ଦୁର୍ଘଟଣା ଗୁଡ଼ି ଉଡ଼ାଳିଙ୍କ ଖେଳ ପଡିଆ ସାଜିଛି ଜନ ଗହଳି ରାସ୍ତା Biswajit bhuyan/Baripada Jun 4, 2020 0 ବାରିପଦା(ନିରପେକ୍ଷ ଖବର)ତା-୦୩/୦୬: ଲକ୍ ଡାଉନ୍ ସମୟରେ ବାରିପଦା ସହରରେ ଗୁଡ଼ି ଉଡାଳିମାନେ ବିଭିନ୍ନ ରାସ୍ତାକୁ ଅଘୋଷିତ ଭାବେ କବଜା କରି ରଖିଛନ୍ତି । କରୋନା ଭୟରେ ଗାଡି ମୋଟର ଚଳଚଳ ଟିକେ କମ୍ ଥିବାରୁ ଗୁଡ଼ି ଉଡାଳିମାନେ ରାସ୍ତା ମଝିରେ ଗୁଡି ଉଡାଇ ସାଧାରଣ ଲୋକଙ୍କ ଜୀବନକୁ ବିପଦକୁ…