ଶୋଭନୀୟ ପ୍ଲେ ସ୍କୁଲର ୧୭ତମ ବାର୍ଷିକ ଉତ୍ସବ
ଭୁବନେଶ୍ୱର,ନିରପେକ୍ଷ ଖବର: ତା,୦୨/୦୨/୨୦୨୦ ପୋଖରୀପୁଟ ସ୍ଥିତ ଶୋଭନୀୟ ପ୍ଲେ ସ୍କୁଲର ୧୭ତମ ବାର୍ଷିକ ଉତ୍ସବ ଆଜି ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଶିକ୍ଷାବିତ
ପ୍ରଫେସର ଡ. ବାସୁଦେବ ଛାଟୋଇ ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଥିଲେ ଛାତ୍ରଛାତ୍ରୀମାନେ ଦେଶ…