ସାମାଜିକ ସବୁଠି ବନ୍ଦେ ଉତ୍କଳ ଜନନୀ Biswajit bhuyan/Baripada May 30, 2020 0 ବାରିପଦା(ନିରପେକ୍ଷ ଖବର)ତା-୩୦/୦୫-କରୋନା ସଂକ୍ରମଣ ପ୍ରତିହତ କରିବା ପାଇଁ ଯୋଦ୍ଧା ମାନେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି।କୋଭିଡ୍ ଯୁଦ୍ଧରେ ନିଜର ସୁଖ ସ୍ଵାଛନ୍ଦ୍ୟକୁ ତ୍ୟାଗ କରି ସଂକ୍ରମଣକୁ ରୋକିବା ପାଇଁ ଦିନରାତି ଏକ କରିଦେଇଥିବା କୋଭିଡ୍ ଯୋଦ୍ଧାମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ଏବଂ…