍ପିଜି ବଟଲିଂ ପ୍ଲାଣ୍ଟର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ….
* ଭାରତର ମାନନୀୟ ଉପରାଷ୍ଟ୍ରପତି ଶ୍ରୀ ଏମ୍. ଭେଙ୍କିଆ ନାଇଡୁଙ୍କ କରକମଳରେ ଡିସେମ୍ବର ୨୭ ତାରିଖରେ ବଲାଙ୍ଗୀର ଠାରେ ୧୦୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏଲ୍ପିଜି ବଟଲିଂ ପ୍ଲାଣ୍ଟ ହେବ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ.....
* ୨୦୧୮ ମସିହା ମେ ୨୧ ତାରିଖରେ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ,…
୧୫୭ତମ ରାଜ୍ୟସ୍ତରୀୟ ବ୍ୟାଙ୍କିଂ କମିଟି ବୈଠକ….
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨/୧୨/୨୦୧୯,ରାଜ୍ୟରେ ଆର୍ଥିକ ବିକାଶ କ୍ଷେତ୍ରରେ ଏସ୍ଏଲ୍ବିସି, ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ, ନାବାର୍ଡ, ଅର୍ଥ ବିଭାଗ ଏବଂ ସମସ୍ତ ବ୍ୟାଙ୍କିଂ କ୍ଷେତ୍ରର ସହଭାଗିତା ଜାରି ରହି ଆର୍ଥିକ ଅନ୍ତର୍ଭୁକ୍ତିକରଣ କାର୍ଯ୍ୟ ସକି୍ରୟ ଭାବେ ସଂପାଦନା କରାଯାଉଥିବା …
ମୟୁରଭଞ୍ଜ ଗସ୍ତରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ।
ବାରିପଦା(ନିରପେକ୍ଷ ଖବର)ତା-୨୦/ଡ଼ିସେମ୍ବର/୨୦୧୯-ଆଜି ମୟୁରଭଞ୍ଜ ଗସ୍ତରେ ଆସିଛନ୍ତି ରାଜ୍ୟ ସରକାରଙ୍କ ମୂଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ। ଜିଲ୍ଲାର ବିଭିନ୍ନ ଉନ୍ନତି ମୂଳକ କାମର ତଦାରଖ କରିବା ସହିତ ଅଧିକାରୀ ମାନଙ୍କ ସହ ସେ ଆଲୋଚନା କରିଛନ୍ତି।ଏଥି ସହିତ ପଣ୍ଡିତ ରଘୁନାଥ…
ନାଗରିକତା ସଂଶୋଧନ ବିଧେୟକ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବାର୍ତା
ଦିଲ୍ଲୀ, ନିରପେକ୍ଷ ଖବର:୧୯/୧୨/୧୯ ସମସ୍ତ ଦେଶ ବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ ଜରିଆରେ ଆଶ୍ୱାସନା ଦେଇଛନ୍ତି । ଟ୍ୱିଟ ଜରିଆରେ କହିଛନ୍ତି, “ନାଗରିକତା ସଂଶୋଧନ ବିଧେୟକ ବିରୋଧରେ ହିଂସାତ୍ମକ ପ୍ରତିବାଦ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଦୁଃଖଦାୟକ” । ଆଲୋଚନା, ବିତର୍କ…
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ମାଲକାନଗିରିଠାରେ ଶିକ୍ଷକ ଆବାସିକ ଭବନ ଓ ଅତିରିକ୍ତ ଶ୍ରେଣୀ ଗୃହ…
ଭୁବନେଶ୍ୱର,ନିରପେକ୍ଷ ଖବର:୧୮/୧୨/୨୦୧୯ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ଚିତ୍ରକୋଣ୍ଡା ବ୍ଳକ୍ ଅନ୍ତର୍ଗତ ସ୍ୱାଭିମାନ ଅଞ୍ଚଳରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କର ରହଣି ସୁବିଧା ଏବଂ
ଛାତ୍ରଛାତ୍ରୀମାନଙ୍କର…
ବିଧାନସଭା ବାଚସ୍ପତିମାନଙ୍କର ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର
ଭୁବନେଶ୍ୱର,ନିରପେକ୍ଷ ଖବର: ୧୮/୧୨/୨୦୧୯ ଉତ୍ତରାଖଣ୍ଡ ବିଧାନସଭା ଆନୁକୂଲ୍ୟରେ ଡେରାଡୁନ୍ଠାରେ ଆୟୋଜିତ ୭୯ତମ ବିଧାନସଭା ବାଚସ୍ପତିମାନଙ୍କର ସମ୍ମିଳନୀରେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଆଜି ଯୋଗଦେଇଛନ୍ତି । ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…
ବାଲେଶ୍ଵରରେ ହାଣି ବାରିପଦାରେ ଆତ୍ମସମର୍ପଣ କଲା ମହିଳା….
ବାରିପଦା:(ନିରପେକ୍ଷଖବର),୧୮/୧୨/୧୯:ସ୍ୱାମୀକୁ କଟୁରିରେ ରେ ହାନି ଥାନା ରେ ଆତ୍ମସମର୍ପଣ କଲା ରଖିତା ସ୍ତ୍ରୀ। ସ୍ତ୍ରୀର ମାନ୍ୟତା ନ ଦେବାରୁ ବୁଧବାର ଭୋର ୪ଟା ସମୟରେ ବାଲେଶ୍ଵର ଗୁଡିପଦାରେ ରହୁଥିବା ସ୍ୱାମୀକୁ ମାରି ଘର କବାଟ ଦେଇ ବାରିପଦା ସଦର ଥାନାରେ ଆତ୍ମସମର୍ପଣ କରିଛି ରକ୍ଷିତା…
ଭୟାନକ ଅଗ୍ନିକାଣ୍ଡରେ ଜଳିଗଲା କାଚ ଫେକ୍ଟ୍ରି …
ବାରିପଦା:(ନିରପେକ୍ଷଖବର),୧୭/୧୨/୨୦୧୯: କାଚ ଫେକ୍ଟ୍ରି ରେ ଭୟାବହ ଅଗ୍ନିକାଣ୍ଡ। ଦୀର୍ଘ ୮ ଘଣ୍ଟା ଧରି ନିଆଁ କୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବିଭାଗର ୩ଟି ଟିମ ଆପ୍ରାଣ ଉଦ୍ୟମ ଜାରି ରଖିଛି। ଗତକାଲି ରାତି ଗୋଟେ ରେ ଅଗ୍ନିକାଣ୍ଡ ଘଟିଥିବା ବେଳେ ଅଗ୍ନିଶମ ବିଭାଗ ପହଞ୍ଚି ଏ ପର୍ଯ୍ୟନ୍ତ…
ଡାକ୍ତରଖାନାରେ ନବଜାତ ଶିଶୁକୁ ଛାଡି ବାପା ବୋହିନେଲା ସ୍ତ୍ରୀର ଶବ ….
ବାରିପଦା(ନିରପେକ୍ଷ ଖବର)ତା-୧୬/ଡ଼ିସେମ୍ବର/୨୦୧୯-କଥାରେ ଅଛି ସ୍ୱାମୀ ଓ ସ୍ତ୍ରୀର ବନ୍ଧନ ଯୋଗେ ଯୋଗେ ରହିଛି, ଆଗକୁ ବି ରହିବ। ସ୍ତ୍ରୀର ପ୍ରେମ ଆଉ ଭଲ ପାଇବା ଯେ ଖାଲି ଜୀବିତ ଅବସ୍ଥାରେ ତାହା ନୁହେଁ ମୂର୍ତ୍ୟୁପରେ ମଧ୍ୟ ସେହି ଭଲ ପାଇବାକୁ ଜୀବିତ ରଖି ହୁଏ। ତାକୁ ପ୍ରମାଣ କରି…
ନିଷ୍ଠୁର ସାଜିଲା ମାଆ….
ବାରିପଦା(ନିରପେକ୍ଷ ଖବର)ତା-୧୬/ଡ଼ିସେମ୍ବର/୨୦୧୯-ପୁଣି ନିଷ୍ଠୁର ସାଜିଲା ମାଆ। ୧୦ ଦିନର ଶିଶୁ କନ୍ୟାକୁ ଡାକ୍ତରଖାନା ବାରଣ୍ଡାରେ ଛାଡି ଦେଲା ମା। ଏମିତି ଏକ ହୃଦୟ ବିଦାରକ ଘଟଣା ମୟୁରଭଞ୍ଜ ଜିଲ୍ଲା ବେତନଟୀ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଦେଖିବାକୁ ମିଳିଛି। ଏହି କିଛି ଦିନ ତଳେ ଜଣେ…
ସ୍ୱାସ୍ଥ୍ୟସେବାର ନଗ୍ନ ଚରିତ୍ର, ଉପହାସ ପାଲଟିଛି 5T
ବାରିପଦା(ନିରପେକ୍ଷ ଖବର)ତା-୧୬/ଡ଼ିସେମ୍ବର/୨୦୧୯- ପୁଣି ସ୍ୱାସ୍ଥ୍ୟସେବାର ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ସରକାରଙ୍କର 5T ଯୋଜନା ଏଠି ଉପହାସ ପାଲଟିଛି। ଏକ୍ସପାରି ସାଲାଇନରେ ରୋଗୀଙ୍କ ଚିକିତ୍ସା କରାଯାଉଛି। ଜଣେ ରୋଗୀକୁ ଏକ୍ସପାରି ସାଲାଇନ ଦେଇ ଡାକ୍ତର ହଟହଟା ହେବା ଭଳି ଘଟଣା…
ବରଗଡର ଜିଲ୍ଲାପରିଷଦ ସଦସ୍ୟାଙ୍କୁ ଅପହରଣ କରାଯାଇଥିବା ଘଟଣାକୁ ଖଣ୍ଡନ କଲେ ନିଜେ ଜିଲ୍ଲାପରିଷଦ
ଭୁବନେଶ୍ୱର:(ନିରପେକ୍ଷଖବର),୧୫/୧୨/୧୯: ବରଗଡର ଜିଲ୍ଲାପରିଷଦ ସଦସ୍ୟାଙ୍କୁ ଅପହରଣ ନେଇ ଯେଉଁ ବିବାଦ ଲାଗି ରହିଥିଲା ତାର ଆଜି ପୂର୍ଣ୍ଣଛେଦ ପଡିଛି। ବିଜିପିର ଅଭିଯୋଗକୁ ଖଣ୍ଡନ କଲେ ନିଜେ ଜିଲ୍ଲାପରିଷଦ ସଭ୍ୟା। ଜିଲ୍ଲାପରିଷଦ ସଭ୍ୟାଙ୍କୁ ଲୁଚାଇ ରଖିଥିବା ଘଟଣାରେ ଆସିଛି ନୂଆମୋଡ। ଆମକୁ…
କଷ୍ଟ ସହି ନ ପାରି ସବୁ ଦିନ ପାଇଁ ଆଖି ବୁଜି ଦେଲେ ଜଣେ ଏଚଆଇଭି ରୋଗୀ
ବାରିପଦା:(ନିରପେକ୍ଷଖବର),୧୩/୧୨/୧୯: ସହି ପାରିଲାନି କଷ୍ଟ ଆଉ ଯନ୍ତ୍ରଣା। ଦୀର୍ଘ ବର୍ଷ ଧରି HIV ରୋଗୀରେ ପୀଡିତ ହୋଇ ବଞ୍ଚିବାକୁ ଚାହିଁଲା ନାହିଁ ଜଣେ HIV ରୋଗୀ। ଶେଷରେ ସେ ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା କଲେ। ଏଭଳି ଏକ ଅଭାବନୀୟ ଘଟଣା ତିରିଙ୍ଗ ଥାନା ସୁନାପୋଷି ଗ୍ରାମରେ…
