ରାଜନୀତି ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ସପ୍ତମ ବୈଠକ… Debabrat Mohanty Oct 29, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୯/୧୦/୨୦୧୯ରିଖ ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ସପ୍ତମ ବୈଠକ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି ।ବିଧାନସଭା ପ୍ରକୋଷ୍ଠ ନଂ ୫୪ରେ ଅନୁଷ୍ଠିତ ଏହି କମିଟି ବୈଠକରେ ପୂର୍ତ୍ତ ବିଭାଗର କାର୍ଯ୍ୟାବଳୀ ସଂପର୍କରେ…
ରାଜନୀତି ସାମ୍ବିଧାନିକ ପଦବୀର ମର୍ଯ୍ୟାଦାହାନୀ କରିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା:ମହିଳା ମୋର୍ଚ୍ଚା Debabrat Mohanty Oct 28, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର:ତା.୨୮/୧୦: ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ପଦ ଏକ ସାମ୍ବିଧାନିକ ପଦ । ଏହା ବିଜୁ ଜନତା ଦଳର ଏକ ରାଜନୈତିକ ପଦବି ନୁହେଁ । ଯାଜପୁରରେ ସ୍ମିତାରାଣି ବିଶ୍ୱାଳଙ୍କୁ ବଳାକ୍ରାର କରାଯାଇ ହତ୍ୟା କରାଯିବା ପରେ ମହିଳା କମିଶନ ପ୍ରଥମେ ଚୁପ ରହିବା ଏବଂ ପରେ ନିରପେକ୍ଷ…
ସାଂସ୍କୃତିକ ରାତି ପାହିଲେ ଆଲୋକର ପର୍ବ ପବିତ୍ର ଦୀପାବଳି Biswajit bhuyan/Baripada Oct 26, 2019 0 ବାରିପଦା(ନିରପେକ୍ଷ ଖବର)ତା:୨୭/ଅକ୍ଟୋବର/୨୦୧୯- ପ୍ରଭୁ ଶ୍ରୀରାମଚନ୍ଦ୍ର ସ୍ୱର୍ଣ୍ଣଲଙ୍କାରୁ ମାତା ସୀତାଙ୍କୁ ରାବଣ କବଳରୁ ରକ୍ଷା କରି ଅଯୋଧ୍ୟାକୁ ଆସିଥିଲେ। ମାତା ସୀତା ଅଯୋଧ୍ୟାରେ ପହଂଚିବା ପରେ ସମଗ୍ର ଅଯୋଧ୍ୟାବାସୀଙ୍କ ମନରେ ଖୁସିର ଲହରୀ ଖେଳିଯାଇଥିଲା। ଏହି ବିଜୟ ଦିବସକୁ ପାଳିବା ପାଇଁ…
ରାଜନୀତି ମହିଳା କମିଶନ ଅଧ୍ୟକ୍ଷା ତୁରନ୍ତ ଇସ୍ତଫା ଦିଅନ୍ତୁ: ବିଜେପି ମହିଳା ମୋର୍ଚ୍ଚା Debabrat Mohanty Oct 26, 2019 0 ଭୁବନେଶ୍ୱର(ନିରପେକ୍ଷ ଖବର): ଯାଜପୁର ଜିଲ୍ଲା ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ହତ୍ୟା ଓ ବଳାତ୍କାର ଘଟଣାର ତଦନ୍ତକୁ ନେଇ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ସମ୍ପୂର୍ଣ୍ଣ ମିଛ କହିଛନ୍ତି ବୋଲି ରାଜ୍ୟ ବିଜେପି ଅଭିଯୋଗ କରିଛି। ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ବେହେରା ତୁରନ୍ତ…
ରାଜନୀତି ଅନୁସୁଚିତ ଜାତିର ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ନ୍ୟାୟ ଦେବା ଦାବିରେ କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ… Debabrat Mohanty Oct 22, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର: ତା.୨୨/୧୦: ଯାଜପୁର ଜିଲ୍ଲା ବରି ବ୍ଲକର ଔପଡା ଗାଁର ଜଣେ ଅନୁସୁଚିତ ଜାତିର ଗରିବ ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ବରି ବିଧାୟିକା ସୁନନ୍ଦା ଦାସଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଓ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ସାମଲ ଏବଂ ସେହି ପଂଚାୟତର ସରପଂଚ ସନ୍ତୋଷ ସାମଲ ହତ୍ୟା ଧମକ…
ଭାଗ୍ୟ ଭବିଷ୍ୟତ ଦୀପାବଳିରେ ବାସ୍ତୁ ଅନୁସାରେ ପକାନ୍ତୁ ରଙ୍ଗୋଲି…. Debabrat Mohanty Oct 22, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର:୨୨/୧୦/୧୯ ଦୀପାବଳିରେ ମା’ ଲକ୍ଷ୍ମୀଙ୍କୁ ସ୍ୱାଗତ କରିବା ପାଇଁ ଘରର ମୁଖ୍ୟ ଦ୍ୱାର ମୁହଁରେ ରଙ୍ଗୀନ ଝୋଟି ଓ ରଙ୍ଗୋଲି ପକାଇ ସଜାଯାଏ। ରଙ୍ଗୋଲିରେ ଅଟା, ଚାଉଳ ଚୂନା, ହଳଦୀ, କୁଙ୍କୁମ, ଫୁଲ, ପତ୍ର ଓ ଅନେକ ପ୍ରକାରର ରଙ୍ଗ ବ୍ୟବହାର କରାଯାଇଥାଏ। ଯଦି ବାସ୍ତୁ…
ଖେଳ କ୍ରିକେଟ ଜଗତରୁ ଅବସର ନେଲେ ଓଡିଶା ରଣଜୀ ଖେଳାଳୀ ନଟରାଜ ବେହେରା…. Debabrat Mohanty Oct 21, 2019 0 ଭୁବନେଶ୍ୱର, ନିରପେକ୍ଷ ଖବର:୨୧/୧୦/୧୯ ଓଡ଼ିଶାର ରଣଜୀ ଖେଳାଳି ନଟରାଜ ବେହେରା ଘରୋଇ କ୍ରିକେଟରୁ ଅବସର ନେଇଥିବା ଘୋଷଣା କରିଛନ୍ତି । ନିଜ ଅବସର ନେଇ ସେ ଓଡ଼ିଶା କ୍ରିକେଟ ଆସୋସିଏସନ୍ (ଓସିଏ) ସମ୍ପାଦକଙ୍କୁ ପତ୍ର ଲେଖିଛନ୍ତି । ନଟରାଜ ବେହେରା ୫୪ଟି ପ୍ରଥମ ଶ୍ରେଣୀ ମ୍ୟାଚ୍ ଖେଳି ୩୦୩୧…
ରାଜନୀତି ସ୍ୱାସ୍ଥ୍ୟ ସେବାର ବାସ୍ତବ ଚିତ୍ରକୁ ଲୁଚାଇବା ପାଇଁ ନୂଆ ନୂଆଭେଳିକି ଦେଖାଉଛନ୍ତି ରାଜ୍ୟ ସରକାର: ବିଜେପି Debabrat Mohanty Oct 15, 2019 0 * କୌଣସି ବ୍ୟବସ୍ଥା ନକରି ନିଜ ଦୋଷ ଘୋଡାଇବାକୁ ଏସଡିଏମଓଙ୍କୁ ନିଲମ୍ବିତ ଏକ ଡ୍ରାମା *ଗତ ବର୍ଷ ତୁଳନାରେ ଓଡିଶା ସ୍ୱାସ୍ଥ୍ୟ କ୍ଷେତ୍ରରେ ୩.୪୬ ପ୍ରତିଶତ ପଛେଇବା ନୀତିଆୟୋଗ ରିପୋର୍ଟ କହିଛି * ଟୀକା ଦାନ, ଆନୁଷ୍ଠାନିକ ପ୍ରସବ, ଟିବି ରୋଗ ଚିହ୍ନଟ ଓ ଚିକିତ୍ସା, ମ୍ୟାଲେରିଆ,ଡାକ୍ତର…
ରାଜନୀତି ୫ଟି ସଚିବ ଭି.କେ ପାଣ୍ଡିଆନ ମୟୁରଭଞ୍ଜ ଗସ୍ତ ସାରି ଚାଲିଗଲେ… Biswajit bhuyan/Baripada Oct 13, 2019 0 *ଆଶା ଆଶଙ୍କାରେ ମୟୁରଭଞ୍ଜ ବାସୀ... ବାରିପଦା(ନିରପେକ୍ଷ ଖବର)ତା-୧୩/ଅକ୍ଟୋବର/୨୦୧୯-ଆଦିବାସୀ ଅଧୁସିତ ମୟୁରଭଞ୍ଜ ଜିଲ୍ଲାରେ ଆଜି ମୁଖ୍ୟମନ୍ତ୍ରୀ ଙ୍କ ବ୍ୟକ୍ତିଗତ ସଚିବ ତଥା ୫ ଟି- ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ୍ ନିଜ ଗସ୍ତ ସାରି ଚାଲିଯାଇଛନ୍ତି । ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମକୁ…
ସାମାଜିକ ସୁବ୍ରତ ଦାସ ସମ୍ମାନିତ ହେଲେ ଅନ୍ତର୍ଜାତୀୟ ଯୁବ ପୁରସ୍କାରରେ…. Biswajit bhuyan/Baripada Oct 13, 2019 0 ବାରିପଦା,ନିରପେକ୍ଷ ଖବର:୧୩/୧୦: ସେବା ହିଁ ପରମ ଧର୍ମ। ଜଣେ ନିଷ୍ଠା ଓ ଆନ୍ତରିକତା ଭାବେ କୋୖଣସି କାମ କଲେ ତାହା ବିଫଳ ଯାଇନି। ଏହାର ଏକ ଜ୍ୱଳନ୍ତ ଉଧାହରଣ ପାଲଟିଛନ୍ତି ବାରିପଦା ସ୍ଥିତ (ତଖତପୁର ଅଞ୍ଚଳର) ପିତା ଦିଲ୍ଲୀପ କୁମାର ଦାସ ଓ ମାତା ଭାରତୀ ଦାସ ଙ୍କ ସୁପୁତ୍ର ସୁବ୍ରତ କୁମାର ଦାସ।…
ସାମାଜିକ ହଜିଯାଇଛି ମାନବିକତା….. Biswajit bhuyan/Baripada Oct 10, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୦/ଅକ୍ଟୋବର/୨୦୧୯: ସତରେ କଣ ମାନବିକତା ହଜିଯାଇଛି। ଆଉ କଣ ମଣିଷ ପଣିଆ ଦେଖାଯାଉନି ..?। ଏମିତି ଅନେକ ପ୍ରଶ୍ନ ଆପଣଙ୍କ ମନ ଭିତରେ ଉଙ୍କି ମାରିବ। ଏମିତି ଏକ ନିଷ୍ଠୁର ଓ ହୃଦୟ ବିଦାରକ ଘଟଣା ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ…
ରାଜନୀତି ବାଙ୍ଗିରୀପୋଷୀ ଘଟଣା ପ୍ରମାଣ କରୁଛି ରାଜ୍ୟରେ କିପରି ଚାଲିଛି ସ୍ୱାସ୍ଥ୍ୟସେବା ଓ ମହିଳା ସୁରକ୍ଷା ଯୋଜନା:ବିଜେପି Biswajit bhuyan/Baripada Oct 6, 2019 0 * କୋମାରେ ରାଜ୍ୟସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଏବଂ ମମତା ଯୋଜନା... * ଆଦିବାସୀ ମହିଳା ତୁଳସୀ ମୁଣ୍ଡାଙ୍କ ମୃତ୍ୟୁ ‘ମୋ ସରକାର’ ଯୋଜନା ବିଫଳତାର ଦୃଷ୍ଟାନ୍ତ... * ରାଜସ୍ୱମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ନିର୍ବାଚନ ମଣ୍ଡଳୀରେ ଡାକ୍ତର ଅଭାବ ହେବା ଅତ୍ୟନ୍ତ ର୍ଦୁଭାଗ୍ୟଜନକ... * ମୃତକ…
ସାଂସ୍କୃତିକ ଶାରଦୀୟ ଦୁର୍ଗାପୂଜାରେ ବାରିପଦା ସହର ଉତ୍ସବ ମୁଖର…. Biswajit bhuyan/Baripada Oct 6, 2019 0 ବାରିପଦା(ନିରପେକ୍ଷ ଖବର)ତା-୬/ଅକ୍ଟୋବର/୨୦୧୯-ଏହି ପାର୍ବଣ ଋତୁ ରେ ଧରା ଧାମରେ ବିଜେ କରିଛନ୍ତି ମା ଦଶଭୁଜା। ମାଆଙ୍କର ଆଶ୍ରିବାଦ ପାଇବା ପାଇଁ ଓ ନିଜନିଜର ମନସ୍କାମନା ପୂରଣ କରିବା ପାଇଁ ଶ୍ରଦ୍ଧାଳୁମାନେ ଅତି ଉତ୍କଣ୍ଠାର ସହ ବିଭିନ୍ନ ପୂଜା ମଣ୍ଡପରେ ଭିଡ ଲଗାଇଛନ୍ତି। ଧରାପୃଷ୍ଠରେ ଅବତରଣ…
ସାମାଜିକ ପେଟ୍ରୋଲ ପାଇଁ ଅଧାବାଟରେ ଚାଲିଗଲା ପ୍ରସୂତିଙ୍କ ଜୀବନ…. Biswajit bhuyan/Baripada Oct 5, 2019 0 *ସ୍ୱାସ୍ଥ୍ୟ ସେବାର ନଗ୍ନ ଚିତ୍ର..... ବାରିପଦା(ନିରପେକ୍ଷ ଖବର)ତା-୫/ଅକ୍ଟୋବର/୨୦୧୯- ମୟୁରଭଞ୍ଜ ଜିଲ୍ଲାରେ ଆଜି ଏମିତି ଏକ ଘଟଣା ଘଟି ଯାଇଛି ତାହା ଜାଣିଲେ ଆପଣଙ୍କୁ ଚକିତ କରିଦେବ। ପେଟ୍ରୋଲ ପାଇଁ ଜଣେ ଗର୍ଭବତୀ ମହିଳାଙ୍କର ଜୀବନକୁ ରକ୍ଷା କରାଯାଇ ପାରିଲା ନାହିଁ। ଆମ୍ବୁଲାନ୍ସରେ…
ସାମାଜିକ ଛାତ୍ର ବୃତ୍ତି ହଡ଼ପ୍ ମିଥ୍ୟା ଘଟଣା….. Biswajit bhuyan/Baripada Oct 4, 2019 0 ବାରିପଦା,ନିରପେକ୍ଷ ଖବର: ତା-୪/୧୦:ଚିତ୍ରଡା ପାଟପୁର ଠାରେ ଥିବା ଏସିଏସବି ଇଞ୍ଜିନିୟରିଂ କଲେଜରେ ହୋଇଥିବା ଛାତ୍ର ବୃତି ଟଙ୍କା ହଡପ୍ ଘଟଣା ସମ୍ବଦ୍ଧରେ ନିଜର ଭୁଲ୍ ବୁଝି ପାରିଲେ ଛାତ୍ର ମାନେ।ନିଜର ଅଭିଯୋଗ ବିରୁଦ୍ଧରେ ଏକ କ୍ଷମାପତ୍ର ପ୍ରଦାନ କରିଛନ୍ତି । ଗତ ୨୩ ତାରିଖ ଦିନ କିଛି ଛାତ୍ର…
ସାମାଜିକ ଦିନ ଦ୍ବିପହରରେ ପୋଲିସ ଆଖିରେ ଧୂଳି ଦେଇ ଖସି ଗଲେ ଅଭିଯୁକ୍ତ। Biswajit bhuyan/Baripada Oct 2, 2019 0 ବାରିପଦା (ନିରପେକ୍ଷ ଖବର)ତା୨/ଅକ୍ଟୋବର/୨୦୧୯- ମୟୁରଭଞ୍ଜ ଜିଲ୍ଲାରେ ପୋଲିସ ର ନିଷ୍କ୍ରିୟତା ପଦା ରେ ପଡିଛି।ଦିନ ଦ୍ବିପହରରେ ପୋଲିସ ଆଖିରେ ଧୂଳି ଦେଇ ଅଭିଯୁକ୍ତ ମାନେ ଖସି ଯାଉଛନ୍ତି।ପୋଲିସ ର ଦାୟିତ୍ୱ ହୀନତା ଓ ଅବହେଳା ପାଇଁ ବାରମ୍ବାର ମୟୁରଭଞ୍ଜ ଜିଲ୍ଲାରେ ଏଭଳି ସମସ୍ୟା ଦେଖା ଯାଉଥିଲେ…
ସାମାଜିକ ଦୁଇ ଦନ୍ତା ହାତୀ ଙ୍କ ଲଢେଇରେ ଛୁଆ ହାତୀ ର ମୃତ୍ୟୁ… Biswajit bhuyan/Baripada Oct 1, 2019 0 ବାରିପଦା(ନିରପେକ୍ଷ ଖବର)୦୧/୧୦/୧୯ ମୟୁରଭଞ୍ଜ ଜିଲ୍ଲା ଅନ୍ତର୍ଗତ ରାସଗୋବିନ୍ଦପୁର ରେଞ୍ଜ ର ଭାଳୁଘେରା ଜଙ୍ଗଲରେ ଆଜି ଏକ ହାତୀ ଛୁଆ ର ମୃତ ଶରୀର ଉଦ୍ଧାର ହୋଇଛି। ଗତ ସେପ୍ଟେମ୍ବର ମାସ ୨୭ ତାରିଖ ଦିନ ଝାରଖଣ୍ଡ ଦଲମା ଜଙ୍ଗଲରୁ ପ୍ରାୟ ୫୦ ରୁ ଉର୍ଦ୍ଧ ହାତୀ ପଶ୍ଚିମବଙ୍ଗରୁ ଏହି ଜଙ୍ଗଲ ଦେଇ…
ସାମାଜିକ ଜଙ୍ଗଲ ସୁରକ୍ଷା କମିଟି ର ସଭାପତି କୁ ଜଙ୍ଗଲରେ ଦଳିଦେଲା ଦନ୍ଥା। Biswajit bhuyan/Baripada Oct 1, 2019 0 ବାରିପଦା(ନିରପେକ୍ଷ ଖବର)ତା ୧/ଅକ୍ଟୋବର/୨୦୧୯:ମୟୁରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦାନ୍ତୀଆମୁହାଁ ଗ୍ରାମପଞ୍ଚାୟତ ର ମାଛୁଆ ଜଙ୍ଗଲ ରେ ଦନ୍ଥା ହାତୀ ଆକ୍ରମଣରେ ଜାମୁଗଧା ଗାଁର ଗଜେନ୍ଦ୍ର ମହାନ୍ଥ ଙ୍କ ମୃତ୍ୟୁ ହୋଇଛି। ମୃତବୃଦ୍ଧ ଗଜେନ୍ଦ୍ର ମହାନ୍ତଙ୍କର ବୟସ ୭୫ ବର୍ଷ ବୋଲି ଜଣାଯାଇଛି।ଗଜେନ୍ଦ୍ର…