Uncategorized ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ……. Biswajit bhuyan/Baripada Jul 18, 2019 0 ବାରିପଦା,ନିରପେକ୍ଷ ଖବର:(୧୮/ଜୁଲାଇ/୨୦୧୯) ଭିଜିଲାନ୍ସ ଜାଲରେ ପଡିଲେ ମୟୁରଭଞ୍ଜ ଜିଲ୍ଲାର ସହକାରୀ ଯନ୍ତ୍ରୀ। ବାରିପଦାସ୍ଥିତ ଖୁଦ୍ରଜଳସେଚନ ବିଭାଗରେ କାର୍ଯ୍ୟରତ ଥିବା ଏହି ସହକାରୀ ଯନ୍ତ୍ରୀ ଜଣଙ୍କ ହେଲେ ହୃଦେଶ୍ୱର ବେହେରା ବାରିପଦାରେ ଥିବା ତାଙ୍କ ନିଜ ଘର, ଭୁବନେଶ୍ୱରରେ ଥିବା ଫ୍ଲାଟ…
Uncategorized ହୋଟେଲରେ ଜଣେ ଯୁବକର ସନ୍ଧେହ ଜନକ ମୃତ୍ୟୁ Biswajit bhuyan/Baripada Jul 16, 2019 0 ବାରିପଦା,ନିରପେକ୍ଷ ଖବର:୧୬/ଜୁଲାଇ ୨୦୧୯(ମଙ୍ଗଳବାର)- ସ୍ଥାନୀୟ ଏକ ହୋଟେଲରୁ ଜଣେ ଯୁବକର ସନ୍ଧେହ ଜନକ ଭାବେ ମୃତ ଦେହ ଉଦ୍ଧାର ହୋଇଛି। ବାରିପଦା ଟାଉନ ଥାନା ପୁଲିସ୍ ଏହି ମୃତ ଦେହକୁ ଉଦ୍ଧାର କରିଛି। ମଙ୍ଗଳବାର ଅପରାହ୍ନ 2ଟା ସମୟରେ ବାରିପଦା ସହର ମଧ୍ୟ ଭାଗରେ ଥିବା ଅପର୍ଣ୍ଣା ହୋଟେଲରୁ ଏକ…
Uncategorized ଡ଼ମ୍ପର ଧକ୍କାରେ ଚାଲିଗଲା ଦୁଇ ଜୀବନ Biswajit bhuyan/Baripada Jul 16, 2019 0 ବାରିପଦା, ନିରପେକ୍ଷତା ଖବର:୧୬/ଜୁଲାଇ/୨୦୧୯( ସୋମବାର): ଡ଼ମ୍ପର ଧକ୍କାରେ ଚାଲିଗଲା ଦୁଇ ଜୀବନ। ଏବେବି ତିନି ଗୁରୁତର ହସ୍ପିଟାଲରେ ମୃତ୍ୟୁ ସହ ଲଢେ଼ଇ କରୁଛନ୍ତି। ବୈଶିଙ୍ଗା ଥାନା ଅନ୍ତର୍ଗତ ୧୮ନମ୍ବର ଜାତୀୟ ରାଜପଥ ଆଗରିଆ ହନୁମାନ ମନ୍ଦିର ନିକଟରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା…
ସାଂସ୍କୃତିକ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ବାହୁଡା ଯାତ୍ରା ଶାନ୍ତିଶୃଙ୍ଖଳାର ସହ… Biswajit bhuyan/Baripada Jul 15, 2019 0 ବିରିପଦା, ନିରପେକ୍ଷ ଖବର:୧୪/ଜୁଲାଇ/୨୦୧୯,(ରବିବାର) ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ବାହୁଡା ଯାତ୍ରା ରୀତିନୀତି ଅନୁସାରେ ଶାନ୍ତିଶୃଙ୍ଖଳାର ସହ ସମ୍ପୂର୍ଣ୍ଣ ହୋଇଯାଇଛି। ବିଶେଷକରି ପରମ୍ପରା ଅନୁଯାୟୀ ବାରିପଦାରେ ଦେବୀ ସୁଭଦ୍ରାଙ୍କ ରଥ କେବଳ ମହିଳାମାନେ…
Uncategorized ସତ୍ୟବାଦୀ ପଟନାୟକ ଛକରେ ତ୍ରିପଲ ମର୍ଡର…. Alok Lenka Jul 14, 2019 0 ପୁରୀ, ନିରପେକ୍ଷ ଖବର: ପୁରୀ ଜିଲ୍ଲା ଅନ୍ତର୍ଗତ ସତ୍ୟବାଦୀ ପଟନାୟକ ଛକରେ ତ୍ରିପଲ ମର୍ଡର। ମୃତକ ମାନେ ସତ୍ୟବାଦୀ ବିରାମଚନ୍ଦ୍ରପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଅଜୟ ବେହେରାଙ୍କ ଭାଇ ଓ ପୁତୁରା। ଆଜି ସନ୍ଧ୍ୟା ୫ଟାରେ ଦୁର୍ବୁର୍ତ ମାନେ ଆକ୍ରମଣ କରିଥିଲେ ଘଟଣା ସ୍ଥଳରେ ତିନି ଜଣ ମୃତ୍ୟୁ।…
ସାଂସ୍କୃତିକ ସୁନାବେଶରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଲେ ତିନି ଠାକୁର… Alok Lenka Jul 13, 2019 0 ପୁରୀ, ନିରପେକ୍ଷ ଖବର:୧୩/୦୭/୧୯ ଶ୍ରୀକ୍ଷେତ୍ରରେ ସୁନାବେଶରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଲେ ତିନି ଠାକୁର। ମହଣ ମହଣ ସୁନାରେ ସଜେଇ ହୋଛନ୍ତି ଶ୍ରୀଜିଉ । ୨ ଶହ କେଜି ସୁନାରେ ସଜେଇ ହୋଇଥିବା ତିନି ଠାକୁରଙ୍କୁ ଦେଖିବାକୁ ଶ୍ରୀମନ୍ଦିର ଆଗରେ ଭକ୍ତଙ୍କ ଭିଡ । ପୁରାତନ କଥା ଅନୁସାରେ…
ସାମାଜିକ ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରତ୍ୟାହୃତ.. Biswajit bhuyan/Baripada Jul 13, 2019 0 ବାରିପଦା,୧୨/୦୭(ନିରପେକ୍ଷ ଖବର): ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରତ୍ୟାହୁର୍ତ ହୋଇଛି। ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ତିନି ଦିନ ହେଲା ମେଡ଼ିକାଲ ପରିସରରେ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଥିଲା। ଫଳରେ…
ସାଂସ୍କୃତିକ ବାରିପଦାରେ ଶ୍ରୀ ଶ୍ରୀ ହରିବଳଦେଵ ଜୀଉ କଁ ସୁନାବେଶ… Biswajit bhuyan/Baripada Jul 12, 2019 0 ବାରିପଦା,ନିରପେକ୍ଷ ଖବର :୧୨,ଜୁଲାଇ,୨୦୧୯(ଶୁକ୍ରବାର): ଆଜି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରେ ଶ୍ରୀଶ୍ରୀ ହରିବଳଦେଵ ଜୀଉ କଁ ମାଉସୀ ମା’ ମନ୍ଦିରରେ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ଚତୁର୍ଦ୍ଧା ମୁରତି ଆଡ଼ପମଣ୍ଡପ ବେଦିରେ ସୁନାବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। କଥିତ ଅଛି ଆଜିର…
ସାମାଜିକ ମଲ୍ ମାନଙ୍କରେ କାମ କରୁଥିବା କର୍ମଚାରୀଙ୍କ ଉପରେ ହେଉଛି ଅତ୍ୟାଚାର… Mahanagar Jul 12, 2019 0 ଭୁବନେଶ୍ୱର, ନିରପେକ୍ଷ ଖବର:ରାଜଧାନୀରେ ଥିବା ମଲ୍ ମାନଙ୍କରେ କାମ କରୁଥିବା କର୍ମଚାରୀଙ୍କ ଉପରେ ଅକଥନୀୟ ଅତ୍ୟାଚାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏପରିକି ମଲ୍ ରେ କାମ କରୁଥିବା ମହିଳା କର୍ମଚାରୀଙ୍କର ଡିଉଟି ସରିବା ପରେ ମଧ୍ୟ ରାତିରେ କାମ କରିବାକୁ ବାଧ୍ୟ କରାଯାଉଥିବା ଅଭିଯୋଗ…
ସାମାଜିକ ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରମାନଙ୍କ ପୁଣି କାର୍ଯ୍ୟବନ୍ଦ ଆନ୍ଦୋଳନ.. Biswajit bhuyan/Baripada Jul 12, 2019 0 ବାରିପଦା,ନିରପେକ୍ଷ ଖବର:: ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରୀମାନଙ୍କୁ ଉପଯୁକ୍ତ ଦରମା ଦିଆଯାଉନଥିବା ଅଭିଯୋଗ କରି ମେଡିକାଲ ପରିସରରେ ସଫେଇ କରୁଥିବା କର୍ମଚାରୀମାନେ ପୁଣି କାର୍ଯ୍ୟବନ୍ଦ ଆନ୍ଦୋଳନର ଡାକରା ଦେଇଛନ୍ତି । ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ…
Uncategorized ଟ୍ରେନ ଲାଇନରେ ଶୋଇଥିବା ବେଳେ ଟ୍ରେନ ଚଢ଼ିଗଲା…. Biswajit bhuyan/Baripada Jul 10, 2019 0 ବାରିପଦା, ନିରପେକ୍ଷ ଖବର:ଟ୍ରେନ ଲାଇନରେ ଶୋଇଥିବା ବେଳେ ଚଢ଼ିଗଲା ଟ୍ରେନ। ଫଳରେ ଜଣେ ଲୋକକୁ ଦୁଇଟି ଗୋଡ଼ ହରାଇବାକୁ ପଡିଛି। ଭଂଜପୁର ଷ୍ଟେସନରୁ ବାଲେଶ୍ବର ଏକ ପାସେଞ୍ଜର ଟ୍ରେନ ଯାଉଥିବା ବେଳେ ବାଘଡା ରୋଡ଼ ମଝିରେ ଏହି ଦୁର୍ଘଟଣା ଘଟିଛି। ଟ୍ରେନ ଡ୍ରାଇଭର ଆଖୀ ସାମ୍ନାରେ ଏହି ଦୁର୍ଘଟଣା…
Uncategorized ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ରଥଟଣା ସମ୍ପୂର୍ଣ୍ଣ.. Biswajit bhuyan/Baripada Jul 6, 2019 0 ବାରିପଦା, ନିରପେକ୍ଷ ଖବର:୬/ଜୁଲାଇ/୨୦୧୯, ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ରଥଯାତ୍ରା ସ୍ୱତନ୍ତ୍ର ରୀତିନୀତି ଅନୁଯାୟୀ ପାଳିତ ହୋଇଯାଇଛି। ବିଶେଷକରି ବାରିପଦାରେ ଦେବୀ ସୁଭଦ୍ରାଙ୍କ ରଥ କେବଳ ମହିଳାମାନେ ଟାଣିବାର ସୁଯୋଗ ପାଇଥାନ୍ତି। ଯାହା ବିଶ୍ୱରେ ଏଭଳି…
Uncategorized ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ହେଲା ଉତ୍ସବ ମୁଖର… Biswajit bhuyan/Baripada Jul 5, 2019 0 ବାରିପଦା,ନିରପେକ୍ଷ ଖବର:୫/ଜୁଲାଇ/୨୦୧୯, ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ରଥଯାତ୍ରା ଧୁମଧାମରେ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପ୍ରଭୁ ବଳଭଦ୍ରଙ୍କର ରଥ ଟଣା ଯାଇଥିବା ବେଳେ ସନିବାର ଅପରାହ୍ନ 2.30 ମିନିଟ ସମୟରେ ପ୍ରଭୁ ଜଗନ୍ନାଥଙ୍କ ରଥ ଟଣା ଯିବ। ମା'…
Uncategorized ଦ୍ୱିତୀୟ ଶ୍ରକ୍ଷେତ୍ର ଭାବେ ପରିଚିତ ବାରିପଦା ହରିବଳଦେଵ ଜୀଉଙ୍କ ପହଣ୍ଡି ବିଜେ । Biswajit bhuyan/Baripada Jul 4, 2019 0 ବାରିପଦା ,ନିରପେକ୍ଷ ଖବର:୪ ଜୁଲାଇ ୨୦୧୯(ଗୁରୁବାର) ଆଜି ବାରିପଦା ସ୍ଥିତ ହରିବଳଦେଵ ଜୀଉ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ବିଜେ ସମ୍ପନ୍ନ ହୋଇଯାଇଛି। ଆଜି ସକାଳ ୮ ଘଟିକାରୁ ନୀତିକାନ୍ତି ଆରମ୍ଭ ହୋଇଥିଲା।ଦିବା ୪ ଘଟିକା ସମୟ ରେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ…
Uncategorized ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ, ଆଧୁନିକୀକରଣ ଏବଂ ଗୁଣାତ୍ମକ ମାନ ବୃଦ୍ଧି ଉପରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଗୁରୁତ୍ୱ.. Alok Lenka Jun 29, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର: ୨୯/୦୫/୨୦୧୯ ଉଚ୍ଚଶିକ୍ଷା ବିଭାଗର ୫୨ଟି ସରକାରୀ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କ ସମ୍ମିଳନୀ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମନ୍ତ୍ରୀ ଡ. ସାହୁ ପ୍ରଚଳିତ ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ, ଆଧୁନିକୀକରଣ…
ସାମାଜିକ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଡାକ୍ତର ଙ୍କୁ ମାଡ ଅଭିଯୋଗରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ… Biswajit bhuyan/Baripada Jun 29, 2019 0 ବାରିପଦା, ନିରପେକ୍ଷ ଖବର: ୨୯/୦୬/୨୦୧୯ ଆଜି ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ରୋଗୀ ମୃତ୍ୟୁକୁ ନେଇ ଉତେଜନା ପ୍ରକାଶ ପାଇଛି। ଜଣେ ରୋଗୀଙ୍କ ସମ୍ପର୍କୀୟ ଡାକ୍ତରଙ୍କୁ ମାଡ ମରା ଯାଇଥିବାର ଅଭିଯୋଗ ହୋଇଛି। ମେଡିକାଲ ରେ ମେଡ଼ିସିନ ବିଭାଗ ରେ ଥିବା ଜଣେ ରୋଗୀଙ୍କ…
Uncategorized ବାରିପଦାର,ବେତାନଟି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା 4 ମୃତ୍ୟ 10 ଗୁରୁତର। Biswajit bhuyan/Baripada Jun 28, 2019 0 ବାରିପଦା ନିରପେକ୍ଷ ଖବର:ତା:୨୭ ବୁଧବାର ରାତି 12ଟା ସମୟ ରେ ଭୁବନେଶ୍ୱର ରୁ ବାରିପଦା ଆସୁଥିବା କଳ୍ପନା(ମା ମଙ୍ଗଳା) ନାମକ ଏକ ଘରୋଇ ବସ ବେତାନଟି ନିକଟସ୍ଥ ଆଗରିଆ ପାଖରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଛି ଓ 10 ଜଣ ଗୁରୁତର ଅବସ୍ଥା ରେ ଚିକିତ୍ସିତ…
ରାଜନୀତି ଘରୋଇ ସ୍କୁଲର ଏଜେଂଟ ସାଜିଛନ୍ତି ରାଜ୍ୟ ସରକାର – କଂଗ୍ରେସ Alok Lenka Jun 27, 2019 0 ଭୁବନେଶ୍ୱର , ନିରପେକ୍ଷ ଖବର ତା ୨୭.୬.୨୦୧୯ ଓଡିଶାରେ ସରକାରୀ ସ୍କୁଲରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍ତରରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥାକୁ ନେଇ ସରକାରଙ୍କୁ ସମାଲୋଚନା କରିଛି କଂଗ୍ରେସ । ଘରୋଇ ସ୍କୁଲ ପ୍ରତି ଅହେତୁକ ଅନୁକମ୍ପା ହେତୁ ଆଜି ଓଡିଶାରେ ସରକାରୀ ସ୍କୁଲରେ ଶିକ୍ଷା…
ସାମାଜିକ ଓର୍ମାସ୍ ଆମ୍ବ ମେଳା ଉଦ୍ଯାପିତ… Mahanagar Jun 6, 2019 0 * ୫ ଦିନରେ ୩୬ ମେଟି୍ରକ୍ ଟନ୍ ଆମ୍ବ କାରବାର * ପ୍ରତି ଜିଲ୍ଲାରେ ବିକ୍ରୟ କେନ୍ଦ୍ର ଖୋଲିବ ଓର୍ମାସ୍ ଭୁବନେଶ୍ୱର:ନିରପେକ୍ଷ ଖବର, ତା.୦୬/୦୬/୨୦୧୯ରିଖ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଓର୍ମାସ୍ ତରଫରୁ ଭୁବନେଶ୍ୱରରେ ଆୟୋଜିତ ପ୍ରଥମ ରାଜ୍ୟସ୍ତରୀୟ ଆମ୍ବ ମେଳା ବୁଧବାର…
ରାଜନୀତି ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଆଜି ଦାୟିତ୍ବ ଗ୍ରହଣ କରିବେ। Mahanagar May 29, 2019 0 *ନୂଆ ଓ ପୁରୁଣା ୨୦ ଜଣିଆ ମନ୍ତ୍ରୀ ତାଲିକା: ୧୧ ଜଣ କ୍ୟାବିନେଟ୍ ଓ ୯ ଜଣ ରାଷ୍ଟ୍ରମନ୍ତ୍ରୀ.. ନିରପେକ୍ଷ ଖବର:ଭବନେଶ୍ୱର, ମୁଖ୍ୟମନ୍ତ୍ରୀ ଭାବେ ପଞ୍ଚମଥର ପାଇଁ ନବୀନ ପଟ୍ଟନାୟକ ଆଜି ଦାୟିତ୍ବ ଗ୍ରହଣ କରିବେ। ସକାଳ ସାଢେ ଦଶଟା ବେଳେ ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ରାଜ୍ୟପାଳ ପ୍ରଫେସର…