ପିଆରଏମ୍ ହସ୍ପିଟାଲରେ ପୁଣି ଚିକିତ୍ସା ଅଭାବରୁ ରୋଗୀ ମୃତ
ବାରିପଦା(ନିରପେକ୍ଷ ଖବର): ତା-୨୯/୧୧/୨୦୧୯: ଚିକିତ୍ସା ଅଭାବରୁ ବାରିପଦା ପିଆରଏମ୍ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲ ରେ ପୁଣି ରୋଗୀ ମୃତ୍ୟୁ। ଡାକ୍ତରଙ୍କ ବିରୁଦ୍ଧରେ ଏମିତି ସଙ୍ଗିନ ଅଭିଯୋଗ ଆଣିଲେ ମୃତବ୍ୟକ୍ତିଙ୍କ ସମ୍ପର୍କୀୟ। ମୃତ ଶବକୁ ମେଡିକାଲ ର ମୁଖ୍ୟ ଫାଟକ ସମ୍ମୁଖରେ ରଖି ଧାରଣାରେ…

