Uncategorized ପିଆରଏମ୍ ହସ୍ପିଟାଲରେ ପୁଣି ଚିକିତ୍ସା ଅଭାବରୁ ରୋଗୀ ମୃତ Biswajit bhuyan/Baripada Nov 29, 2019 0 ବାରିପଦା(ନିରପେକ୍ଷ ଖବର): ତା-୨୯/୧୧/୨୦୧୯: ଚିକିତ୍ସା ଅଭାବରୁ ବାରିପଦା ପିଆରଏମ୍ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲ ରେ ପୁଣି ରୋଗୀ ମୃତ୍ୟୁ। ଡାକ୍ତରଙ୍କ ବିରୁଦ୍ଧରେ ଏମିତି ସଙ୍ଗିନ ଅଭିଯୋଗ ଆଣିଲେ ମୃତବ୍ୟକ୍ତିଙ୍କ ସମ୍ପର୍କୀୟ। ମୃତ ଶବକୁ ମେଡିକାଲ ର ମୁଖ୍ୟ ଫାଟକ ସମ୍ମୁଖରେ ରଖି ଧାରଣାରେ…
ରାଜନୀତି ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ମିଥ୍ୟା ଉତ୍ତର ପ୍ରସଙ୍ଗ Biswajit bhuyan/Baripada Nov 28, 2019 0 ବାରିପଦା(ନିରପେକ୍ଷ ଖବର)ତା-୨୮/ନଭେମ୍ବର/୨୦୧୯-ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣର ବିଭାଗୀୟ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସ ପ୍ରଦତ୍ତ ଉତ୍ତର ମିଥ୍ୟା ଜାଣି ବିଧାନସଭା ବାଚସ୍ପତିଙ୍କ ଜରିଆରେ ବଡ଼ସାହି ବିଧାୟକ ସନାତନ ବିଜୁଳି ବିଶେଷ ଅଧିକାର କ୍ଷୂର୍ଣ୍ଣ ପ୍ରସ୍ତାବ(ପ୍ରିଭିଲେଜ ମୋସନ) ନୋଟିସ ଆଗତ…
ରାଜନୀତି ପୁଣି ଚର୍ଚ୍ଚାରେ ବିଜେଡ଼ି ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ରମ… Biswajit bhuyan/Baripada Nov 28, 2019 0 ବାରିପଦା(ନିରପେକ୍ଷ ଖବର)ତା-୨୮/ନଭେମ୍ବର/୨୦୧୯-ରାଜ୍ୟସଭା ଶୀତକାଳୀନ ଅଧୀବେଶନରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ରୋପ-ୱେ ନିର୍ମାଣ ଏବଂ ପର୍ଯ୍ୟଟନ ବିକାଶ ପାଇଁ ଆଜି ପୁଣି ଦାବି କଲେ ବିଜୁ ଜନତା ଦଳର ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବମ। ବାଚସ୍ପତିଙ୍କ ଧ୍ୟାନ ଆକର୍ଷଣ କରି କରି ଶ୍ରୀମତୀ…
ସାମାଜିକ ମୟୂରଭଞ୍ଜ ମହୋତ୍ସବର କାର୍ଣ୍ଣିଭାଲ ରୋଡସୋ Biswajit bhuyan/Baripada Nov 26, 2019 0 ବାରିପଦା,ନିରପେକ୍ଷ ଖବର: ବାରିପଦା ରେ ମୟୂରଭଞ୍ଜ ମହୋତ୍ସବ ଆରମ୍ଭ ହେଉଥିବା ବେଳେ ପ୍ରଥମ ଦିନରେ ବାରିପଦା ଜଗନ୍ନାଥ ମନ୍ଦିର ନିକଟରୁ ବିଭିନ୍ନ ପ୍ରକାର ମୟୂରଭଞ୍ଜିଆ ଲୋକନୃତ୍ୟ ବାଦ୍ୟର ତାଳେତାଳେ ଏକ କାର୍ଣ୍ଣିଭାଲ ରୋଡସୋ ଅନୁଷ୍ଠିତ ହୋଇଯାଇଛି । ଏହି ରୋଡସୋକୁ ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ…
Uncategorized ବିଜେପିରେ ସାମିଲ ହେଲେ ପାଟଣାଗଡର ପ୍ରମୁଖ ବିଜେଡି ନେତୃବୃନ୍ଦ…. Biswajit bhuyan/Baripada Nov 21, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୧/୧୧: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବିଧାନସଭାର ବିଜେଡି ଦଳର ପ୍ରମୁଖ ନେତୃବୃନ୍ଦମାନେ ଆଜି ବିଜେପିରେ ଯୋଗ ଦେଇଛନ୍ତି ।ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜ୍ୟ ଉପସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ଭୃଗୁ ବକ୍ସିପାତ୍ରଙ୍କ…
ସାଂସ୍କୃତିକ ଜଗଦ୍ଧାତ୍ରୀ ମେଳାରେ ଜମୁଛି ବେପାର….. Biswajit bhuyan/Baripada Nov 21, 2019 0 ବାରିପଦା(ନିରପେକ୍ଷ ଖବର)ତା-୨୧/ନଭେମ୍ବର/୨୦୧୯: ମୟୁରଭଞ୍ଜ ଜିଲ୍ଲାର ସବୁଠୁଁ ବଡ଼ ମେଳା ଭାବେ ପରିଚୟ ସୃଷ୍ଟି କରିଥିବା ଜଗଦ୍ଧାତ୍ରୀ ମେଳା ଆଜି ୧୦ମ ଦିନରେ ପହଁଚିଛି। ଏହି ମେଳା ଯେତେ ସରିସରି ଆସୁଛି, ଦର୍ଶକଙ୍କ ଭିଡ଼ ସେତେ ବଢ଼ିବାରେ ଲାଗିଛି।ଆଜି ବାରିପଦା ଜଗଦ୍ଧାତ୍ରୀ ମେଳାର ୧୦ମ…
ସାମାଜିକ ଶୋକାକୁଳ ପରିବେଶରେ ସହିଦ୍ ପୋଲିସ୍ ଅଧିକାରୀ ଙ୍କୁ ଦିଆ ଗଲା ସଲାମୀ.. Biswajit bhuyan/Baripada Nov 19, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୯/ନଭେମ୍ବର/୨୦୧୯-ଗତକାଲି ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ବ ବିଦ୍ୟାଳୟ ରାସ୍ତାରେ ମଦୁଆ ଗାଡି ଚାଳକ କୁ ଧରିବା ପାଇଁ ଚେକିଂ ଚାଲିଥିବା ବେଳେ ବାଇକ ଧକ୍କା ରେ ବାରିପଦା ଟାଉନ ଥାନା ସବ ଇନ୍ସପେକ୍ଟର ଦୟାନିଧ ଦାସ ଙ୍କ ମୃତ୍ୟୁ ହୋଇଥିଲା । ସବ…
ଦୁର୍ଘଟଣା ଗାଡ଼ି ଯାଞ୍ଚ ବେଳେ ବାଇକ୍ ଦୁର୍ଘଟଣା ରେ ଚାଲିଗଲା ପୋଲିସ୍ ଅଧିକାରୀଙ୍କ ଜୀବନ.. Biswajit bhuyan/Baripada Nov 18, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୮/ନଭେମ୍ବର/୨୦୧୯-ଗାଡି ଯାଞ୍ଚ ବେଳେ ବାଇକ ଦୁର୍ଘଟଣା ରେ ଚାଲିଗଲା ଜଣେ କାର୍ଯ୍ୟରତ ପୋଲିସ ଅଧିକାରୀଙ୍କ ଜୀବନ । ମୟୂରଭଞ୍ଜ ଜିଲ୍ଲାର ବାରିପଦା ଥାନା ଅଞ୍ଚଳରେ ଘଟିଯାଇଛି ଏଭଳି ଏକ ଅଭାବନୀୟ ଘଟଣା।ଯାହାକୁ ନେଇ ସମଗ୍ର ଜିଲ୍ଲା ସ୍ତବ୍ଧ ହୋଇଯାଇଛି। ମଦୁଆ ବାଇକ…
ରାଜନୀତି ଗୃହ ମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ଅଚାନକ ସତ୍ୟବାଦୀ ଥାନା ପରିଦର୍ଶନ.. Debabrat Mohanty Nov 16, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର: ୧୫/୧୧/ ୨୦୧୯ ଶକ୍ତି, ଶିଳ୍ପ, ଏମ୍ଏସ୍ଏମ୍ଇ, ଗୃହ ମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ର ଆଜି ସତ୍ୟବାଦୀ ଥାନା ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ ମନ୍ତ୍ରୀ ପ୍ରଥମେ ଥାନା ବାହାରେ ଲାଗିଥିବା ‘ମୋ ସରକାର’ ବୋର୍ଡ ଦେଖିଥିଲେ । ପରେ…
ସାମାଜିକ ବାରିପଦା ମୁନିସିପାଲଟି ସଫେଇ କର୍ମଚାରୀକୁଂ ମିଳୁନି ପାରିଶ୍ରମିକ…. Biswajit bhuyan/Baripada Nov 13, 2019 0 ବାରିପଦା (ନିରପେକ୍ଷ ଖବର)ତା-୧୩/ନଭେମ୍ବର/୨୦୧୯-ବାରିପଦା ମୁନିସିପାଲଟି ଅଧିକାରୀ ଓ ଠିକାଦାର ଙ୍କ ମନମୁଖୀ କାର୍ଯ୍ୟ ପାଇଁ ସଫେଇ କର୍ମଚାରୀ ମାନେ ଗୋଟିଏ ମାସର ଦରମା ପାଇ ନଥିବା ଅଭିଯୋଗ ଆଣିଛନ୍ତି। ଏ ନେଇ ମଙ୍ଗଳବାର ଠାରୁ ଶତାଧିକ ସଫେଇ କର୍ମଚାରୀ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଯାରି…
ରାଜନୀତି ଦିଲ୍ଲୀର ବିଜ୍ଞାନଭାବନରେ ସର୍ବଶ୍ରେଷ୍ଠ ମନ୍ତ୍ରୀ ଭାବେ ପୁରସ୍କୃତ ହେଲେ ମନ୍ତ୍ରୀ ପ୍ରତାପ ଜେନା… Biswajit bhuyan/Baripada Nov 10, 2019 0 ନୂଆଦିଲ୍ଲୀ(ନିରପେକ୍ଷ ଖବର)୦୯/୧୧/୨୦୧୯ ନୂଆଦିଲ୍ଲୀର ବିଜ୍ଞାନଭବନ ଠାରେ ଆୟୋଜିତ ଏକ ଉତ୍ସବରେ ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ ଜେନାଙ୍କୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ଦିଆଯାଇଛି । ନୂଆଦିଲ୍ଲୀଠାରେ ବିଜ୍ଞାନଭବନରେ ଆୟୋଜିତ ଏହି…
ସାମାଜିକ ଜମି ବିବାଦକୁ ନେଇ ବୃଦ୍ଧାଙ୍କୁ ହତ୍ୟା….. Biswajit bhuyan/Baripada Nov 1, 2019 0 ବାରିପଦା(ନିରପେକ୍ଷ ଖବର)ତା-୧/ନଭେମ୍ବର/୨୦୧୯-ଜମି ବିବାଦକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ହତ୍ୟା । ଏହି ଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜର କପ୍ତିପଦା ଥାନା ଅଧିନସ୍ଥ ଛାଞ୍ଚୁଣୀଆ ଗାଁରେ। ଦୀର୍ଘଦିନ ଧରି ଜମିବାଡି ବିବାଦକୁ ନେଇ ଛାଞ୍ଚୁଣୀଆ ଗାଁର ସୁଗୁନି ଚାତାରଙ୍କର, ନିଜ ସମ୍ପର୍କୀୟଙ୍କ…
ସାମାଜିକ ହାତୀ ପିଠିରେ ବସି ବୁଲିବାର ମଜା ନେଇ ପାରିବେ ପର୍ଯ୍ୟଟକ…. Biswajit bhuyan/Baripada Nov 1, 2019 0 ବାରିପଦା(ନିରପେକ୍ଷ ଖବର)ତା-୧/ନଭେମ୍ବର/୨୦୧୯-ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଥିବା ଶିମିଳିପାଳ ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ପାଇଁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ।ଏହି ସୌନ୍ଦର୍ଯ୍ୟକୁ ଉପଭୋଗ ପାଇଁ ଶୁକ୍ରବାର ସକାଳୁ ରାଜ୍ୟ ତଥା ରାଜ୍ୟ…
ରାଜନୀତି ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ସପ୍ତମ ବୈଠକ… Debabrat Mohanty Oct 29, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୯/୧୦/୨୦୧୯ରିଖ ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ସପ୍ତମ ବୈଠକ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି ।ବିଧାନସଭା ପ୍ରକୋଷ୍ଠ ନଂ ୫୪ରେ ଅନୁଷ୍ଠିତ ଏହି କମିଟି ବୈଠକରେ ପୂର୍ତ୍ତ ବିଭାଗର କାର୍ଯ୍ୟାବଳୀ ସଂପର୍କରେ…
ରାଜନୀତି ସାମ୍ବିଧାନିକ ପଦବୀର ମର୍ଯ୍ୟାଦାହାନୀ କରିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା:ମହିଳା ମୋର୍ଚ୍ଚା Debabrat Mohanty Oct 28, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର:ତା.୨୮/୧୦: ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ପଦ ଏକ ସାମ୍ବିଧାନିକ ପଦ । ଏହା ବିଜୁ ଜନତା ଦଳର ଏକ ରାଜନୈତିକ ପଦବି ନୁହେଁ । ଯାଜପୁରରେ ସ୍ମିତାରାଣି ବିଶ୍ୱାଳଙ୍କୁ ବଳାକ୍ରାର କରାଯାଇ ହତ୍ୟା କରାଯିବା ପରେ ମହିଳା କମିଶନ ପ୍ରଥମେ ଚୁପ ରହିବା ଏବଂ ପରେ ନିରପେକ୍ଷ…
ସାଂସ୍କୃତିକ ରାତି ପାହିଲେ ଆଲୋକର ପର୍ବ ପବିତ୍ର ଦୀପାବଳି Biswajit bhuyan/Baripada Oct 26, 2019 0 ବାରିପଦା(ନିରପେକ୍ଷ ଖବର)ତା:୨୭/ଅକ୍ଟୋବର/୨୦୧୯- ପ୍ରଭୁ ଶ୍ରୀରାମଚନ୍ଦ୍ର ସ୍ୱର୍ଣ୍ଣଲଙ୍କାରୁ ମାତା ସୀତାଙ୍କୁ ରାବଣ କବଳରୁ ରକ୍ଷା କରି ଅଯୋଧ୍ୟାକୁ ଆସିଥିଲେ। ମାତା ସୀତା ଅଯୋଧ୍ୟାରେ ପହଂଚିବା ପରେ ସମଗ୍ର ଅଯୋଧ୍ୟାବାସୀଙ୍କ ମନରେ ଖୁସିର ଲହରୀ ଖେଳିଯାଇଥିଲା। ଏହି ବିଜୟ ଦିବସକୁ ପାଳିବା ପାଇଁ…
ରାଜନୀତି ମହିଳା କମିଶନ ଅଧ୍ୟକ୍ଷା ତୁରନ୍ତ ଇସ୍ତଫା ଦିଅନ୍ତୁ: ବିଜେପି ମହିଳା ମୋର୍ଚ୍ଚା Debabrat Mohanty Oct 26, 2019 0 ଭୁବନେଶ୍ୱର(ନିରପେକ୍ଷ ଖବର): ଯାଜପୁର ଜିଲ୍ଲା ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ହତ୍ୟା ଓ ବଳାତ୍କାର ଘଟଣାର ତଦନ୍ତକୁ ନେଇ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ସମ୍ପୂର୍ଣ୍ଣ ମିଛ କହିଛନ୍ତି ବୋଲି ରାଜ୍ୟ ବିଜେପି ଅଭିଯୋଗ କରିଛି। ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ବେହେରା ତୁରନ୍ତ…
ରାଜନୀତି ଅନୁସୁଚିତ ଜାତିର ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ନ୍ୟାୟ ଦେବା ଦାବିରେ କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ… Debabrat Mohanty Oct 22, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର: ତା.୨୨/୧୦: ଯାଜପୁର ଜିଲ୍ଲା ବରି ବ୍ଲକର ଔପଡା ଗାଁର ଜଣେ ଅନୁସୁଚିତ ଜାତିର ଗରିବ ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ବରି ବିଧାୟିକା ସୁନନ୍ଦା ଦାସଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଓ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ସାମଲ ଏବଂ ସେହି ପଂଚାୟତର ସରପଂଚ ସନ୍ତୋଷ ସାମଲ ହତ୍ୟା ଧମକ…
ଭାଗ୍ୟ ଭବିଷ୍ୟତ ଦୀପାବଳିରେ ବାସ୍ତୁ ଅନୁସାରେ ପକାନ୍ତୁ ରଙ୍ଗୋଲି…. Debabrat Mohanty Oct 22, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର:୨୨/୧୦/୧୯ ଦୀପାବଳିରେ ମା’ ଲକ୍ଷ୍ମୀଙ୍କୁ ସ୍ୱାଗତ କରିବା ପାଇଁ ଘରର ମୁଖ୍ୟ ଦ୍ୱାର ମୁହଁରେ ରଙ୍ଗୀନ ଝୋଟି ଓ ରଙ୍ଗୋଲି ପକାଇ ସଜାଯାଏ। ରଙ୍ଗୋଲିରେ ଅଟା, ଚାଉଳ ଚୂନା, ହଳଦୀ, କୁଙ୍କୁମ, ଫୁଲ, ପତ୍ର ଓ ଅନେକ ପ୍ରକାରର ରଙ୍ଗ ବ୍ୟବହାର କରାଯାଇଥାଏ। ଯଦି ବାସ୍ତୁ…
ଖେଳ କ୍ରିକେଟ ଜଗତରୁ ଅବସର ନେଲେ ଓଡିଶା ରଣଜୀ ଖେଳାଳୀ ନଟରାଜ ବେହେରା…. Debabrat Mohanty Oct 21, 2019 0 ଭୁବନେଶ୍ୱର, ନିରପେକ୍ଷ ଖବର:୨୧/୧୦/୧୯ ଓଡ଼ିଶାର ରଣଜୀ ଖେଳାଳି ନଟରାଜ ବେହେରା ଘରୋଇ କ୍ରିକେଟରୁ ଅବସର ନେଇଥିବା ଘୋଷଣା କରିଛନ୍ତି । ନିଜ ଅବସର ନେଇ ସେ ଓଡ଼ିଶା କ୍ରିକେଟ ଆସୋସିଏସନ୍ (ଓସିଏ) ସମ୍ପାଦକଙ୍କୁ ପତ୍ର ଲେଖିଛନ୍ତି । ନଟରାଜ ବେହେରା ୫୪ଟି ପ୍ରଥମ ଶ୍ରେଣୀ ମ୍ୟାଚ୍ ଖେଳି ୩୦୩୧…