Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space
Monthly Archives

June 2020

ବିଶ୍ୱ କରୋନା ଆକ୍ରାନ୍ତ ତାଲିକାରେ ଭାରତ ପଞ୍ଚମ ସ୍ଥାନରେ ପହଂଚିଲା….

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୭/୦୬ ଦେଶ ଓ ରାଜ୍ୟରେ ଵୃଦ୍ଧି ହେବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୭ ଶହ ୮୧କୁ ବୃଦ୍ଧି ହୋଇଛି । ଆକ୍ରାନ୍ତଙ୍କ ତାଲିକା ବୃଦ୍ଧି ହେଉଥିବା ବେଳେ ସୁସ୍ଥ ବ୍ୟକ୍ତିଙ୍କ ତାଲିକା ମଧ୍ୟ ବୃଦ୍ଧି ପାଉଛି । ସୁସ୍ଥ…

୭୦ ଛୁଇଁଲା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା …

ବାରିପଦା(ନିରପେକ୍ଷ ଖବର)ତା-୦୬/୦୬-ଧୀରେ ଧୀରେ ମୟୁରଭଞ୍ଜ ଜିଲ୍ଲାରେ କାୟା ବିସ୍ତାର କରିବାରେ ଲାଗିଛି କୋରୋନା। ଶନିବାର ପୁଣି ଜିଲ୍ଲାରୁ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ସେଥିମଧ୍ୟରୁ ୫ ଜଣ ଶୁଳିଆପଦା,୨ ଜଣ ବହଳଦା ଏବଂ ୬ ଜଣ ଜଶିପୁର ବ୍ଲକର ହୋଇଥିବା ସୂଚନା ମିଳିଛି। ତେବେ…

କ୍ୟାପିଟାଲ ଥାନାରେ ସାଂସଦଙ୍କ ବିରୋଧରେ ଏତଲା ….

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୪/୦୬ କୋଭିଡ-୧୯ କଟକଣା ଉଲଂଘନ କରିଥିବା ଅଭିଯୋଗରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ବିରୋଧରେ ମାମଲା ରୁଜୁ । ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ଥାନାରେ ସାଂସଦଙ୍କ ନାମରେ ଏତଲା ଦିଆଯାଇଛି । ଦିଆଯାଇଥିବା ଏତଲାରେ ଉଲ୍ଲେଖ ରହିଛି ସାଂସଦ ବାହାରୁ…

ରାଜ୍ୟ ରାଜଧାନୀ ଭୁବନେଶ୍ବରରେ ପୁଣି ୪ କରୋନା ଆକ୍ରାନ୍ତ ହେଲେ ଚିନ୍ହଟ….

ଭୁବନେଶ୍ୱର, ନିରପେକ୍ଷ ଖବର:ତା,୦୪/୦୬ ରାଜ୍ୟ ରାଜଧାନୀକୁ ପୁଣି ଫେରିଲା କରୋନା। ଆଜି ଭୁବନେଶ୍ୱରରେ ଆଉ ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତମାନେ ଆଇଗିଣିଆ, ଡୁମୁଡୁମା, କଳିଙ୍ଗବିହାର ଓ ପାତ୍ରପଡା ଅଂଚଳର । ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଏମ୍ସ ମେଡ଼ିକାଲ୍ କର୍ମଚାରୀ…

ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅବହେଳା ଚଳିବ ନାହିଁ : ଛାତ୍ର କଂଗ୍ରେସ

*ତୁରନ୍ତ ଫି ଛାଡ଼ କରିବା ସହ ସମୟ ସୀମା ବଢାଯାଉ:ଛାତ୍ର କଂଗ୍ରେସ* *ଫି ଛାଡ଼ ନହେଲେ ବିଦ୍ୟାର୍ଥୀଙ୍କୁ ଟଙ୍କା ଦିଆଯାଉ* ଭୁବନେଶ୍ୱର,ନିରପେକ୍ଷ ଖବର: ତା ୪/୬ - ଛାତ୍ରଛାତ୍ରୀଙ୍କ ଫି’ ଛାଡ଼ ପ୍ରସଙ୍ଗକୁ ନେଇ ଛାତ୍ର କଂଗ୍ରେସ ତାର ସଂଗ୍ରାମ ଜାରି ରଖିଛି । ଦଳ ପକ୍ଷରୁ ଆଜି ପୂର୍ବାହ୍ନ ୧୧…

ବାଲେଶ୍ୱର ଛାତ୍ର କଂଗ୍ରେସ ନେତାଙ୍କ ଅନ୍ୟାୟ ଗିରଫଦାରୀକୁ ନେଇ ରାଜ୍ୟ ଛାତ୍ର କଂଗ୍ରେସ ପକ୍ଷରୁ ପ୍ଲାକାର୍ଡ ଧରି…

ଭୁବନେଶ୍ୱର ,ନିରପେକ୍ଷ ଖବର: ତା ୩.୬.୨୦ - ବାଲେଶ୍ୱର ଲୋକସଭା କଂଗ୍ରେସ ସାଂସଦ ପ୍ରାର୍ଥୀ ଶ୍ରୀଯୁକ୍ତ ନବଜ୍ୟୋତି ପଟ୍ଟନାୟକଙ୍କ ମାର୍ଗଦର୍ଶନରେ ନିରନ୍ତର ୭୦ଦିନ ଧରି ସଂସଦୀୟ କ୍ଷେତ୍ରର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗରୀବ, ଅସହାୟ, ବିପନ୍ନ ଓ ସର୍ବୋପରି ପ୍ରବାସୀ…

ଗୁଡ଼ି ଉଡ଼ାଳିଙ୍କ ଖେଳ ପଡିଆ ସାଜିଛି ଜନ ଗହଳି ରାସ୍ତା

ବାରିପଦା(ନିରପେକ୍ଷ ଖବର)ତା-୦୩/୦୬: ଲକ୍ ଡାଉନ୍ ସମୟରେ ବାରିପଦା ସହରରେ ଗୁଡ଼ି ଉଡାଳିମାନେ ବିଭିନ୍ନ ରାସ୍ତାକୁ ଅଘୋଷିତ ଭାବେ କବଜା କରି ରଖିଛନ୍ତି । କରୋନା ଭୟରେ ଗାଡି ମୋଟର ଚଳଚଳ ଟିକେ କମ୍ ଥିବାରୁ ଗୁଡ଼ି ଉଡାଳିମାନେ ରାସ୍ତା ମଝିରେ ଗୁଡି ଉଡାଇ ସାଧାରଣ ଲୋକଙ୍କ ଜୀବନକୁ ବିପଦକୁ…

ବିଜୁ ଯୁବ ଜନତା ଦଳ ତରଫରୁ ଜୀବନ ବିନ୍ଦୁ ମାଧ୍ୟମରେ ରକ୍ତଦାନ ଶିବିର

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୨/୦୬/୨୦୨୦: ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ କରୋନା ମହାମାରୀ ସମୟରେ ରକ୍ତଭଣ୍ଡାରରେ ରକ୍ତର ଅଭାବକୁ ଦୃଷ୍ଟିରେ ରଖି ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଶ୍ରୀଯୁକ୍ତ ଅମରେଶ ପତ୍ରୀଙ୍କ…

ଉଚ୍ଚ ନ୍ୟାୟାଳୟର ଶେଷ ନେର୍ଦେଶ ନ ଆସିବା ପ୍ରଯ୍ୟନ୍ତ କୈlଣସି ଫି ପୈଠ ନ କରିବାକୁ ଅଭିଭାବକ ମାନଙ୍କୁ ଅନୁରୋଧ କଲା…

ଭୁବନେଶ୍ୱର,ନିରପେକ୍ଷ ଖବର;ତା-୦୨/୦୬ ଆଜି ଓଡ଼ିଶା ଅଭିଭାବକ ମହାସଂଘ ତରଫରୁ ବେସରକାରୀ ସ୍କୁଲ ମାନଙ୍କ ଫି ଆଦାୟ କୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଜୟଦେବ ଭବନ ସମ୍ମୁଖରେ ଅନୁଷ୍ଠିତ ହୋଇଥିଲା l ରାଜ୍ୟ ସରକାର ଆସନ୍ତା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ସବୁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକୁ…

ଭୁବନେଶ୍ୱର ମଧ୍ୟମ ଯୁବ କଂଗ୍ରେସ ପକ୍ଷରୁ ସେବା କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର:ନିରପେକ୍ଷ ଖବର: ତା ୦୨/୦୬ – ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଆଜି ଭୁବନେଶ୍ୱର ମଧ୍ୟମ ଯୁବ କଂଗ୍ରେସ ପକ୍ଷରୁ ସଭାପତି ସଂକୁନା କହଁରଙ୍କ ନେତୃତ୍ୱରେ କଂଗ୍ରେସ ଭବନ ସମ୍ମୁଖରେ ଏକ ସେବା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ଏହି ସେବା…

ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଆଜି ଦଳରୁ ଇସ୍ତଫା ଦେଲେ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୨/୦୬ ଆଜି ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଦଳରୁ ଇସ୍ତଫା ଦେଇଛନ୍ତି lସେ ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ବୋଲି କହିଛନ୍ତି। ଅନ୍ୟପକ୍ଷରେ ସାଧାରଣରେ ଆଲୋଚନା ହେଉଛି ଜଗନ୍ନାଥ ପ୍ରଧାନ ଜିଲ୍ଲା ସଭାପତି ଚୟନକୁ ନେଇ ଅସନ୍ତୋଷ ହୋଇ…

ଲକ୍‌ଡାଉନ୍ – ୫.୦ ଗରିବ ଓ ଜନସ୍ୱାର୍ଥ ବିରୋଧି – କଂଗ୍ରେସ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୨/୦୬ – ଓଡିଶା ସରକାରଙ୍କ ଦିଶାହୀନ କରୋନା ମୁକାବିଲା ନୀତି ଯୋଗୁଁ ଆଜି ରାଜ୍ୟରେ ମହାମାରୀର ସ୍ଥିତି ଏକ ସ୍ୱାସ୍ଥ୍ୟ ସେବା ସମସ୍ୟା ବା ପ୍ରସଙ୍ଗ ନହୋଇ ଏହା ଏକ ହ୍ୟୁମାନ ଡିସ୍‌ଟ୍ରେସ୍ ବା ଅଭାବନୀୟ ମାନବ ଯନ୍ତ୍ରଣା, ଆଇନ୍‌ଶୃଙ୍ଖଳା ଏବଂ ଗୁରୁତର ଆର୍ଥିକ…

ଓଡିଆଙ୍କ ବିକାଶ, ସମ୍ମାନ, ଦୁର୍ବିପାକ ମୁକାବିଲାରେ ମୋଦି ସରକାରଙ୍କ ଅବଦାନ ଅତୁଳନୀୟ : ସମୀର ମହାନ୍ତି

* ମୋଦିଙ୍କ ଫୋକସରେ ପୂର୍ବ ଭାରତର ବିକାଶ । ପୂର୍ବ ଭାରତର ବିକାଶର ରୋଡମ୍ୟାପର କେନ୍ଦ୍ରରେ ଓଡିଶା * ଫନି ମୁକାବିଲା ପାଇଁ ଓଡିଶାକୁ ମିଳିଛି ୪୬୭୯ କୋଟି, ଅମ୍ଫାନ ବେଳେ ୫୦୦ କୋଟି * ୨୦୧୪-୧୫ରୁ ୨୦୨୦-୨୧ ଭିତରେ କେନ୍ଦ୍ରୀୟ ଅନୁଦାନ ଓ କେନ୍ଦ୍ରୀୟ ଟିକସ ବାବଦରେ ଓଡିଶାକୁ ମିଳିଛି…

୨୬ ଛୁଇଁଲା ମୟୁରଭଞ୍ଜ ପଜିଟିଭ ସଂଖ୍ୟା

ବାରିପଦା(ନିରପେକ୍ଷ ଖବର)ତା-୦୧/୦୬-ଆଜି ମୟୂରଭଞ୍ଜରୁ ୩ଜଣ କରୋନା ପଜିଟିଭ ଚିନ୍ହଟ ହୋଇଛନ୍ତି।ଚିନ୍ହଟ ହୋଇଥିବା ସମସ୍ତେ ତାମିଲନାଡୁ ଫେରନ୍ତା ଅଟନ୍ତି।ଚିନ୍ହଟ ହୋଇଥିବା ପଜିଟିଭି ବ୍ୟକ୍ତିଙ୍କ ମଧ୍ୟରୁ ଦୁଇ ଜଣ ବେତନଟୀ ବ୍ଲକର ହୋଇଥିବା ବେଳେ ଅନ୍ୟ ଜଣେ ଯଶିପୁର ବ୍ଲକର ଅଟନ୍ତି।ସେମାନଙ୍କ…