ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ଜାରି…
ଭୁବନେଶ୍ୱର ନିରପେକ୍ଷ ଖବର , ୨୮ ମାର୍ଚ୍ଚ, ୨୦୧୯
ତୃତୀୟ ପର୍ଯ୍ୟାୟ ମତଦାନ ନିମନ୍ତେ ୪୨ ଗୋଟି ବିଧାନସଭା ଓ ୬ଗୋଟି ଲୋକସଭା ଆସନ ପାଇଁ ଆଜି ବିଜ୍ଞାପ୍ତି ପ୍ରକାଶ ପାଇଛି । ଆଜି ପ୍ରଥମ ଦିନରେ ଲୋକସଭା ପାଇଁ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନଥିବାବେଳେ ୬୩-ଆଠମଲ୍ଲିକ,…