କ୍ରିକେଟ ଜଗତରୁ ଅବସର ନେଲେ ଓଡିଶା ରଣଜୀ ଖେଳାଳୀ ନଟରାଜ ବେହେରା….
ଭୁବନେଶ୍ୱର, ନିରପେକ୍ଷ ଖବର:୨୧/୧୦/୧୯ ଓଡ଼ିଶାର ରଣଜୀ ଖେଳାଳି ନଟରାଜ ବେହେରା ଘରୋଇ କ୍ରିକେଟରୁ ଅବସର ନେଇଥିବା ଘୋଷଣା କରିଛନ୍ତି । ନିଜ ଅବସର ନେଇ ସେ ଓଡ଼ିଶା କ୍ରିକେଟ ଆସୋସିଏସନ୍ (ଓସିଏ) ସମ୍ପାଦକଙ୍କୁ ପତ୍ର ଲେଖିଛନ୍ତି । ନଟରାଜ ବେହେରା ୫୪ଟି ପ୍ରଥମ ଶ୍ରେଣୀ ମ୍ୟାଚ୍ ଖେଳି ୩୦୩୧…