ସାମାଜିକ ଜୀବନଦୀପ ନସିଂହୋମ ବିରୋଧରେ ଆସିଲା ସଙ୍ଗୀନ ଅଭିଯୋଗ Biswajit bhuyan/Baripada May 23, 2020 0 ବାରିପଦା ୨୩/୫(ନିରପେକ୍ଷ ଖବର): ଜୀବନଦୀପ ନର୍ସିଂହୋମରେ ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ନବଜାତ ଶିଶୁର ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ ଆଣିଛନ୍ତି । ଗର୍ଭବତୀଙ୍କ ଅପରେସନ ପାଇଁ ନର୍ସିଂହୋମରେ ଆବଶ୍ୟକୀୟ ସରଞ୍ଜାମ ନ ଥିବା ବେଳେ ଡାକ୍ତରଙ୍କ ଦାୟିତ୍ୱହୀନତା ପାଇଁ ନବଜାତକର ମୃତ୍ୟୁ…