୫ଟି ସଚିବ ଭି.କେ ପାଣ୍ଡିଆନ ମୟୁରଭଞ୍ଜ ଗସ୍ତ ସାରି ଚାଲିଗଲେ…
*ଆଶା ଆଶଙ୍କାରେ ମୟୁରଭଞ୍ଜ ବାସୀ...
ବାରିପଦା(ନିରପେକ୍ଷ ଖବର)ତା-୧୩/ଅକ୍ଟୋବର/୨୦୧୯-ଆଦିବାସୀ ଅଧୁସିତ ମୟୁରଭଞ୍ଜ ଜିଲ୍ଲାରେ ଆଜି ମୁଖ୍ୟମନ୍ତ୍ରୀ ଙ୍କ ବ୍ୟକ୍ତିଗତ ସଚିବ ତଥା ୫ ଟି- ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ୍ ନିଜ ଗସ୍ତ ସାରି ଚାଲିଯାଇଛନ୍ତି । ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମକୁ…