ସାମାଜିକ ମୟୂରଭଞ୍ଜକୁ ଫେରିଲେ କୋଟାରେ ଫସି ଥିବା ଛାତ୍ରଛାତ୍ରୀ । Biswajit bhuyan/Baripada May 5, 2020 0 ବାରିପଦା(ନିରପେକ୍ଷ ଖବର)ତା-୦୫/୦୫-ଲକ ଡାଉନ ପାଇଁ ମୟୁରଭଞ୍ଜ ଜିଲ୍ଲା ସମେତ ରାଜ୍ୟର ଅନେକ ଛାତ୍ରଛାତ୍ରୀ ଓ ଲୋକମାନେ ବିଭିନ୍ନ ରାଜ୍ୟରେ ଫସି ରହିଛନ୍ତି। ତେବେ ରାଜ୍ୟ ସରକାର ସେମାନଙ୍କୁ ଓଡିଶା ଫେରାଇ ଆଣିବା ପାଇଁ ଉଦ୍ୟମ କରୁଛନ୍ତି। ମୟୁରଭଞ୍ଜ ଜିଲ୍ଲାର ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା…