ଦୁର୍ଘଟଣା ଭତ୍ତା ନେଲା ଜୀବନ Biswajit bhuyan/Baripada Jan 10, 2020 0 *ରାସ୍ତା ପାରି ହେଉଥିବା ବେଳେ ଅଜଣା ଗାଡି ଧକ୍କାରେ ବୃଦ୍ଧା ଙ୍କ ମୃତ୍ୟୁ..... ବାରିପଦା(ନିରପେକ୍ଷ ଖବର)ତା-୧୦/ଜାନୁଆରୀ/୨୦୨୦-ଭତ୍ତା ନେବା ପାଇଁ ରାସ୍ତା ପାରି ହେଉଥିବା ବେଳେ ଅଜଣା ଗାଡି ଧକ୍କାରେ ବୃଦ୍ଧା ଙ୍କ ମୃତ୍ୟୁ। ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଥାନା ୧୮ ନମ୍ବର ଜାତୀୟ…