ସାମାଜିକ ୨୬ ଛୁଇଁଲା ମୟୁରଭଞ୍ଜ ପଜିଟିଭ ସଂଖ୍ୟା Biswajit bhuyan/Baripada Jun 1, 2020 0 ବାରିପଦା(ନିରପେକ୍ଷ ଖବର)ତା-୦୧/୦୬-ଆଜି ମୟୂରଭଞ୍ଜରୁ ୩ଜଣ କରୋନା ପଜିଟିଭ ଚିନ୍ହଟ ହୋଇଛନ୍ତି।ଚିନ୍ହଟ ହୋଇଥିବା ସମସ୍ତେ ତାମିଲନାଡୁ ଫେରନ୍ତା ଅଟନ୍ତି।ଚିନ୍ହଟ ହୋଇଥିବା ପଜିଟିଭି ବ୍ୟକ୍ତିଙ୍କ ମଧ୍ୟରୁ ଦୁଇ ଜଣ ବେତନଟୀ ବ୍ଲକର ହୋଇଥିବା ବେଳେ ଅନ୍ୟ ଜଣେ ଯଶିପୁର ବ୍ଲକର ଅଟନ୍ତି।ସେମାନଙ୍କ…