Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space
Monthly Archives

January 2020

ଆଦିବାସୀମେଳାର ସଂଧ୍ୟା ଦର୍ଶକଙ୍କ ମନ ମୋହୁଛି ଜନଜାତି କଳାକାରଙ୍କ ପାରମ୍ପରିକ ନୃତ୍ୟ

ଭୁବନେଶ୍ୱର,ନିରପେକ୍ଷ ଖବର: ୨୯/୧-ଆଦିବାସୀମେଳାର ମୁଖ୍ୟ ଆକର୍ଷଣ ସାଜିଛି ପାରମ୍ପରିକ ଜନଜାତି ନୃତ୍ୟ । ପ୍ରତ୍ୟେହ ସଂଧ୍ୟା ୬ଟାରୁ ୮.୩୦ ପର୍ଯ୍ୟନ୍ତ ବାଦ୍ୟର ତାଳେ ତାଳେ ଜନଜାତି କଳାକାରଙ୍କ ନୃତ୍ୟ ଦେଖିବାପାଇଁ ଦର୍ଶକଙ୍କ ବେଶ୍ ଭିଡ ଜମୁଛି । ଗତକାଲି ମେଳାରେ ପାରଳାଖେମୁଣ୍ଡିର ସଉରା…

ସ୍କୁଲ୍ ଛାତ୍ରଙ୍କ କାଠ ବୋହାଇବା ଭିଡିଓ ଭାଇରାଲ ।

ବାରିପଦା(ନିରପେକ୍ଷ ଖବର)ତା-୨୯/ଜାନୁଆରୀ/୨୦୨୦-ସରକାରଙ୍କ ନିର୍ଦ୍ଧେଶକୁ ଖାତିର କରୁ ନାହାଁନ୍ତି ଶିକ୍ଷକ। ସର୍ବଶିକ୍ଷା ଅଭିଯାନକୁ ଦଳିମକଚି ଦେଉଛନ୍ତି। ବିଦ୍ୟାଳୟରେ ପାଠ ପଢ଼ା ବ୍ୟତୀତ ଅନ୍ୟ କୋୖଣସି କାର୍ଯ୍ୟରେ ଛାତ୍ରଛାତ୍ରୀମାନଙ୍କୁ ନିୟୋଜନ ନ କରାଇବା ପାଇଁ ଗଣ ଶିକ୍ଷା ରୋକଠୋକ ମନା ବି…

ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳାରେ ଟସର ବସ୍ତ୍ର

ଭୁବନେଶ୍ୱର ,ନିରପେକ୍ଷ ଖବର: ୨୮/୦୧/୨୦୨୦ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ‘ବୟନିକା’ ଦ୍ୱାରା ଜାନୁଆରୀ ୨୬ ତାରିଖଠାରୁ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା-୨୦୨୦ ଆରମ୍ଭ ହୋଇଛି । ଏହି ମେଳାରେ କାରିଗରମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ତଥା ଓଡ଼ିଶାର ପ୍ରତ୍ୟେକ ଉତ୍ପାଦକୁ…

ଭାରତ ଏବଂ ବ୍ରାଜିଲର ବନ୍ଧୁତାରେ ନୂଆ ଅଧ୍ୟାୟ ଆରମ୍ଭ…

* ଜୈବ ଉର୍ଜା ତଥା ତୈଳ ଓ ଗ୍ୟାସ କ୍ଷେତ୍ରରେ ୨ଟି ଏମଓୟୁ ସ୍ୱାକ୍ଷରିତ ... * ଦ୍ୱିପାକ୍ଷିକ ଋଣନୈତିକ ସହଯୋଗକୁ ଆହୁରି ମଜବୁତ୍ କରିବା ପାଇଁ ବୃହତ ବଡ ଯୋଜନା ପ୍ରସ୍ତୁତ ହେଉଛି ...  * ଏମଓୟୁ ଦ୍ୱାରା ଦେଶରେ ଇଥାନଲର ଉତ୍ପାଦନରେ ଅଭିବୃଦ୍ଧି ହେବ ... * ଆଇଓସିଏଲ ଏବଂ ବ୍ରାଜିଲର…

ଭଗବାନଙ୍କ ଭରଷାରେ ପିଆରଏମ୍ ମେଡିକାଲର ରୋଗୀ

ଶିଶୁକୁ ନିଜେ ମା ଅକ୍ସଞ୍ଜେନ ଦେଉଥିବା ଭିଡ଼ିଓ ଭାଇରାଲ। ବାରିପଦା(ନିରପେକ୍ଷ ଖବର)ତା-୨୫/୦୧/୨୦୨୦-ପିଆରଏମ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ହେବା ପରେ ମୟୁରଭଞ୍ଜ ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଥିଲା। ଜିଲ୍ଲାବାସୀଙ୍କ ସବୁ ଦୁଃଖ ଲାଘବ ହେଲା ଭଳି ଲାଗୁଥିଲା। ହେଲେ ଲୋକଙ୍କର ଦୁଃଖ ଦୂର…

ଶିକ୍ଷକଙ୍କୁ ଛାତ୍ର ମାଲିସ କରୁଥିବାର ଭିଡିଓ ଭାଇରାଲ୍ ।

ବାରିପଦା(ନିରପେକ୍ଷ ଖବର)ତା-୨୪/୦୧-ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମାଲିସ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି ।ତେବେ ଉକ୍ତ ଭିଡ଼ିଓଟି ଦୁଇଦିନ ପୂର୍ବରୁ ଭାଇରଲ ହେବା ପରେ ବିଦ୍ୟାଳୟ, ଗ୍ରାମବାସୀ ଓ ଅବିଭାବକଙ୍କ ମହଲରେ ଉତ୍ତେଜନା ଦେଖାଦେଇଛି। ସୂଚନା ଅନୁଯାୟୀ ଏହି ସୋସିଆଲ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭୁଜାଲି ମାଡ।

ବାରିପଦା(ନିରପେକ୍ଷ ଖବର)ତା୧୬/୦୧/୨୦୨୦-ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭୁଜାଲି ମାଡ।ଦିବଲୋକ ରେ ବିଚ ରାସ୍ତାରେ ଚୁରା ମାଡ କଲେ ଯୁବକ।ଯାହା ଫଳରେ ସ୍ଥାନୀୟ ଲୋକ ଜାତୀୟ ରାଜପଥ ଅବରୋଧ କରି ବସି ରହିଛନ୍ତି।ଉଭୟ ପାର୍ଶ୍ୱରେ ଶହ ଶହ ସଂଖ୍ୟ ର ଟ୍ରକ ବସ ସବୁ ଅଟକି ରହିଛି।ସ୍ଥାନୀୟ ଲୋକଙ୍କ…

ନାଗରିକ ସଂଶୋଧନ ଆଇନ ସମର୍ଥନରେ ସ୍ଲୋଗାନ ଦେବା ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଲା…

ଭୂବନେଶ୍ୱର,ନିରପେକ୍ଷ ଖବର: ତା.୧୩/୦୧: ନାଗରିକତା ସଂଶୋଧନ ବିଧେୟକ -୨୦୧୯ ସିଏଏକୁ ନେଇ ବିରୋଧୀଙ୍କ ଅପପ୍ରଚାର ବିରୁଦ୍ଧରେ ବିଜେପି ଯୁବମୋର୍ଚ୍ଚା ତରଫରୁ ଜନସଚେତନା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ଏହି ଜନସଚେତନା ମାଧ୍ୟମରେ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି ସାଧାରଣ ନାଗରିକଙ୍କୁ…

ଶିମିଳିପାଳରେ ବରଫ ବର୍ଷା….

ବାରିପଦା(ନିରପେକ୍ଷ ଖବର)ତା-୧୩/ଜାନୁଆରୀ/୨୦୨୦-ରାଜ୍ୟକୁ ପୁଣି ଫେରିଛି ଶୀତ ।ଶୀତ ର ପ୍ରକୋପରୁ ସାରା ଓଡିଶା ବର୍ତ୍ତି ପାରୁନାହିଁ । ପ୍ରବଳ ଜାଡରେ ଥରୁଛି ଓଡିଶା । ଆଂଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ ଓଡ଼ିଶାର ବିଭିନ୍ନ ସ୍ଥାନ ମାନଙ୍କ ରେ ଥଣ୍ଡା…

ଭତ୍ତା ନେଲା ଜୀବନ

*ରାସ୍ତା ପାରି ହେଉଥିବା ବେଳେ ଅଜଣା ଗାଡି ଧକ୍କାରେ ବୃଦ୍ଧା ଙ୍କ ମୃତ୍ୟୁ..... ବାରିପଦା(ନିରପେକ୍ଷ ଖବର)ତା-୧୦/ଜାନୁଆରୀ/୨୦୨୦-ଭତ୍ତା ନେବା ପାଇଁ ରାସ୍ତା ପାରି ହେଉଥିବା ବେଳେ ଅଜଣା ଗାଡି ଧକ୍କାରେ ବୃଦ୍ଧା ଙ୍କ ମୃତ୍ୟୁ। ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଥାନା ୧୮ ନମ୍ବର ଜାତୀୟ…

ରାଇରଙ୍ଗପୁର ଆଇଟିଡିଏ ଅଫିସରେ ମୟୂରଭଞ୍ଜ ସାଂସଦ ଓ ରାଇରଙ୍ଗପୁର ବିଧାୟକ ଙ୍କ ଦାଦାଗିରି।

*ପ୍ରକଳ୍ପ ପ୍ରଶାସକଙ୍କ ସହ ଯୁକ୍ତିତର୍କ... *ସାଂସଦ ଓ ବିଧାୟକ ଙ୍କ ନାମରେ ଥାନାରେ ପଡିଲା ଏତଲା... ବାରିପଦା(ନିରପେକ୍ଷ ଖବର)ତା-୧୦/ଜାନୁଆରୀ/୨୦୨୦:ମୟୁରଭଂଜ ଜିଲ୍ଲାର ରାଇରଙ୍ଗପୁର ଆଦିବାସୀ ସମନ୍ଵିତ ପ୍ରକଳ୍ପ ଅଫିସରେ ମୟୁରଭଞ୍ଜ ସାଂସଦ ଇଂ ବିଶେଶ୍ୱର ଟୁଡୁ, ରାଇରଙ୍ଗପୁର ବିଧାୟକ…

ମୟୁରଭଞ୍ଜ ବାସୀଙ୍କ ପାଇଁ ଖୁସି ଖବର…

ବାରିପଦା(ନିରପେକ୍ଷ ଖବର)ତା-୮/ଜାନୁଆରୀ/୨୦୧୯-ମୟୁରଭଞ୍ଜବାସୀଙ୍କ ପାଇଁ ଖୁସି ଖବର। ଦ୍ୱିତୀୟ ଶ୍ରୀକ୍ଷେତ୍ରର ଉନ୍ନତି ପାଇଁ ୫ କୋଟି ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ଏଥିସହିତ କିଟ ଆବାସିକ ଶିକ୍ଷା ଅନୁଷ୍ଠାନ ପାଇଁ ସମସ୍ତ ପ୍ରକାରର ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି…

ନିର୍ବାଚନ ପରେ ପ୍ରଥମ ଥର ମୟୂରଭଞ୍ଜ ଆସୁଛନ୍ତି ମୁଖ୍ୟମନ୍ତ୍ରୀ।

ବାରିପଦା(ନିରପେକ୍ଷ ଖବର)ତା:୦୭/ଜାନୁଆରୀ/୨୦୨୦-ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ ହୋଇଉଠିଛି ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ। ଆଦାନୀ କିସ ରେସିଡେନସିଆଲ ସ୍କୁଲର ମୟୁରଭଞ୍ଜ ଠାରେ ସ୍ଥାପିତ ହୋଇଥିବା ଶାଖା ଉଦଘାଟନ କରିବେ।ଏଥି ସମେତ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ…

ଅନ୍ତସତ୍ତ୍ଵା ନାବାଳିକା ଝିଅର ଦୁଃଖ କହିଲେ ସରୁନି, କିଏ ବୁଝିବ ତାଙ୍କ କଥା?

ବାରିପଦା(ନିରପେକ୍ଷ ଖବର)ତା-୫/ଜାନୁଆରୀ/୨୦୨୦-ପାଣି ପିଇବା ବାହାନାରେ ଆସି ସମ୍ପର୍କୀୟ ନାବାଳିକା ଭଉଣୀକୁ ଦୁଷ୍କର୍ମ କରି ଅଭିଯୁକ୍ତ ଭାଇ ଜେଲ ଯାଇଛି। ହେଲେ ଦୁଷ୍କର୍ମରେ ଶିକାର ହୋଇଥିବା ଭଉଣୀ ଆଉ ତାର ପରିବାର ମୁଣ୍ଡରେ ଲାଗିଥିବା କଳଙ୍କର ଟୀକା ପିଛା ଛାଡିନି। ସମ୍ପକୀୟ ଭାଇ ଦ୍ୱାରା…

ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କୁ ପୂଜା କଲେ ମିଳେ କୋଟି ପୁଣ୍ୟ।

ବାରିପଦା(ନିରପେକ୍ଷ ଖବର)ତା-୫/ଜାନୁଆରୀ/୨୦୨୦-ହିନ୍ଦୁ ପରମ୍ପରା ଅବର୍ଣ୍ଣନୀୟ ଆଉ ତାଠାରୁ ଓଡିଶା ରେ ୧୨ ମାସ ରେ ୧୩ ଯାତ୍ରା ସତେ ଅନେକ ସୁନ୍ଦର । ସେହି ଆଧାର ରେ ସୂର୍ଯ୍ୟ ହେଉଛନ୍ତି ସକଳ ଶକ୍ତି ର ଆଧାର, ସୂର୍ଯ୍ୟ ଦେବତା ଙ୍କ ରଥାରୁଢ ପ୍ରତିମୂତି କୁ ସାମ୍ବଦଶମୀ ରେ ପୁଜା କଲେ କୋଟି ଜନ୍ମ…

ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଫଗନ ସିଂ କୁଲସ୍ତେ …

ଆସନ୍ତାକାଲି ଠୁ ଓଡିଶାରେ ଆରମ୍ଭ ହେବ ନାଗରିକତା ସଂଶୋଧନ ଆଇନ ଉପରେ ବ୍ୟାପକ ଜନଜାଗର:ବିଜେପି * କେବଳ ନାଗରିକତା ଦେବା ପାଇଁ ତିଆରି ହୋଇଛି ନାଗରିକତା ସଂଶୋଧନ ଆଇନ * ଆସନ୍ତାକାଲି ମହାକାଳପଡା ଠାରେ ବସବାସ କରୁଥିବା ଶରଣାର୍ଥୀ ମାନଙ୍କୁ ନାଗରିକତା ସଂଶୋଧନ ଆଇନ ସଂପର୍କରେ ଅବଗତ କରାଇବେ…

ନିରଞ୍ଜନ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ହେଲେ ।

ଭୁବନେଶ୍ୱର,ନିରପେକ୍ଷ ଖବର :ତା-୨.୧.୨୦୨୦ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ତଥା ଯୁଗ୍ମ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ଶ୍ରୀ ନିରଞ୍ଜନ ସେଠୀଙ୍କର ନିର୍ଦ୍ଦେଶକ(ବୈଷୟିକ) ପଦବୀକୁ ପଦନ୍ନୋତି ହୋଇଛି । ଶ୍ରୀ ସେଠୀ ତାଙ୍କର ୩୦ ବର୍ଷ କାର୍ଯ୍ୟକାଳ…

ବାପା-ମାଆ ଛେଉଣ୍ଡ ପିଲାଙ୍କ ମଧ୍ୟରେ ନୂତନ ବର୍ଷ ପାଳିଲେ ହେଲପିଙ୍ଗ୍ ଫ୍ୟାମିଲି…

ବାରିପଦା (ନିରପେକ୍ଷ ଖବର) ତା ୨/ଜାନୁଆରୀ/୨୦୧୯-ନୂଆ ବର୍ଷ ୨୦୨୦ର ପ୍ରଥମ ଦିନକୁ ସ୍ମରଣୀୟ ରଖିବା ପାଇଁ ‘ହେଲପିଙ୍ଗ ଫ୍ୟାମିଲି ନାମରେ ଏକ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଅଭିନବ ଉପାୟରେ ନୂତନ ବର୍ଷର ପ୍ରଥମ ଦିନଟିକୁ ପାଳନ କରିଛି । ସ୍ଥାନୀୟ ତଖତପୁର ସ୍ଥିତ ‘ଆଦୃତା ଶିଶୁ ସଦନ’ରେ ଥିବା ବାପ-ମାଆ…

ଦେଖନ୍ତୁ ବିରଳ କଙ୍କଡା…..

ବାରିପଦା (ନିରପେକ୍ଷ ଖବର)ତା-୦୨/ଜାନୁଆରୀ/୨୦୨୦: ବିରଳ ପ୍ରଜାତିର ସାମୁଦ୍ରିକ କଙ୍କଡା ଉଦ୍ଧାର ହୋଇଛି।ଆଜି ବାରିପଦା ସହରର ସାପ୍ତାହିକ ହାଟରେ ପଶ୍ଚିମବଙ୍ଗ ରାଜ୍ୟ ବର୍ଦ୍ଧମାନ ଅଞ୍ଚଳର ସୁନିଲ ବିଶ୍ବାସ ଏହି କଙ୍କଡ଼ା ବିକ୍ରି କରୁଥିବା ବେଳେ ଧରା ପଡିଛି। କଙ୍କଡାଟି ବିଲୁପ୍ତ ପ୍ରଜାତିର ଅଶ୍ବ…