
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଇତିହାସ ରଚିଲେ ମୋଦିବିଶ୍ୱ ଜଳଦିବସରେ ଭୁବନେଶ୍ୱରରେ ମହା ସେବାLPG ସମସ୍ୟାକୁ ମୁକାବିଲା ପାଇଁ ସିଟି ଗ୍ୟାସ୍ ଭିତ୍ତିଭୂମି ତ୍ୱରାନ୍ୱିତବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ବଡ଼ ସଫଳତାବ୍ଲୁ ଇକୋନୋମି ସମିଟ୍–୨୦୨୬ରେ ଓଡ଼ିଶାର ବଡ଼ ଘୋଷଣାVTP ମଡେଲ ରଦ୍ଦ କରି ସିଧାସଳଖ ସରକାରୀ ନିଯୁକ୍ତି ଦାବି କଲେ ବୃତ୍ତିଗତ ପ୍ରଶିକ୍ଷକ୧୨ ରାଶିର ବଡ଼ ଭବିଷ୍ୟବାଣୀଡିଜିଟାଲ୍ ଦୁନିଆରେ ଶିଶୁ ଅସୁରକ୍ଷିତ?ତୈଳ ବଜାର ହଳଚଳରିଲାଏନ୍ସ ଗ୍ରୁପ୍କୁ ବଡ଼ ଝଟକା! ED ଜବତ କଲା ୫୮୧ କୋଟିର ସମ୍ପତ୍ତିଭୁବନେଶ୍ୱରରେ ବଡ଼ Cyber Fraud ଖୋଲାସା! ୨.୩୫ କୋଟି ଟଙ୍କା ଟ୍ରାନ୍ସାକ୍ସନ୍, ୨ ଗିରଫପୁରୀ ବେଳାଭୂମିରେ “Fit India Carnival” ମାର୍ଚ୍ଚ 21ରୁ 3 ଦିନିଆ ବଡ଼ କାର୍ଯ୍ୟକ୍ରମଟୋକିଓରେ ଓଡ଼ିଶା ଛାତ୍ରଛାତ୍ରୀଙ୍କ କମାଲ !ପଞ୍ଚସଖା ଶିକ୍ଷା ସେତୁ ବୈଠକ: ୨୩ ଜିଲ୍ଲାରେ ୯ କୋଟି ଟଙ୍କାର ୮୯୬ ପ୍ରକଳ୍ପ ମଞ୍ଜୁରରୋଟାରୀ କ୍ଲବ୍ ଭୁବନେଶ୍ବର ଆଞ୍ଜେଲା ପକ୍ଷରୁ ମହିଳା ଦିବସଭୁବନେଶ୍ୱରରେ ଅସ୍ତ୍ର ସହ ୨ ଯୁବକ ଗିରଫ | NH-316 ବାଇପାସରେ ଛିନତାଇ ପ୍ଲାନ୍!ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ଆନ୍ଦୋଳନ ତୀବ୍ରତର ହେବଭୁବନେଶ୍ୱରରେ ଆଇଏଏସ୍ ସ୍ତରରେ ବଡ଼ ଅଦଳବଦଳବିଜେଡିକୁ ବଡ଼ ଝଟକାରାଜ୍ୟ ସରକାରଙ୍କ ସହ ଆଲୋଚନା ସଫଳ :ଅଲ୍ ଓଡ଼ିଶା କଣ୍ଟ୍ରାକ୍ଟର୍ସ ୱେଲଫେୟାର ଆସୋସିଏସନ୍

Yearly Archives
2019
ବାରିପଦା(ନିରପେକ୍ଷ ଖବର)୪/୮/୧୯: ଫକୀରମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ସାନ୍ତାଳୀ ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ ଶ୍ରୀମୟ ଦାସ ଅଧିକାରୀଙ୍କୁ ଭେଟି ମୟୁରଭଞ୍ଜ ଜିଲ୍ଲାର ଅଗ୍ରଣୀ ଛାତ୍ର ସଂଗଠନ ମାର୍ସା ଆର୍ମି ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।…
ସତ୍ୟନଗର କାଳୀମନ୍ଦିର ନିର୍ମାଧୀନ ରାସ୍ତାରେ ଫସିଲା ସ୍କୁଲ ବସ…
ଭୁବନେଶ୍ୱର:(ନିରପେକ୍ଷ ଖବର )୦୨/୦୮/୧୯ : ଶୁକ୍ରବାର ସକାଳ ୯ଟା ସମୟରେ ରାଜଧାନୀ ଭୁବନେଶ୍ୱର ସ୍ଥିତ କାଳୀମନ୍ଦିର ଛକ ନିକଟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କାଳୀମନ୍ଦିର ଛକ ନିକଟରେ ନିର୍ମାଣଧନ ରାସ୍ତାରେ ଏକ ସ୍କୁଲ ବସ ଫସି ଯାଇଛି। ବସ ଭିତରେ କୁନିକୁନି ସ୍କୁଲ ପିଲା ରହିଥିଲେ ମଧ୍ୟ…
ଚୋରା ଚାଲାଣ ହେଉଥିବା କାଠ ବୋଝେଇ ପିକଅପକୁ ଜବତ କଲା ପୁଲିସ୍….
ବାରିପଦା(ନିରପେକ୍ଷ ଖବର)ତା-୧/ଅଗଷ୍ଟ/୨୦୧୯-ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଠାକୁରମୁଣ୍ଡା ଥାନା ପୋଲିସ୍ କୁ ମିଳିଛି ଏକ ବଡ ସଫଳତା । ଗୁରୁବାର ସକାଳୁ ପୋଲିସ୍ ପେଟ୍ରୋଲିଂ କରୁଥିବାବେଳେ ମୂଲ୍ୟବାନ କାଠ ସହ ଏକ ପିକଅପ ଭ୍ୟାନ ଓ ଗୋଟିଏ ଇଣ୍ଡିଗୋ କାର ଏବଂ ୫ ଜଣକୁ ସନ୍ଦେହରେ ଅଟକ ରଖିଛି…
ପାଇଖାନା ସମ୍ବୁଖରେ ଚିକିତ୍ସିତ ହେଉଛନ୍ତି ରୋଗୀ….
ପୁରୀ:(ନିରପେକ୍ଷ ଖବର):୩୧-୭-୧୯: ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ହେଉଛନ୍ତି ହନ୍ତସନ୍ତ। ଏପରିକି ମେଡିକାଲରେ ଥିବା ପାଇଖାନ ନିକଟରେ ରୋଗୀଙ୍କୁ ଚିକିତ୍ସା କରାଯାଉଛି। ପାଇଖାନାର ମଳମୂତ୍ର ଗନ୍ଧରେ ରୋଗୀମାନେ ନାହିଁ ନଥିବା ଅସୁବିଧାରେ ସମ୍ବୁଖିନ ହେଉଛନ୍ତି। ଫଳରେ ରୋଗୀ ଆରୋଗ୍ୟ…
ପ୍ରଶାସନିକ ଅଧିକାରୀ ନାଁରେ ଠକେଇ କରୁଥିବା ଠକକୁ ଦଣ୍ଡିତ କଲେ କୋର୍ଟ…
ବାରିପଦା(ନିରପେକ୍ଷ ଖବର)ତା-୩୧/ଜୁଲାଇ/୨୦୧୯- ନକଲି ସରକାରୀ ଅଧିକାରୀ ବୋଲି ନିଜର ପରିଚୟ ଦେଇ ଲୋକଙ୍କୁ ଠକି ଚାଲୁଥିବା ଜଣେ ବ୍ୟକ୍ତିକୁ ମୟୁରଭଞ୍ଜ ଜିଲ୍ଲା ସ୍ପେଶାଲ ଦୌରା ଜର୍ଜ ସୁମିତା ଆଚାର୍ଯ୍ୟ ଦଣ୍ଡିତ କରିଛନ୍ତି। ବୁଧବାର ମାନ୍ୟବର କୋର୍ଟ ଦୋଷୀକୁ ୬ବର୍ଷ ଜେଲଦଣ୍ଡ ସହ ୧୦୦୦୦ ଟଙ୍କା…
ଦଣ୍ଡିତ ହେଲେ ଲାଞ୍ଚୁଆ ସରକାରୀ ଅଧିକାରୀ….
ବାରିପଦା(ନିରପେକ୍ଷ ଖବର)ତା-୩୦/ଜୁଲାଇ/୨୦୧୯- ଲାଞ୍ଚ ମାଗିବା ମହଙ୍ଗା ପଡିଲା। ଦଣ୍ଡିତ ହେଲେ ଲାଞ୍ଚୁଆ ସରକାରୀ ଅଧିକାରୀ। ୨୦୧୨ ମସିହାର ଏକ ଲାଞ୍ଚ ମାମଲାର ବିଚାର କରି ମଙ୍ଗଳବାର ବାରିପଦା ଭିଜିଲାନ୍ସ କୋର୍ଟର ସ୍ପେଶାଲ ଜର୍ଜ ବେଣୁଧର ପାତ୍ର ରାୟ ଶୁଣାଇଛନ୍ତି। ଅଭିଯୁକ୍ତ ମୟୁରଭଞ୍ଜ…
ଦ୍ଵିତୀୟ ଶ୍ରୀକ୍ଷେତ୍ର ବାରିପଦାକୁ ଠକି ଚାଲିଛନ୍ତି ରାଜ୍ୟ ସରକାର..
ବାରିପଦା(ନିରପେକ୍ଷ ଖବର)ତା-୨୯/ଜୁଲାଇ/୨୦୧୯-ଦ୍ଵିତୀୟ ଶ୍ରୀକ୍ଷେତ୍ର ବାରିପଦର ଶ୍ରୀ ଶ୍ରୀ ହରିବଳଦେଵ ମହାପ୍ରଭୁ ବିଜେ ଓ ବାଣ୍ଠିଆ ଜଗନ୍ନାଥ ମନ୍ଦିର ସମେତ ବିଭିନ୍ନ ମଠ ମନ୍ଦିର ଗୁଡିକର ସୁରକ୍ଷା ଓ ବିଶେଷ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ଦ୍ବିତୀୟ ଶ୍ରୀକ୍ଷେତ୍ର ବାରିପଦାର ସେବାୟତମାନେ…
ଜଳାଭିଷେକ ପାଇଁ ଯାଉଥିବା ବେଳେ ଚାଲିଗଲା ଦୁଇ କାଉଡ଼ିଆଙ୍କ ଜୀବନ…
ନିରପେକ୍ଷ ଖବର(ବାରିପଦା)ତା: ୨୭/୦୭/୨୦୧୯-ମୟୁରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷି ଅଞ୍ଚଳରେ ଘଟିଯାଇଛି ମର୍ମନ୍ତୁତ ସଡ଼କ ଦୁର୍ଘଟଣା। ଶ୍ରାବଣ ମାସର ସୋମବାର ଦିନ ବାବା ମହାଦେବ ଙ୍କ ଲିଙ୍ଗରେ ଜଳାଭିଷେକ କଲେ ପୁଣ୍ୟ ମିଳେ ବୋଲି ଲୋକବାଣୀ ଅଛି। ହେଲେ ମୟୂରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷି ଅଞ୍ଚଳରୁ…
ରାସ୍ତା ନିର୍ମାଣ ପାଇଁ ଦାବିପତ୍ର ଦେଲେ ୱାଲିଗଞ୍ଜବାସୀ….
ନିରପେକ୍ଷ ଖବର(ବାରିପଦା)ତା୨୬/ଜୁଲାଇ/ ୨୦୧୯: ରାସ୍ତାରେ ଜମି ରହୁଛି ଆଣ୍ଠୁଏ ଲେଖାଏଁ ବର୍ଷା ପାଣି । ବର୍ଷା ଦିନରେ ରାସ୍ତାରେ ଯିବାଆସିବା କରିବା ସମ୍ଭବପର ହେଉନି। ଏପରିକି ରୋଗୀ ଯିବା ପାଇଁ ଆମ୍ବୁଲାନ୍ସ ଆସିବା ମଧ୍ୟ ସମ୍ଭବ ନୁହେଁ। ଏହା ହେଉଛି ବାରିପଦା ପୌରପରିଷଦ ଅନ୍ତର୍ଗତ ଥିବା ୩…
ଆଜି ବି ମାନବିକତା ବଞ୍ଚିଛି…..
ନିରପେକ୍ଷ ଖବର(ବାରିପଦା)ତା-୨୬/ଜୁଲାଇ/୨୦୧୯-ସରକାରୀ ବାବୁଙ୍କ କ୍ଷେତ୍ରରେ ଥିବା ଜନତାଙ୍କ ଭାବଧାରା କୁ ବଦଳାଇ ଦେଲେ ଜଣେ ସରକାରୀ ବାବୁ।ଏକ ଅସହାୟ ବୃଦ୍ଧା ମହିଳା ଜଣଙ୍କୁ ଉଦ୍ଧାର କରି ପହଞ୍ଚାଇଥିଲେ ବୃଦ୍ଧାଶ୍ରମରେ। ମୟୁରଭଞ୍ଜ ଜିଲ୍ଲା ବାରିପଦା ଠାରେ ଦେଖିବାକୁ ମିଳିଛି ଏଭଳି ଏକ ଉଦାହରଣ…
ସୀମାନ୍ତ ମହାବିଦ୍ୟାଳୟରେ ଛାତ୍ର ଉତ୍ତେଜନା…..
ନିରପେକ୍ଷ ଖବର(ବାରିପଦା)ତା-୨୫/ଜୁଲାଇ/୨୦୧୯-ମୟୁରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ଅନ୍ତର୍ଗତ ଝାରପୋଖରୀଆ ସ୍ଥିତ ସୀମାନ୍ତ ମହାବିଦ୍ୟାଳୟରେ +୩ ଦ୍ବିତୀୟ ବର୍ଷ ଚତୁର୍ଥ ସେମିଷ୍ଟାରର ପରୀକ୍ଷା ଆରମ୍ଭ ହୋଇଯାଇଥିଲା ବେଳେ ଦ୍ବିତୀୟ ଦିନ ପରୀକ୍ଷା ନଦେଇ ପାରିବାକୁ କେନ୍ଦ୍ର କରି ଆଜି…
ଡିବିରି ରୁ ଅଗ୍ନିକାଣ୍ଡ : ୩ ଗୁରୁତର ….
ବାରିପଦା (ନିରପେକ୍ଷ ଖବର)ତା-୨୫/ଜୁଲାଇ/୨୦୧୯- ଗତକାଲି ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।ମୟୁରଭଂଜ ଜିଲ୍ଲାର ଶରତ ଥାନା ଅନ୍ତର୍ଗତ କୁଟୁରିଆ ଗ୍ରାମର ମାନି ଦେଓଗାଁ, ଶାନ୍ତି ଦେଓଗାଁ ଓ ଚିର୍ପି ପୂର୍ତ୍ତି ଲାଇନ କଟିଯିବାପରେ ଡିବିରି ଜଳାଇ ତେଲ ଢାଳୁଥିବା ବେଳେ ଘରେ ଥିବା ଏକ…
ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର..
ବାରିପଦା(ନିରପେକ୍ଷ ଖବର)ତା-୨୫/ଜୁଲାଇ/୨୦୧୯: ମୟୁରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଅଞ୍ଚଳରେ ଏକ ଝୁଲନ୍ତା ଅବସ୍ଥାରେ ମୃତ୍ୟଦେହ ଉଦ୍ଧାର ହୋଇଛି। ଏପରି ଏକ ଦୁଃଖନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନଥାନା ଅଧିନରେ ଥିବା ନାଗଭାଣ ଗ୍ରାମରେ। ମୃତକ ଜଣକ ହେଲେ ସେହି…
ବାଇକରେ ଲିଫ୍ଟ ଦେବା ବାହାନାରେ ଜଂଗଲରେ ଯୁବତୀକୁ ବଳାତ୍କାର…
ବାରିପଦା,ନିରପେକ୍ଷ ଖବର:୨୪/୦୭/୨୦୧୯: ଆଜି ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଜଣେ ଯୁବତୀକୁ ବଳାତ୍କାର କରିଥିବା ଅଭିଯୁକ୍ତକୁ ୭ ବର୍ଷ ଜେଲ ଦଣ୍ଡ ସହିତ ୫ ହଜାର ଟଙ୍କା ଜୋରିମାନା ଏବଂ ଅନାଦେୟ ଅଧିକ ୬ ମାସ ଜେଲ ଦଣ୍ଡ ଶୁଣାଇଛନ୍ତି ସ୍ୱତନ୍ତ୍ର ଫାଷ୍ଟଟ୍ରାକ କୋର୍ଟର ବିଚାରପତି ଶାନ୍ତନୁ…
ଆଶ୍ଚର୍ଯ୍ୟ ହେଲେ ବି ସତ….
ବାରିପଦା:(ନିରପେକ୍ଷ ଖବର)୨୩/ଜୁଲାଇ/୨୦୧୯:ଆଶ୍ଚର୍ଯ୍ୟ ହେଲେ ବି ଘଟଣାଟି ସତ୍ୟ। ନାଗରାଜଙ୍କ କୁକୁଡ଼ା ଶିକାର। ଗତକାଲି ଏଭଳି ଏକ ଭୟଭୀତ ଘଟଣା ମୟୂରଭଞ୍ଜ ଜିଲ୍ଲା କୁଳିଅଣା ଥାନା ଗୌଡ଼ରାମା ପଞ୍ଚାୟତ କୁଳିପାଳ ଗ୍ରାମରେ ଘଟିଯାଇଛି। କୁଳିପାଳ ଗ୍ରାମର କଟିଆ ପ୍ରଧାନଙ୍କ ଘରେ ଦେଖିବାକୁ…
ଦୁର୍ଘଟଣା ସ୍ଥାନରେ ୧୦୮ ଆମ୍ବୁଲାନସ୍ ପହଁଚି ପାରିଲାନି..
ବାରିପଦା: ନିରପେକ୍ଷ ଖବର ୨୨/୦୭/୨୦୧୯: ମୟୁରଭଞ୍ଜ ଜିଲ୍ଲାର ଝାରପୋଖରୀଆ ଥାନା ଅନ୍ତର୍ଗତ ଧାଙ୍ଗୁଡିଶୋଳ ଛକ ନିକଟରେ ଆଜି ଦିନ ୧୧ଟା ସମୟରେ ଏକ ସଡକ ଦୂର୍ଘଟଣା ଘଟିଯାଇଛି । ସୂଚନା ଅନୁସାରେ ସାରସକଣାର ଖେକରା ଧଳ ନିଜ ବମ୍ବେଛକରୁ ବାରିପଦା ପଟେ ଯାଉଥିବା ସମୟରେ ଧାଙ୍ଗୁଡିଶୋଳ ଛକ ନିକଟରେ…
ମେଡିକାଲରେ ମଦୁଆଙ୍କ ଉତ୍ପାତ…
*ତିନି ମଦୁଆଙ୍କୁ ଗିରଫ କଲା ପୋଲିସ୍.....
ବାରିପଦା,ନିରପେକ୍ଷ ଖବର:୨୧/୭/୨୦୧୯,ମୟୂରଭଞ୍ଜ ଜିଲ୍ଲାର ଉଦଳା ଉପଖଣ୍ଡ ମେଡିକାଲରେ ନିଶାଗ୍ରସ୍ତ ଯୁବକ ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ମଦୁଆ ମାନେ ମେଡିକାଲର ସୁରକ୍ଷାକର୍ମୀଙ୍କୁ ମାଡ଼ ମାରିବା ସହିତ ହସ୍ପିଟାଲ ପରିସରକୁ ଭଙ୍ଗାରୁଜା କରିଛନ୍ତି।…
ବାରିପଦାରେ ଚାଲୁ ରହିଛି ରାଜସ୍ଥାନ ମହୋତ୍ସବ…
ବାରିପଦା,ନିରପେକ୍ଷ ଖବର:ତା ୧୯/୭/୨୦୧୯(ଶୁକ୍ରବାର) ବାରିପଦା କଲେଜ ପଡିଆରେ ତା ୫/୭/୧୯ ରିଖ ଠାରୁ ଆନ୍ତରାଜ୍ୟ ହସ୍ତତନ୍ତ ବସ୍ତ୍ର ଓ ହସ୍ତଶିଳ୍ପ ଦ୍ରବ୍ୟର ପ୍ରଦର୍ଶନୀ ଏବଂ ବିକ୍ରୟ ନିମନ୍ତେ ଆରମ୍ଭ ହୋଇଥିବା ରାଜସ୍ଥାନ ମହୋସବ ଚାଲୁ ରହିଅଛି। ବାରିପଦା ଭଳି ଏକ ସୌଖିନ ସହରରେ ବିଭିନ୍ନ…
ଆତଙ୍କର ଆଡ୍ଡାସ୍ଥଳ ପାଲଟିଛି ସହିଦ ନଗର….
ଭୁବନେଶ୍ୱର, ନିରପେକ୍ଷ ଖବର:୧୯/୦୭/୧୯: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ସମ୍ବ୍ରାନ୍ତ ଅଞ୍ଚଳ କୁହାଯାଉଥିବା ଶହୀଦ ନଗର ଏବେ ଅସୁରକ୍ଷିତ ହୋଇପଡିଛି। ଅସାମାଜିକ ଲୋକଙ୍କ ଆଡ୍ଡାସ୍ଥଳରେ ପରିଣତ ହୋଇଛି। ଏଠାରେ ଦିନ ଦ୍ୱିପହରେ ଲୁଟତରାଜ ମଧ୍ୟ ଚାଲୁଛି। କାହା ପାଖରୁ ବନ୍ଧୁକ ଦେଖାଇ ଲୁଟେରାମାନେ…
ପାଟକୁରାରେ ପୁଲିସର ବର୍ବର କାଣ୍ଡ….
ବାରିପଦା, ନିରପେକ୍ଷ ଖବର(୧୮/ଜୁଲାଇ/୨୦୧୯)-କେନ୍ଦ୍ରାପଡ଼ା ଜିଲ୍ଳାର ପାଟକୁରାରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ପୁଲିସର ଦୁର୍ବ୍ୟବହାର ବିରୋଧରେ ମୟୁରଭଞ୍ଜର ସାମ୍ବାଦିକମାନେ ମିଳିତ ହୋଇ ଜିଲ୍ଲାପାଳଙ୍କ ଅଫିସ ସମ୍ବୁଖରେ ପ୍ରତିବାଦ ସଭା କରିଛନ୍ତି।ପାଟକୁରାରେ ପୁଲିସର ବର୍ବର…
