
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ରେଳ ସୁରକ୍ଷା ଓ ବିକାଶର ଦାୟିତ୍ୱ ଏବେ ଭିକ୍ଟର ଜୋସେଫଙ୍କ କାନ୍ଧରେହଟାତ୍ ଇସ୍ତଫା ଦେଲେ ଭୁବନେଶ୍ୱର DCPOdisha Clinches 20 Medals at 11th Senior National Minigolf Championship 2025-26ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ବିରୋଧରେ ସାଇବର ଥାନାରେ ଏତଲାଟେଣ୍ଡର ପ୍ରକ୍ରିୟାରେ ସ୍ୱଚ୍ଛତା ନେଇ ପ୍ରଶ୍ନ, ଅନିୟମିତତା ଅଭିଯୋଗଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନସାମ୍ବାଦିକ ସୁରକ୍ଷା ଆଇନ୍ ଓ ପେନସନ ଦାବିକୁ ନେଇ IJU ପକ୍ଷରୁ ଜୋରଦାର ଉଠିଲା ସ୍ୱରବିଜେଡିର କଡା ସମାଲୋଚନା : ରାଜ୍ୟରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ କଡ଼ା ସୁରକ୍ଷା, ୩୦ ପ୍ଲାଟୁନ୍ ଫୋର୍ସ ମୁତୟନଇପିଏଫଓର ବଡ଼ ଅପଡେଟ୍। ଏଣିକି ଏଟିଏମ ଓ ୟୁପିଆଇ ମାଧ୍ୟମରେ ପିଏଫ୍ ଟଙ୍କା ଉଠାଇପାରିବେ !ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀରବୀନ୍ଦ୍ର ମଣ୍ଡପରେ ପାଳିତ ହେଲା ବିଶ୍ୱ ନୃତ୍ୟ ଦିବସ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ବାଚସ୍ପତି ସୁରମା ପାଢ଼ୀଶ୍ରେଷ୍ଠତା ଓ ନବସୃଜନ କ୍ଷେତ୍ରରେ ଓଡ଼ିଶାକୁ ଦୁଇଟି ସମ୍ମାନଜନକ ପୁରସ୍କାରରାଜ୍ୟସ୍ତରୀୟ ପୋଲିସ ସନ୍ତରଣ ଓ କ୍ରସ୍ କଣ୍ଟ୍ରି ଚାମ୍ପିୟନସିପ୍-୨୦୨୬ପଣ୍ଡିତ ଦିନଦୟାଲ ଉପାଧ୍ୟୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬: ମେ’ ୧ରୁ ରାଜ୍ୟର ୩୭ ଜିଲ୍ଲାରେ ଆରମ୍ଭ ହେବ୭୧ତମ Doctorate! ଇତିହାସ ରଚିଲେ ସାମନ୍ତସରକାର ବଦଳିଲା, ବଦଳିଲା ନାହିଁ ଢାଞ୍ଚାନିର୍ବାଚନ ପାଇଁ AAP ର ପ୍ରସ୍ତୁତି ବୈଠକଭୁବନେଶ୍ୱରରେ KGF ମେଗା କନକ୍ଲେଭଇତିହାସ ରଚିଲେ ମୋଦି

ସୁନାବେଶରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଲେ ତିନି ଠାକୁର…
ପୁରୀ, ନିରପେକ୍ଷ ଖବର:୧୩/୦୭/୧୯ ଶ୍ରୀକ୍ଷେତ୍ରରେ ସୁନାବେଶରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଲେ ତିନି ଠାକୁର। ମହଣ ମହଣ ସୁନାରେ ସଜେଇ ହୋଛନ୍ତି ଶ୍ରୀଜିଉ । ୨ ଶହ କେଜି ସୁନାରେ ସଜେଇ ହୋଇଥିବା ତିନି ଠାକୁରଙ୍କୁ ଦେଖିବାକୁ ଶ୍ରୀମନ୍ଦିର ଆଗରେ ଭକ୍ତଙ୍କ ଭିଡ । ପୁରାତନ କଥା ଅନୁସାରେ…
ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରତ୍ୟାହୃତ..
ବାରିପଦା,୧୨/୦୭(ନିରପେକ୍ଷ ଖବର): ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରତ୍ୟାହୁର୍ତ ହୋଇଛି। ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ତିନି ଦିନ ହେଲା ମେଡ଼ିକାଲ ପରିସରରେ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଥିଲା। ଫଳରେ…
ବାରିପଦାରେ ଶ୍ରୀ ଶ୍ରୀ ହରିବଳଦେଵ ଜୀଉ କଁ ସୁନାବେଶ…
ବାରିପଦା,ନିରପେକ୍ଷ ଖବର :୧୨,ଜୁଲାଇ,୨୦୧୯(ଶୁକ୍ରବାର): ଆଜି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରେ ଶ୍ରୀଶ୍ରୀ ହରିବଳଦେଵ ଜୀଉ କଁ ମାଉସୀ ମା’ ମନ୍ଦିରରେ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ଚତୁର୍ଦ୍ଧା ମୁରତି ଆଡ଼ପମଣ୍ଡପ ବେଦିରେ ସୁନାବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। କଥିତ ଅଛି ଆଜିର…
ମଲ୍ ମାନଙ୍କରେ କାମ କରୁଥିବା କର୍ମଚାରୀଙ୍କ ଉପରେ ହେଉଛି ଅତ୍ୟାଚାର…
ଭୁବନେଶ୍ୱର, ନିରପେକ୍ଷ ଖବର:ରାଜଧାନୀରେ ଥିବା ମଲ୍ ମାନଙ୍କରେ କାମ କରୁଥିବା କର୍ମଚାରୀଙ୍କ ଉପରେ ଅକଥନୀୟ ଅତ୍ୟାଚାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏପରିକି ମଲ୍ ରେ କାମ କରୁଥିବା ମହିଳା କର୍ମଚାରୀଙ୍କର ଡିଉଟି ସରିବା ପରେ ମଧ୍ୟ ରାତିରେ କାମ କରିବାକୁ ବାଧ୍ୟ କରାଯାଉଥିବା ଅଭିଯୋଗ…
ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରମାନଙ୍କ ପୁଣି କାର୍ଯ୍ୟବନ୍ଦ ଆନ୍ଦୋଳନ..
ବାରିପଦା,ନିରପେକ୍ଷ ଖବର:: ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରୀମାନଙ୍କୁ ଉପଯୁକ୍ତ ଦରମା ଦିଆଯାଉନଥିବା ଅଭିଯୋଗ କରି ମେଡିକାଲ ପରିସରରେ ସଫେଇ କରୁଥିବା କର୍ମଚାରୀମାନେ ପୁଣି କାର୍ଯ୍ୟବନ୍ଦ ଆନ୍ଦୋଳନର
ଡାକରା ଦେଇଛନ୍ତି । ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ…
ଟ୍ରେନ ଲାଇନରେ ଶୋଇଥିବା ବେଳେ ଟ୍ରେନ ଚଢ଼ିଗଲା….
ବାରିପଦା, ନିରପେକ୍ଷ ଖବର:ଟ୍ରେନ ଲାଇନରେ ଶୋଇଥିବା ବେଳେ ଚଢ଼ିଗଲା ଟ୍ରେନ। ଫଳରେ ଜଣେ ଲୋକକୁ ଦୁଇଟି ଗୋଡ଼ ହରାଇବାକୁ ପଡିଛି। ଭଂଜପୁର ଷ୍ଟେସନରୁ ବାଲେଶ୍ବର ଏକ ପାସେଞ୍ଜର ଟ୍ରେନ ଯାଉଥିବା ବେଳେ ବାଘଡା ରୋଡ଼ ମଝିରେ ଏହି ଦୁର୍ଘଟଣା ଘଟିଛି। ଟ୍ରେନ ଡ୍ରାଇଭର ଆଖୀ ସାମ୍ନାରେ ଏହି ଦୁର୍ଘଟଣା…
ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ରଥଟଣା ସମ୍ପୂର୍ଣ୍ଣ..
ବାରିପଦା, ନିରପେକ୍ଷ ଖବର:୬/ଜୁଲାଇ/୨୦୧୯, ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ରଥଯାତ୍ରା ସ୍ୱତନ୍ତ୍ର ରୀତିନୀତି ଅନୁଯାୟୀ ପାଳିତ ହୋଇଯାଇଛି। ବିଶେଷକରି ବାରିପଦାରେ ଦେବୀ ସୁଭଦ୍ରାଙ୍କ ରଥ କେବଳ ମହିଳାମାନେ ଟାଣିବାର ସୁଯୋଗ ପାଇଥାନ୍ତି। ଯାହା ବିଶ୍ୱରେ ଏଭଳି…
ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ହେଲା ଉତ୍ସବ ମୁଖର…
ବାରିପଦା,ନିରପେକ୍ଷ ଖବର:୫/ଜୁଲାଇ/୨୦୧୯, ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ରଥଯାତ୍ରା ଧୁମଧାମରେ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପ୍ରଭୁ ବଳଭଦ୍ରଙ୍କର ରଥ ଟଣା ଯାଇଥିବା ବେଳେ ସନିବାର ଅପରାହ୍ନ 2.30 ମିନିଟ ସମୟରେ ପ୍ରଭୁ ଜଗନ୍ନାଥଙ୍କ ରଥ ଟଣା ଯିବ। ମା'…
ଦ୍ୱିତୀୟ ଶ୍ରକ୍ଷେତ୍ର ଭାବେ ପରିଚିତ ବାରିପଦା ହରିବଳଦେଵ ଜୀଉଙ୍କ ପହଣ୍ଡି ବିଜେ ।
ବାରିପଦା ,ନିରପେକ୍ଷ ଖବର:୪ ଜୁଲାଇ ୨୦୧୯(ଗୁରୁବାର) ଆଜି ବାରିପଦା ସ୍ଥିତ ହରିବଳଦେଵ ଜୀଉ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ବିଜେ ସମ୍ପନ୍ନ ହୋଇଯାଇଛି। ଆଜି ସକାଳ ୮ ଘଟିକାରୁ ନୀତିକାନ୍ତି ଆରମ୍ଭ ହୋଇଥିଲା।ଦିବା ୪ ଘଟିକା ସମୟ ରେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ…
ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ, ଆଧୁନିକୀକରଣ ଏବଂ ଗୁଣାତ୍ମକ ମାନ ବୃଦ୍ଧି ଉପରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଗୁରୁତ୍ୱ..
ଭୁବନେଶ୍ୱର,ନିରପେକ୍ଷ ଖବର: ୨୯/୦୫/୨୦୧୯
ଉଚ୍ଚଶିକ୍ଷା ବିଭାଗର ୫୨ଟି ସରକାରୀ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କ ସମ୍ମିଳନୀ ଉଚ୍ଚଶିକ୍ଷା ମନ୍ତ୍ରୀ ଡ.
ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମନ୍ତ୍ରୀ ଡ. ସାହୁ ପ୍ରଚଳିତ ଶିକ୍ଷା ବ୍ୟବସ୍ଥାର
ଉନ୍ନତିକରଣ, ଆଧୁନିକୀକରଣ…
ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଡାକ୍ତର ଙ୍କୁ ମାଡ ଅଭିଯୋଗରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ…
ବାରିପଦା, ନିରପେକ୍ଷ ଖବର: ୨୯/୦୬/୨୦୧୯ ଆଜି ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ରୋଗୀ ମୃତ୍ୟୁକୁ ନେଇ ଉତେଜନା ପ୍ରକାଶ ପାଇଛି। ଜଣେ ରୋଗୀଙ୍କ ସମ୍ପର୍କୀୟ ଡାକ୍ତରଙ୍କୁ ମାଡ ମରା ଯାଇଥିବାର ଅଭିଯୋଗ ହୋଇଛି। ମେଡିକାଲ ରେ ମେଡ଼ିସିନ ବିଭାଗ ରେ ଥିବା ଜଣେ ରୋଗୀଙ୍କ…
ବାରିପଦାର,ବେତାନଟି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା 4 ମୃତ୍ୟ 10 ଗୁରୁତର।
ବାରିପଦା ନିରପେକ୍ଷ ଖବର:ତା:୨୭ ବୁଧବାର ରାତି 12ଟା ସମୟ ରେ ଭୁବନେଶ୍ୱର ରୁ ବାରିପଦା ଆସୁଥିବା କଳ୍ପନା(ମା ମଙ୍ଗଳା) ନାମକ ଏକ ଘରୋଇ ବସ ବେତାନଟି ନିକଟସ୍ଥ ଆଗରିଆ ପାଖରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଛି ଓ 10 ଜଣ ଗୁରୁତର ଅବସ୍ଥା ରେ ଚିକିତ୍ସିତ…
ଘରୋଇ ସ୍କୁଲର ଏଜେଂଟ ସାଜିଛନ୍ତି ରାଜ୍ୟ ସରକାର – କଂଗ୍ରେସ
ଭୁବନେଶ୍ୱର , ନିରପେକ୍ଷ ଖବର ତା ୨୭.୬.୨୦୧୯ ଓଡିଶାରେ ସରକାରୀ ସ୍କୁଲରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍ତରରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥାକୁ ନେଇ ସରକାରଙ୍କୁ ସମାଲୋଚନା କରିଛି କଂଗ୍ରେସ । ଘରୋଇ ସ୍କୁଲ ପ୍ରତି ଅହେତୁକ ଅନୁକମ୍ପା ହେତୁ ଆଜି ଓଡିଶାରେ ସରକାରୀ ସ୍କୁଲରେ ଶିକ୍ଷା…
ଓର୍ମାସ୍ ଆମ୍ବ ମେଳା ଉଦ୍ଯାପିତ…
* ୫ ଦିନରେ ୩୬ ମେଟି୍ରକ୍ ଟନ୍ ଆମ୍ବ କାରବାର
* ପ୍ରତି ଜିଲ୍ଲାରେ ବିକ୍ରୟ କେନ୍ଦ୍ର ଖୋଲିବ ଓର୍ମାସ୍
ଭୁବନେଶ୍ୱର:ନିରପେକ୍ଷ ଖବର, ତା.୦୬/୦୬/୨୦୧୯ରିଖ
ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଓର୍ମାସ୍ ତରଫରୁ ଭୁବନେଶ୍ୱରରେ
ଆୟୋଜିତ ପ୍ରଥମ ରାଜ୍ୟସ୍ତରୀୟ ଆମ୍ବ ମେଳା ବୁଧବାର…
ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଆଜି ଦାୟିତ୍ବ ଗ୍ରହଣ କରିବେ।
*ନୂଆ ଓ ପୁରୁଣା ୨୦ ଜଣିଆ ମନ୍ତ୍ରୀ ତାଲିକା: ୧୧ ଜଣ କ୍ୟାବିନେଟ୍ ଓ ୯ ଜଣ ରାଷ୍ଟ୍ରମନ୍ତ୍ରୀ..
ନିରପେକ୍ଷ ଖବର:ଭବନେଶ୍ୱର, ମୁଖ୍ୟମନ୍ତ୍ରୀ ଭାବେ ପଞ୍ଚମଥର ପାଇଁ ନବୀନ ପଟ୍ଟନାୟକ ଆଜି ଦାୟିତ୍ବ ଗ୍ରହଣ କରିବେ। ସକାଳ ସାଢେ ଦଶଟା ବେଳେ ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ରାଜ୍ୟପାଳ ପ୍ରଫେସର…
ଓଡ଼ିଶାର ‘ଫନୀ’ ପ୍ରଭାବିତ ଅଞ୍ଚଳର ପୁନଃରୁଦ୍ଧାର ନିମନ୍ତେ ଏଚ୍ପିସିଏଲ୍ ତରଫରୁ ୫ କୋଟି ଟଙ୍କା ସହାୟତା
ଭୁବନେଶ୍ୱର :ନିରପେକ୍ଷ ଖବର: ୨୧ା୦୫ା୨୦୧୯: ଚଳିତ ମେ’ ମାସ ୩ ତାରିଖରେ ଓଡ଼ିଶା ଉପକୂଳରେ ହୋଇଥିବା ବାତ୍ୟା ‘ଫନୀ’ ରେ ପ୍ରଭାବିତ ହୋଇଥିବା ଅଞ୍ଚଳର ପୁନଃରୁଦ୍ଧାର ନିମନ୍ତେ ତୈଳ ଉଦ୍ୟୋଗ କମ୍ପାନୀ ‘ଏଚ୍ପିସିଏଲ୍’ ତରଫରୁ ୫ କୋଟି ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ଶ୍ରୀ…
ଓଡ଼ିଶାର ‘ଫନୀ’ ପ୍ରଭାବିତ ଅଞ୍ଚଳର ପୁନଃରୁଦ୍ଧାର ନିମନ୍ତେ ବିପିସିଏଲ୍ ପକ୍ଷରୁ ୫ କୋଟି ଟଙ୍କା ସହାୟତା ରାଶି ପ୍ରଦାନ
ଭୁବନେଶ୍ୱର: ନିରପେକ୍ଷ ଖବର:୨୧ା୦୫ା୨୦୧୯: ଚଳିତ ମେ’ ମାସ ୩ ତାରିଖରେ ଓଡ଼ିଶା ଉପକୂଳରେ ହୋଇଥିବା ବାତ୍ୟା
‘ଫନୀ’ ରେ ପ୍ରଭାବିତ ହୋଇଥିବା ଅଞ୍ଚଳର ପୁନଃରୁଦ୍ଧାର ତଥା ଓଡ଼ିଶାର ପୁନଃନିର୍ମାଣ ନିମନ୍ତେ ତୈଳ ଉଦ୍ୟୋଗ କମ୍ପାନୀ
ବିପିସିଏଲ ପକ୍ଷରୁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା…
ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ଫନୀ ପ୍ରଭାବିତ ଅଞ୍ଚଳରେ Banking on wheel କାର୍ଯ୍ୟକ୍ରମ
ଭୁବନେଶ୍ୱର: ନିରପେକ୍ଷ ଖବର:୨୦ ମେ ୨୦୧୯- ୨୦୧୯ ମଇ ମାସ ୩ ତାରିଖ ଦିନ ସାମୁଦ୍ରିକ ଝଡ ଫନୀ / ଫଣି ରୂପରେ ପ୍ରକୃତିର କରାଳ ରୂପକୁ ପ୍ରତ୍ୟକ୍ଷ କରିଥିଲା ଆମ ରାଜ୍ୟ ଓଡ଼ିଶା । ସମୁଦାୟ ୧୪ ଗୋଟି ପ୍ରଭାବିତ ଜିଲ୍ଲା ମଧ୍ୟରୁ ସବୁଠାରୁ ବ୍ୟାପକ ଭାବରେ ପ୍ରଭାବିତ ହୋଇଥିଲା ରାଜ୍ୟର ରାଜଧାନୀ…
‘ଫନି’ ବିପନ୍ନଙ୍କୁ ଗେଲ୍ ପକ୍ଷରୁ ୫ କୋଟି ଟଙ୍କା ସହାୟତା ପ୍ରଦାନ..
ଭୁବନେଶ୍ୱର ନିରପେକ୍ଷ ଖବର: ୨୦/୦୫/୨୦୧୯: ଚଳିତ ମେ’ ମାସ ୩ ତାରିଖରେ ଓଡ଼ିଶା ଉପକୂଳରେ ହୋଇଥିବା ବାତ୍ୟା ‘ଫନୀ’ ରେ ପ୍ରଭାବିତ ହୋଇଥିବା ଲୋକଙ୍କୁ ଗେଲ୍ (ଇଣ୍ଡିଆ) ତରଫରୁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସ୍ଡମା)କୁ ରିଲିଫ ଏବଂ ଥଇଥାନ ବାବଦକୁ ୫ କୋଟି ଟଙ୍କା ସହାୟତା…
ଓଡ଼ିଶାବାସୀଙ୍କ ଭଲପାଇବା ଓ ସ୍ନେହଶ୍ରଦ୍ଧା ଦିଲ୍ଲୀରୁ ଓଡ଼ିଶା ଫେରାଇ ଆଣିଛି:ଅପରାଜିତା
ଓଡ଼ିଶାକୁ ଆଦର୍ଶ ଓ ସଶକ୍ତ ରାଜ୍ୟରେ ପରିଣତ କରିବା ପାଇଁ ‘ୱାନ୍ ଟିମ୍ ୱାନ୍ ଡ୍ରିମ୍’ ମନୋଭାବ ନେଇ କାମ କରିବାକୁ ପ୍ରଶାସିକାରୁ ରାଜନେତ୍ରୀ ପାଲଟିଥିବା ଅପରାଜିତା ଷଡ଼ଙ୍ଗୀ ଆହ୍ୱାନ ଦେଇଛନ୍ତି।
ଆଇଏଏସ ଚାକିରି ଛାଡ଼ି ବିଜେପିରେ ସାମିଲ ହୋଇଥିବା ଅପରାଜିତା ଷଡ଼ଙ୍ଗୀଙ୍କୁ ଆଜି ରାଜ୍ୟ ବିଜେପି…
