
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଜଟିଳ ଲିଭର ରୋଗୀଙ୍କ ପାଇଁ ଭଗବାନଙ୍କ ଆଶୀର୍ବାଦ ପାଲଟିଛି ମଣିପାଲ୍ ହସ୍ପିଟାଲଅଲ୍ ଓଡ଼ିଶା ବଡି ବିଲ୍ଡିଂ ଆଣ୍ଡ ଫିଟନେସ୍ ଏସୋସିଏସନ୍ ପକ୍ଷରୁ “ମିଷ୍ଟର ଏଣ୍ଡ ମିସ୍ ଇଣ୍ଡିଆ–2026” ଆୟୋଜନଧାନ କିଣାକୁ ନେଇ ରାଜନୀତି କରିବା ଉଚିତ୍ ନୁହେଁ: ମନମୋହନ ସାମଲମୋକିମଙ୍କ ସଂଗଠନରେ ସାମିଲ୍ ହେଲେ ଭୁବନେଶ୍ୱରର ଶତାଧିକ ମହିଳା ନେତ୍ରୀନେତା,ମନ୍ତ୍ରୀ ଓ ଅଧିକାରୀ କରୁଛନ୍ତି ଚାଷୀଙ୍କ ଧାନଚୋରି-ମନୱର ଅଲ୍ଲୀଯୁଗଶ୍ରୀ ଯୁଗନାରୀ’ ବାର୍ଷିକ ସାରସ୍ୱତ ଓ ସମ୍ବର୍ଦ୍ଧନା ସମାରୋହ-୨୦୨୬ ଅନୁଷ୍ଠିତବଜେଟରୁ ଲାଭ ପାଇବାରେ ଓଡ଼ିଶା ହେବ ଅଗ୍ରଣୀ ରାଜ୍ୟଡିଜିଟାଲ ମିଡ଼ିଆ ଏଡିଟର ଏବଂ ଓନରସ ଆସୋସିଏସନ ର କାର୍ଯ୍ୟକାରିଣୀ ବୈଠକୟୁରୋକିଡ୍ସ ଆଇଆରସି ଭିଲେଜ୍, ନୟାପଲ୍ଲୀ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବପଚାରିଲେ ଚାଷୀ, ଉତ୍ତର ରଖିଲେ ମନ୍ତ୍ରୀଆକର୍ଷଣ ବଢାଉଛି ଜୀବନ୍ତ ମତ୍ସ୍ୟପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷଙ୍କ ସମେତ ୭ ଜଣ କାଉନ୍ସିଲର ବିଜେଡି ଛାଡ଼ି ବିଜେପିରେ ହେଲେ ସାମିଲଆକର୍ଷଣର କେନ୍ଦ୍ର ପାଲଟିଛି ବିଶ୍ବର କ୍ଷୁଦ୍ରତମ ଗାଈ- ପୁଙ୍ଗାନୁରଚିତାକର୍ଷକ ‘ଡଗ୍ ସୋ’ରେ ଦର୍ଶକ ବିଭୋର ବି.ଜେ.ଇ.ଏମ୍. ସ୍କୁଲରେ ବାର୍ଷିକ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତରାଜ୍ୟର ସମସ୍ତ ଜିଲ୍ଲାରେ ଧାନ ସଂଗ୍ରହ ତ୍ୱରାନ୍ୱିତମତ୍ସ୍ୟ ପ୍ରାଣୀ ସମାବେଶରେ ଆକର୍ଷଣ ସାଜିଥିଲା “ପେଟ୍ ଫ୍ୟାସନ୍ ସୋବିଜେପି ଓବିସି ମୋର୍ଚ୍ଚାର ନୂତନ ରାଜ୍ୟ ସଭାପତିସମ୍ପୂର୍ଣ୍ଣ ଅନ୍ଲାଇନ୍ ମାଧ୍ୟମରେ ହେବ ଏହି ସବୁ ସରକାରୀ କାର୍ଯ୍ୟରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’

Monthly Archives
June 2020
ବାରିପଦା(ନିରପେକ୍ଷ ଖବର)ତା-୨୮/୦୬-ଜନ୍ମ ମାଟି ଛାଡ଼ି କର୍ମ ଭୂମିରେ ନିରାଡ଼ମ୍ବର ଭାବେ ଜନ୍ମଦିନ ପାଳିଲେ ମୟୂରଭଞ୍ଜ ଜିଲ୍ଲା ବିଜୁଜନତା ଦଳର ପର୍ଯ୍ୟବେକ୍ଷକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ। ଦଳୀୟ ସଂଗଠନ ସୁଦୃଢ ପାଇଁ ରବିବାର ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଆସିଛନ୍ତି ପ୍ରଣବ ପ୍ରକାଶ…
ମହାପାତ୍ର ନୀଳମଣି ସାହୁଙ୍କର ୪ର୍ଥ ଶ୍ରାଦ୍ଧ ବାର୍ଷିକୀ ପାଳନ
ନିରପେକ୍ଷ ଖବର:ତା ୨୫/୦୬ ରାଜେଶ କୁମାର ଲେଙ୍କା(ନିଆଳି):ନିଆଳି ଅଞ୍ଚଳର ଯୋଗଜନ୍ମା ସୁପୁତ୍ର ଓଡ଼ିଶାର ବିଶିଷ୍ଟ ସାହିତ୍ୟକ ୰ମହାପାତ୍ର ନୀଳମଣି ସାହୁ ଯିଏକି ୨୦୧୨ ମସିହା ଜୁନ ୨୫ ତାରିଖରେ ଇହଧାମ ତ୍ୟାଗ କରିଥିଲେ,ତାଙ୍କର ୪ର୍ଥ ବାର୍ଷିକ ଶ୍ରାଦ୍ଧ ଉତ୍ସବ ଆଜି ରିମା କ୍ରିଏସନ କାର୍ଯ୍ୟାଳୟରେ…
ଉତ୍କଳ ବିକାଶ ପରିଷଦ” ପକ୍ଷରୁ ବିଶୋଧନ କାର୍ଯ୍ୟକ୍ରମ
ନିରପେକ୍ଷ ଖବର:ତା ୨୫/୦୬ ରାଜେଶ କୁମାର ଲେଙ୍କା (କଟକ): ସାମାଜିକ ସଂଗଠନ "ଉତ୍କଳ ବିକାଶ ପରିଷଦ" କଟକ ପକ୍ଷରୁ ସଦର ବ୍ଲକର ବିଭିନ୍ନ ଅଞ୍ଚଳ ଯଥା ଆୟତପୁର ବଜାର, କୈବର୍ତ୍ୟ ସାହି,ବ୍ରାହ୍ମଣ ସାହି,ଶବର ସାହି ,ଶୁକ୍ଲ ସାହି,ବ୍ରାହ୍ମଣବାଡ(କ),ମହାପ୍ରଭୁ ନଗେଶ୍ୱରନାଥ ମନ୍ଦିର ପରିସର,କନକ…
ପୋଲିସ ଅଫିସର ଙ୍କୁ ସରକାରଙ୍କ ଅଣଦେଖା କାହିଁକି ?
**୧୫ ହଜାର ରେ ୧୮ ଘଂଟା କାମ କରୁଛନ୍ତି ପୋଲିସ ଏ.ଏସ.ଆଇ, ୯ ହଜାର ରେ ଖଟୁଛନ୍ତି କନେଷ୍ଟବଳ**
ନିରପେକ୍ଷ ଖବର:ତା ୨୩/୦୬ (ରାଜେଶ କୁମାର ଲେଙ୍କା) (କଟକ):ସରକାରଙ୍କ ତରଫରୁ ବାରମ୍ବାର ପ୍ରଚାର ଓ ପ୍ରସାର କରାଯାଉଛି କରୋନା ଯୋଦ୍ଧାଙ୍କୁ ସମ୍ମାନ ଓ ସହଯୋଗ କରିବା ପାଇଁ,କିନ୍ତୁ ବାସ୍ତବରେ…
ପଞ୍ଚଭୂତରେ ବିଲୀନ ହେଲେ ଶହୀଦ ନନ୍ଦୁରାମ
ବାରିପଦା(ନିରପେକ୍ଷ ଖବର)ତା-୧୯/୦୬-ବନ୍ଦେ ମାତରମ୍,ଭାରତ ମାତା କି ଜୟ,ଶହୀଦ ନନ୍ଦୁରାମ ଅମର ରହେ ଅମର ରହେ ଏମିତି ନାରାରେ ପ୍ରକମ୍ପିତ ହୋଇଥିଲା ପୂରା ପରିବେଶ।ଲୁହ ଛଳ ଛଳ ଆଖରେ ଶହ ଶହ ଦେଶ ପ୍ରେମୀ ସହିଦ ନନ୍ଦୁରାମଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଇ ବିଦାୟ ଦେଇଥିଲେ।
ପୂର୍ବ ଲଦାଖର ଗଲୱାନରେ…
କନ୍ଦରପୁରରେ ଯୁବ ସମାଜସେବୀ ସାଜିଲେ କରୋନା ଯୋଦ୍ଧା,ବିଶୋଧନ କଲେ ସମସ୍ତେ ଅଞ୍ଚଳ
ନିରପେକ୍ଷ ଖବର:ରାଜେଶ କୁମାର ଲେଙ୍କା (କଟକ): କଳା,ସାହିତ୍ୟ, ସଂସ୍କୃତିର ଜୟଗାନ କରୁଥିବା ମହତ ଅନୁଷ୍ଠାନ "ସରସ୍ୱତୀ କଳା ପରିଷଦ" କଳାବିହାର,କନ୍ଦରପୁର,କଟକ ପକ୍ଷରୁ କରୋନା ମହାମାରୀ ଭଳି ସମାଜର ଦୁର୍ଦିନରେ ଅହରହ ଦେଶ, ଜାତି ପାଇଁ ନିସ୍ୱାର୍ଥପର ଭାବରେ କାର୍ଯ୍ୟ କରୁଥିବା ଦେଶ ସେବକ…
ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ସେବାୟତଙ୍କ ଦ୍ୱାରା ମନ୍ଦିର ପରିସରରେ ଯଥାବିଧି ନୀତିକାନ୍ତି ସହ ରଥକାର୍ଯ୍ୟ ହେବ ସମ୍ପନ୍ନ
ବାରିପଦା(ନିରପେକ୍ଷ ଖବର)ତା-୧୭/୦୬-ମହାପ୍ରଭୁ ଜଗନ୍ନାଥଙ୍କ ମାନବୀୟ ଲୀଳା ବିଚିତ୍ର। ଭାବ ଦଉଡିରେ ବନ୍ଧା ଭାବଗ୍ରାହୀଙ୍କ ରଥଯାତ୍ରା ନେଇ ଅଗଣିତ ଭକ୍ତ ଚିନ୍ତିତ।ବର୍ତ୍ତମାନ ସମୟରେ ରଥଯାତ୍ରାରେ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଜନ ଗହଳିକୁ କିଭଳି ରୋକାଯାଇପାରିବ ତାହା ପ୍ରମୁଖ ଆହ୍ୱାନ…
ଭାରତ-ଚୀନ ରକ୍ତାକ୍ତ ସଂଘର୍ଷରେ ଶହୀଦ ହେଲେ ରାଇରଙ୍ଗପୁର ମାଟିର ପୁଅ
ବାରିପଦା(ନିରପେକ୍ଷ ଖବର) ତା-୧୭/୦୬-ଦେଶ ମତୃକାର ସେବା ପାଇଁ ତିଳେ ମାତ୍ର ପଛଘୁଞ୍ଚା ନଦେଇ ନିଜ ଜୀବନକୁ ଉତ୍ସର୍ଗୀକୃତ କରିଛନ୍ତି।ପୂର୍ବ ଲଦାଖ ଅନ୍ତର୍ଗତ ଗଲଓ୍ବାନ୍ ଉପତ୍ୟକାରେ ଭାରତ-ଚାଇନା ସେନା ମଧ୍ୟରେ ହୋଇଥିଲା ରକ୍ତାକ୍ତ ସଂଘର୍ଷ।ଭାରତୀୟ ସେନା ଏହାର ପାଲଟା ଜବାବ ମଧ୍ୟ…
ପ୍ରେମୀ ଯୁଗଳଙ୍କ ଗଛରେ ଝୁଲି ଆତ୍ମହତ୍ୟା
ବାରିପଦା(ନିରପେକ୍ଷ ଖବର)ତା-୧୫/୦୬-ପ୍ରେମୀ ଯୁଗଳ ଗଛରେ ଝୁଲି ଆତ୍ମହତ୍ୟା କରିଛନ୍ତି।ଏହି ଘଟଣାଟି ଘଟିଛି ମୟୂରଭଞ୍ଜ ଜିଲ୍ଲା ତିରିଂ ଥାନା ଅନ୍ତର୍ଗତ ଗତିଲତା ଗ୍ରାମ ଅଞ୍ଚଳରେ। ସେହି ଗ୍ରାମ ନିକଟରେ ଥିବା ଏକ ଗଛରୁ ଜଣେ ଯୁବକ ଓ ଜଣେ ଯୁବତୀଙ୍କ ମୃତ ଶରୀର ଗଛରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର…
ଡାହାଣୀ ସନ୍ଦେହରେ ହତ୍ୟା…
ବାରିପଦା(ନିରପେକ୍ଷ ଖବର)ତା-୧୫/୦୬-ଆଧୁନିକ ସମାଜରେ ଏବେ ମଧ୍ୟ ଅନେକ କୁସଂସ୍କାର ବଞ୍ଚିରହିଛି। ଏହାଯୋଗୁ ବେଳେବେଳେ ମୂଲ୍ୟବାନ ଜୀବନ ଚାଲିଯାଉଛି।ଏହାର ଏକ ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲାରେ।ଜିଲ୍ଲାର ଖୁଣ୍ଟା ଥାନା ଅନ୍ତର୍ଗତ କରକଚିଆ ଗ୍ରାମରେ ଡାହାଣୀ ସନ୍ଦେହରେ ଏହି…
ନିଆଳିରେ ୨ୟ ସପ୍ତାହ ସଟଡାଉନ ସଫଳ…
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୪/୦୬ ରାଜେଶ କୁମାର ଲେଙ୍କା(ନିଆଳି): କରୋନା ପାଇଁ ସରକାର ଜୁନ ମାସର ଶେଷ ପର୍ଯ୍ୟନ୍ତ ଶନିବାର ଓ ରବିବାର ୨ଦିନ ସଟଡାଉନ ଘୋଷଣା କରିଛନ୍ତି |ଏହି କ୍ରମରେ ସଟଡାଉନ ନିଆଳି ଅଂଚଳରେ ସମ୍ପୂର୍ଣ ସଫଳ ହୋଇଛି |ଦେଶରେ ମହାମାରୀ କରୋନା ମାଡି ଚାଲୁଥିବା ବେଳେ…
ଜିଲ୍ଲାରୁ ନୂଆ ୧୩ ଆକ୍ରାନ୍ତ ଚିନ୍ହଟ,ସୁସ୍ଥ ହେଲେ ୧୦
ବାରିପଦା(ନିରପେକ୍ଷ ଖବର)ତା-୧୪/୦୬-ରବିବାର ପହିଲି ରଜରେ ଜିଲ୍ଲାରୁ ପୁଣି ୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏଥି ମଧ୍ୟରୁ ୮ଜଣ ସଙ୍ଗରୋଧ କେନ୍ଦ୍ରରେ ହୋଇଥିବା ବେଳେ ୫ଜଣ ସ୍ଥାନୀୟ ଅଞ୍ଚଳର ଅଟନ୍ତି।ବାଙ୍ଗିରିପୋଷି, ରରୁଆ,ଗୋପବନ୍ଧୁନଗର, ବଡ଼ସାହିରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିନ୍ହଟ…
ଶତକ ଛୁଇଁବାକୁ ଆଉ ଏକ ବାକି
ବାରିପଦା(ନିରପେକ୍ଷ ଖବର)ତା-୧୨/୦୬-ଜିଲ୍ଲାରେ ଧୀରେ ଧୀରେ କୋରୋନା ତାର କାୟା ବିସ୍ତାର କରିବାରେ ଲାଗିଛି।ଆକ୍ରାନ୍ତଙ୍କ ସଂଖ୍ୟା ଶତକ ଛୁଇଁବାକୁ ମାତ୍ର ଗୋଟିଏ ବାକି ରହିଛି। ଶୁକ୍ରବାର ପୁଣି ମୟୁରଭଞ୍ଜରେ ୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ସଙ୍ଗରୋଧ କେନ୍ଦ୍ରରେ ଥିଲେ…
ଭିଜିଲାନ୍ସ ଜାଲରେ ମୟୁରଭଞ୍ଜ ଜିଲ୍ଲା ପଶୁସମ୍ପଦ ଅଧିକାରୀ
ବାରିପଦା(ନିରପେକ୍ଷ ଖବର)ତା-୧୨/୦୬-ମୟୂରଭଞ୍ଜ ଜିଲ୍ଲା ମୁଖ୍ୟ ପଶୁସମ୍ପଦ ବିଭାଗ ଅଧିକାରୀ ଭିଜିଲାନ୍ସ ଜାଲରେ। ସରକାରୀ ଗାଡ଼ିରେ ଭୂବନେଶ୍ୱର ଅଭିମୁଖେ ଯାଉଥିବା ସମୟରେ ବେତନଟୀ ନିକଟରେ ଭିଜିଲାନ୍ସ ବିଭାଗ ଅଧିକାରୀ ମାନେ ଚଢ଼ାଉ କରିଥିଲେ। ମୟୂରଭଞ୍ଜ ଜିଲ୍ଲା ମୁଖ୍ୟ ପଶୁସମ୍ପଦ ବିଭାଗ…
ଆଇ.ଏସ୍.ଓ ମାନ୍ୟତା ପାଇବାରେ ଦେଶର ସର୍ବପ୍ରଥମ ରାଜ୍ୟ ଓଡ଼ିଶା
* ଆଦିବାସୀ ହଷ୍ଟେଲ ନିମନ୍ତେ ଆଇ.ଏସ୍.ଓ ମାନ୍ୟତା ପାଇବାରେ ଓଡ଼ିଶା ଦେଶର ସର୍ବପ୍ରଥମ ରାଜ୍ୟ
* ଓଡ଼ିଶାର ୪୪ଟି ଆଦିବାସୀ ହଷ୍ଟେଲକୁ ଆଇ.ଏସ୍.ଓ ୯୦୦୧ : ୨୦୧୫ ମାନ୍ୟତା ପ୍ରଦାନ
* ମିଶନ ସୁବିଦ୍ୟାର ଅଂଶ ଭାବେ ମାନ୍ୟତା ପାଇବା ପରେ ଶିକ୍ଷାର ମାନ ଓ ଗୁଣବତ୍ତାର ମୂଲ୍ୟାଙ୍କନ
* ପ୍ରଥମ…
ନିଆଳିରେ ଫୁଟିଲା ବିରଳ ପୁଷ୍ପ….
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୦-୦୬ (ରାଜେଶ କୁମାର ଲେଙ୍କା:ନିଆଳି):
କଟକ ଜିଲ୍ଲାର ନିଆଳି ବ୍ଲକ ଅନ୍ତର୍ଗତ ମଝିଖଣ୍ଡ ଗ୍ରାମରେ କୃଷ୍ନଚନ୍ଦ୍ର ବେହେରାଙ୍କ ବାଡ଼ିରେ ଏକ ବିରଳ ବ୍ରହ୍ମ କମଳ ଫୁଲ ଫୁଟିଛି।ଏହି ବିରଳ ବ୍ରହ୍ମ କମଳ ଫୁଲ ସାଧାରଣରେ କିଛି ସ୍ଥାନରେ ଦେଖିବାକୁ ମିଳିଥାଏ।ଏହି…
ସାଇ ହସ୍ପିଟାଲରେ ଡାକ୍ତରଙ୍କୁ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ
* ଆରକ୍ଷୀ ଅଧିକ୍ଷକଙ୍କୁ ଦାବୀପତ୍ର ଦେଲା ଓମସା
ବାରିପଦା(ନିରପେକ୍ଷ ଖବର)ତା-୧୧/୬-ସାଇ ହସପିଟାଲରେ ଜଣେ କାର୍ଯ୍ୟରତ ଡାକ୍ତରଙ୍କୁ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଗତ ଜୁନ ୨ ତାରିଖ ରାତିରେ ଡା ପରମେଶ୍ୱର ସିଂଙ୍କୁ ଉକ୍ତ ସାଇ ହସପିଟାଲ କତୃପକ୍ଷ ଐଶର୍ଯ୍ୟରାଜ ପତି, ଡଃ…
ପୂଜା ସମୟରେ ହେଲା ବଜ୍ରପାତ ଜଣେ ମୃତ୍ୟୁ
ବାରିପଦା(ନିରପେକ୍ଷ ଖବର)ତା-୧୦/୦୬-ସାନ୍ତାଳି ସମ୍ପ୍ରଦାୟର ଏକ ପୂଜା ଚାଲିଥିଲା ବେଳେ ବଜ୍ରପାତରେ ଚାଲିଗଲା ଜୀବନ।ଅପରାନ୍ହ ସମୟରେ ହଠାତ ବର୍ଷା ସହିତ ବଜ୍ରପାତ ହୋଇଥିଲା ଆଉ ଚାଲିଯାଇଥିଲା ଏକ ଅମୂଲ୍ୟ ଜୀବନ ଓ ଏଥି ସହିତ ୧୦ ଜଣ ଗୁରୁତର ମଧ୍ୟ ହୋଇଛନ୍ତି।ସୁଚନା ଅନୁସାରେ ମୟୁରଭଞ୍ଜ ଜିଲ୍ଲାର…
ବାଘ ଆତଙ୍କ ନେଇ ଭୟଭିତ
ବାରିପଦା(ନିରପେକ୍ଷ ଖବର)ତା-୧୦/୦୬-ଗାଁ ରେ ଏକ କଲରାପତରିଆ ବାଘ ବୁଲୁଥିବାର ଆତଙ୍କ ନେଇ ଭୟର ବାତାବରଣ ଖେଳିଯାଇଛି।ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଗୁଡିଆଲବନ୍ଧ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମ ଭିତରକୁ ଏକ କଲରାପତରିଆ ବାଘ ପଶି ଆସିଥିବା ନେଇ ଗ୍ରାମରେ ଆତଙ୍କ ଖେଳି ଯାଇଛି। ମଙ୍ଗଳବାର…
ବାଘ ଆତଙ୍କ ନେଇ ଭୟଭିତ ଗ୍ରାମବାସୀ
ବାରିପଦା(ନିରପେକ୍ଷ ଖବର)ତା-୧୦/୦୬-ଗାଁ ରେ ଏକ କଲରାପତରିଆ ବାଘ ବୁଲୁଥିବାର ଆତଙ୍କ ନେଇ ଭୟର ବାତାବରଣ ଖେଳିଯାଇଛି।ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଗୁଡିଆଲବନ୍ଧ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମ ଭିତରକୁ ଏକ କଲରାପତରିଆ ବାଘ ପଶି ଆସିଥିବା ନେଇ ଗ୍ରାମରେ ଆତଙ୍କ ଖେଳି ଯାଇଛି। ମଙ୍ଗଳବାର…
