ସାମାଜିକ ସେବିକାଙ୍କୁ ସମ୍ବର୍ଦ୍ଧିତ କଲେ ଦେବାଶିଷ୍। Biswajit bhuyan/Baripada May 12, 2020 0 ବାରିପଦା(ନିରପେକ୍ଷ ଖବର)ତା-୧୨/୦୫-ପ୍ରତିବର୍ଷ ମେ ୧୨ ତାରିଖକୁ ଅନ୍ତର୍ଜାତୀୟ ନର୍ସ ଦିବସ ଭାବେ ପାଳନ କରାଯାଏ। ସମାଜରେ ଲୋକମାନଙ୍କୁ ନୀରୋଗ ରଖିବା ଓ ସେମାନଙ୍କ ସେବାକରିବାରେ ନର୍ସମାନଙ୍କ ଭୂମିକା ଅତୁଳନୀୟ। ପ୍ରାକୃତିକ ବିପତ୍ତିଠାରୁ ଆରମ୍ଭ କରି ଯୁଦ୍ଧ, ମହାମାରୀ କିମ୍ବା ଯେକୌଣସି…