
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନସାମ୍ବାଦିକ ସୁରକ୍ଷା ଆଇନ୍ ଓ ପେନସନ ଦାବିକୁ ନେଇ IJU ପକ୍ଷରୁ ଜୋରଦାର ଉଠିଲା ସ୍ୱରବିଜେଡିର କଡା ସମାଲୋଚନା : ରାଜ୍ୟରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ କଡ଼ା ସୁରକ୍ଷା, ୩୦ ପ୍ଲାଟୁନ୍ ଫୋର୍ସ ମୁତୟନଇପିଏଫଓର ବଡ଼ ଅପଡେଟ୍। ଏଣିକି ଏଟିଏମ ଓ ୟୁପିଆଇ ମାଧ୍ୟମରେ ପିଏଫ୍ ଟଙ୍କା ଉଠାଇପାରିବେ !ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀରବୀନ୍ଦ୍ର ମଣ୍ଡପରେ ପାଳିତ ହେଲା ବିଶ୍ୱ ନୃତ୍ୟ ଦିବସ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ବାଚସ୍ପତି ସୁରମା ପାଢ଼ୀଶ୍ରେଷ୍ଠତା ଓ ନବସୃଜନ କ୍ଷେତ୍ରରେ ଓଡ଼ିଶାକୁ ଦୁଇଟି ସମ୍ମାନଜନକ ପୁରସ୍କାରରାଜ୍ୟସ୍ତରୀୟ ପୋଲିସ ସନ୍ତରଣ ଓ କ୍ରସ୍ କଣ୍ଟ୍ରି ଚାମ୍ପିୟନସିପ୍-୨୦୨୬ପଣ୍ଡିତ ଦିନଦୟାଲ ଉପାଧ୍ୟୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬: ମେ’ ୧ରୁ ରାଜ୍ୟର ୩୭ ଜିଲ୍ଲାରେ ଆରମ୍ଭ ହେବ୭୧ତମ Doctorate! ଇତିହାସ ରଚିଲେ ସାମନ୍ତସରକାର ବଦଳିଲା, ବଦଳିଲା ନାହିଁ ଢାଞ୍ଚାନିର୍ବାଚନ ପାଇଁ AAP ର ପ୍ରସ୍ତୁତି ବୈଠକଭୁବନେଶ୍ୱରରେ KGF ମେଗା କନକ୍ଲେଭଇତିହାସ ରଚିଲେ ମୋଦିବିଶ୍ୱ ଜଳଦିବସରେ ଭୁବନେଶ୍ୱରରେ ମହା ସେବାLPG ସମସ୍ୟାକୁ ମୁକାବିଲା ପାଇଁ ସିଟି ଗ୍ୟାସ୍ ଭିତ୍ତିଭୂମି ତ୍ୱରାନ୍ୱିତବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ବଡ଼ ସଫଳତାବ୍ଲୁ ଇକୋନୋମି ସମିଟ୍–୨୦୨୬ରେ ଓଡ଼ିଶାର ବଡ଼ ଘୋଷଣାVTP ମଡେଲ ରଦ୍ଦ କରି ସିଧାସଳଖ ସରକାରୀ ନିଯୁକ୍ତି ଦାବି କଲେ ବୃତ୍ତିଗତ ପ୍ରଶିକ୍ଷକ

Monthly Archives
August 2020
ବାରିପଦା(ନିରପେକ୍ଷ ଖବର) ତା-୩୦/୦୮-ଲଘୁଚାପ ଜନିତ ବର୍ଷାରେ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଯାହା ଦ୍ୱାରା ଗଙ୍ଗାହାର ନଦୀ ବନ୍ୟାଜଳରେ ଭାସିଯାଇ ଜଣେ ମହିଳା ନିଖୋଜ ହୋଇଥିଲେ।ସେହି ନିଖୋଜ ହୋଇଥିବା ମହିଳା ଜଣଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ଗ୍ରାମବାସୀ ମାନଙ୍କ ଦ୍ବାରା…
ଡାକ୍ତର ଅଭୟ ପଟ୍ଟନାୟକ ଙ୍କୁ ସମ୍ମାନିତ କଲା ବ୍ରାଜିଲ ର ଏକ ସଂସ୍ଥା
କଟକ, ନିରପେକ୍ଷ ଖବର:ତା ୩୦/୦୮ ମାନବାଧିକାର ରକ୍ଷାକାରୀ ଡାକ୍ତର ଅଭୟ ରଞ୍ଜନ ପଟ୍ଟନାୟକ ଚଳିତ ବର୍ଷ ର ମର୍ଯ୍ୟାଦା ଜନକ ସମ୍ମାନ ପାଇବାର ସୌଭାଗ୍ୟ ଅର୍ଜନ କରିଛନ୍ତି।ସମାଜରେ ସଚେତନତା ସୃଷ୍ଟି କରି ଅନେକ ଅମୂଲ୍ୟ ଜୀବନ ବଞ୍ଚେଇବା ସହିତ ଉତ୍ସାଗିକୃତ ମନୋଭାବ ନେଇ ସେବା କରି ଥିବାରୁ ବ୍ରାଜିଲ…
ଜିଲ୍ଲାରେ କୋଭିଡ଼ ଟେଷ୍ଟ ସଂଖ୍ୟା ଏକ ଲକ୍ଷ ପହଞ୍ଚିଲା
ବାରିପଦା(ନିରପେକ୍ଷ ଖବର) ତା-୨୭/୦୮-ଜିଲ୍ଲା ପ୍ରସାଶନ ପକ୍ଷରୁ କୋଭିଡ଼ ଟେଷ୍ଟକୁ ବ୍ୟାପକ କରାଯାଇ ନମୁନା ପରୀକ୍ଷାର ସଂଖ୍ୟା ବୃଦ୍ଧି କରାଯାଇଛି। ଏଥି ସହିତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ଘଟୁଛି। ପ୍ରତେକ ଦିନ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତଙ୍କ ନମୁନା ପରୀକ୍ଷଣ…
ଜିଲ୍ଲାରେ ବନ୍ୟାଜନୀତ ବ୍ୟାପକ କ୍ଷୟକ୍ଷତି
ବାରିପଦା (ନିରପେକ୍ଷ ଖବର) ତା ୨୭/୦୮ ଗତ ୨୫ ରାତିରେ ଲଘୁଚାପ ଜନୀତ ପ୍ରବଳ ବର୍ଷାରେ ୨୬ ତାରିଖରେ ସୁବର୍ଣ୍ଣରେଖା, ବୁଢାବଳଙ୍ଗ, ଜଳକା, ଜରାଳି, ସରାଳି, ଜମ୍ଭୀରା ଆଦି ନଦୀରେ ବନ୍ୟା ଆସି ବ୍ୟାପକ କ୍ଷୟ କ୍ଷତି ହୋଇଥିବା ବେଳେ ବହୁ ଲୋକଙ୍କ ଘରେ ପାଣିପଶି ଯାଇଛି । ବହୁ କଚ୍ଚାଘର ଏପରିକି…
ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ, ମା’ ମୃତ ଝିଅ ଗୁରୁତର
ବାରିପଦା(ନିରପେକ୍ଷ ଖବର)ତା-୨୬/୦୮-ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଘରର କାନ୍ଥ ଭୁଶୁଡି ପଡିଲା। ଏହି ଦୁଃଖଦ ଘଟଣା ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଘଟିଛି। ଲଗାଣ ବର୍ଷାରେ ଘର କାନ୍ଥ ଭୁଶୁଡିବା ଫଳରେ ମାଆର ମୃତ ହେବା ସହିତ ଝିଅ ଗୁରୁତର ହୋଇଛି। ଆହତ ଝିଅକୁ ଡାକ୍ତରଖାନାରେ ଭର୍ତ୍ତି…
ବନ୍ୟା ପାଣିରେ ଭାସିଗଲେ ୩ ଜଣ…
ବାରିପଦା(ନିରପେକ୍ଷ ଖବର)ତା-୨୬/୦୮-ଲଘୁଚାପ ଜନିତ ବର୍ଷାରେ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ଯାହା ଦ୍ୱାରା ଗଙ୍ଗାହାର ନଦୀ ବନ୍ୟାଜଳରେ ଭାସିଯାଇ ଜଣେ ମହିଳା ନିଖୋଜ ହୋଇଥିବା ବେଳେ ଜମ୍ଭିରା ନଦୀ ବନ୍ୟା ଜଳରେ ଭାସି ଯାଇଥିବା ବୃଦ୍ଧା ଦମ୍ପତି ଉଦ୍ଧାର ହୋଇଥିବା ଜଣାପଡିଛି।…
ଲଘୁଚାପ ଜନିତ ବର୍ଷା ହେଲା କାଳ
ବାରିପଦା(ନିରପେକ୍ଷ ଖବର) ତା-୨୬/୦୮- ବାରିପଦା ସହର ଏକ ଲଗାଣ ବର୍ଷା ଯେ ସହିବାକୁ ଅସମର୍ଥ ତାହା ଆଜି ଧରା ପଡ଼ିଯାଇଛି।ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଲୋ ପ୍ରେସରରେ ପରିଣତ ହେବା ଦ୍ୱାରା ରାଜ୍ୟର ଅଧିକାଶଂ ଜିଲ୍ଲାରେ ବର୍ଷା ଲାଗି ରହିଛି। ମୟୁରଭଞ୍ଜ ଜିଲ୍ଲାର ସମେତ ବାରିପଦାରେ ସୋମବାର ଠାରୁ…
ନାବଳିକାକୁ ଅପହରଣ କରି ଦୁଷ୍କର୍ମ କରିଥିବା ଅଭିଯୋଗ।
ବାରିପଦା(ନିରପେକ୍ଷ ଖବର) ତା-୨୨/୦୮-ଘରେ କେହି ନଥିବାର ଫାଇଦା ନେଇ ନାବାଳିକାଙ୍କୁ ଅପହରଣ କରିବା ସହ ଦୀର୍ଘ ୩୫ ଦିନ ଧରି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଅଭାବନୀୟ ଘଟଣା ମୟୁରଭଞ୍ଜ ଜିଲ୍ଲାର ବଡ଼ସାହି ଥାନା ଅନ୍ତର୍ଗତ ଭିମଦା ଫାଣ୍ଡି ଅଞ୍ଚଳରେ ଘଟିଯାଇଛି। ଅଭିଯୁକ୍ତ ଜଣକ…
ସାର୍ବଜନୀନ ସ୍ଥାନରେ ଗଣେଶ ପୂଜା ମନା
ବାରିପଦା(ନିରପେକ୍ଷ ଖବର) ତା-୨୧/୦୮-ମୟୁରଭଞ୍ଜ ଜିଲାର କୌଣସି ସର୍ବସାଧାରଣ ସ୍ଥାନରେ ଏଥର ଗଣେଶ ପୂଜା ହେବ ନାହିଁ। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏହି ପ୍ରକାର ନିଷ୍ପତ୍ତି ଗ୍ରହଣ କରାଯାଇଛି। କୌଣସି ସାର୍ବଜନୀନ ସ୍ଥାନରେ ଗଣେଶ ପୂଜା କରିପାରିବେ ନାହିଁ…
ପ୍ରକାଶ ଡାଙ୍ଗଙ୍କୁ ବିଜେଡିର ଯୁଗ୍ମ ସମ୍ପାଦକ ଦାୟିତ୍ୱ
ବାରିପଦା(ନିରପେକ୍ଷ ଖବର) ତା-୨୧/୦୮-ବିଜେଡି ସଂଗଠନର ପୁନର୍ବିନ୍ୟାସ ଜାରି ରହିଛି। ଦଳର ସଙ୍ଗଠନକୁ ଆହୁରି ମଜବୁତ କରିବା ପାଇଁ ଦଳର ସାଙ୍ଗଠନିକ ପଦ ପଦବୀର ପୁନର୍ଗଠନ କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୫ ଜଣଙ୍କୁ ଦଳର ସମ୍ପାଦକ ଓ ୪୧ ଜଣଙ୍କୁ ଯୁଗ୍ମ ସମ୍ପାଦକ…
ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ
ବାରିପଦା(ନିରପେକ୍ଷ ଖବର) ତା-୧୯/୦୮-ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ)ପକ୍ଷରୁ ଯୁକ୍ତ ୨ ବାଣିଜ୍ୟର ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବହୁ ଘାତ ପ୍ରତିଘାତ ମଧ୍ୟରେ ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଫଳ ବାହାରିଥିବା ବେଳେ ରେଜଲ୍ଟ ମଧ୍ୟ ବେଶ୍ ଉତ୍ସାହଜନକ ରହିଛି।…
ଧାର୍ଯ ଲକ୍ଷ୍ୟ ଠାରୁ ବହୁ ଦୂରରେ ସୂବର୍ଣ୍ଣର୍ରେଖା ବୃହତ ଜଳସେଚନ ପ୍ରକଳ୍ପ
ବାରିପଦା (ନିରପେକ୍ଷ ଖବର) ତା୧୮/୦୮-ଓଡିଶାର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ଦେଇ ଯାଇଥିବା ବୃହତ ଜଳ ସେଚନ ପ୍ରକଳ୍ପ ସୂବର୍ଣ୍ଣର୍ରେଖା ଜଳସେଚନ ପ୍ରକଳ୍ପ ଦୀର୍ଘ ବର୍ଷ ହେଲା ମୟୂରଭଞ୍ଜ ଜିଲ୍ଲାରେ କାର୍ଯ୍ୟକାରୀ ହୋଇଆସୁଥିବା ବେଳେ ଅଦ୍ୟାବଧି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ପାରୁନାହିଁ…
କରୋନା ସମୟରେ ରାଜ କରୁଛନ୍ତି ଗଞ୍ଜେଇ ବେପାରୀ
ବାରିପଦା(ନିରପେକ୍ଷ ଖବର)ତା-୧୭/୦୮-କରୋନା ସମୟରେ ଲୋକେ ଖାଇବାକୁ ପାଉନାହାନ୍ତି କିନ୍ତୁ ଚୋରା ଗଞ୍ଜେଇ ବେପାରୀଙ୍କ ବେପାର କମୁନି।ସାଧାରଣ ଜନତା ବରଂ ମରନ୍ତୁ କିନ୍ତୁ ଆମେ ବେପାର କରିବୁ। ରାତା ରାତି କୋଟିପତି ହେବାର ନିଶା ପାଇଁ ଗଞ୍ଜେଇ ନିଶାକୁ ଏହି ଚୋରା ବେପାରୀ ମାନେ ଆପଣେଇ ନେଇଛନ୍ତି।…
ସ୍ୱାଧୀନତାର ୭୪ ବର୍ଷ ପରେ ବି ଏମିତି ଏକ ଗାଁ ଅଛି ଯେଉଁ ଗାଁ କୁ ଯିବାକୁ ରାସ୍ତା ନାହିଁ….
କଟକ, ନିରପେକ୍ଷ ଖବର:ତା ୧୫/୦୮/୨୦୨୦ ଏମିତି ଏକ ଗାଁ ଅଛି ଯେଉଁ ଗାଁ କୁ ଯିବାକୁ ରାସ୍ତାଟିଏ ନାହିଁ। ନାଉଗାଁ ବ୍ଲକ୍ ର ବ୍ରାହ୍ମଣୀ ଗାଁ ଯେଉଁ ଗାଁ କୁ ଯିବାକୁ ରାସ୍ତାଟିଏ ନାହିଁ। ଏହି ଗାଁର ଲୋକେ ବର୍ଷାଦିନେ ଗାଁ ଭିତରେ ବନ୍ଦୀ ହୋଇ ରହୁଛନ୍ତି।ନେତା,ମନ୍ତ୍ରୀ, ପ୍ରଶାସନ କେହି ବି ଏହି…
୭୪ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ
ବାରିପଦା(ନିରପେକ୍ଷ ଖବର)ତା-୧୫/ଅଗଷ୍ଟ/୨୦୨୦- ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।ମୟୁରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦା ଠାରେ ପାଳିତ ହୋଇଥିବା ଏହି ସ୍ୱାଧୀନ ଭାରତର ୭୪ତମ ସ୍ୱାଧୀନତା ଦିବସରେ ପର୍ଯ୍ୟଟନ,ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ଜ୍ୟୋତି…
ମୋତେ ଯେତେ ମାଠିବୁ ମାଠ, ମୁଁ ସେଇ ଦରପୋଡା କାଠ
ବାରିପଦା(ନିରପେକ୍ଷ ଖବର) ତା-୧୪/୦୮-ମୋତେ ଯେତେ ମାଠିବୁ ମାଠ ମୁଁ ସେଇ ଦରପୋଡା କାଠ। ଏ କଥା କହିବାର କାରଣ କଣ ଆପଣମାନେ ଜାଣିଛନ୍ତି ତ ! ଆମେ କହୁଛୁ ମୟୁରଭଞ୍ଜ ଜିଲ୍ଲାର ବିଜେଡି ନେତାଙ୍କର ମହାମାରୀ କରୋନା ସଂକ୍ରମଣ ରୋକିବାର ପ୍ରୟାସ କଥା । ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ…
ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ
ବାରିପଦା(ନିରପେକ୍ଷ ଖବର) ତା-୧୨/୦୮-ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ)ପକ୍ଷରୁ ଯୁକ୍ତ ୨ ବିଜ୍ଞାନର ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଉତ୍ତର ଓଡ଼ିଶା ଜୋନର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାସ ହାର ୭୧.୭ ପ୍ରତିଶତ ରହିଛି।ତେବେ ପ୍ରକାଶ ପାଇଥିବା…
ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ନିମନ୍ତେ ଓଡିଶା ହାଇକୋର୍ଟରେ ଜନସ୍ବାର୍ଥ ମାମଲା
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୮/୦୮ରାଜ୍ୟରୁ ଅସାମ୍ବିଧାନିକ ଚୁକ୍ତିଭିତ୍ତିକ ପ୍ରଥାର ମୁଳୋତ୍ପାଟନ ନିମନ୍ତେ ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ପକ୍ଷରୁ ଓଡିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ (PIL) ମୋକଦ୍ଦମା ରୁଜୁ କରାଯାଇଛି । ନିୟମିତ ନିଯୁକ୍ତି ପ୍ରକ୍ରିୟାରେ ଆସି…
ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ବାରିପଦା(ନିରପେକ୍ଷ ଖବର) ତା-୦୬/୦୮- ବାଲି ଓ ମୋରୋମ ମାଫିଆ ମାନେ ଏବେ ଶାସକ ଦଳ ନେତା ମନ୍ତ୍ରୀ ପ୍ରସାଶନିକ ଅଧିକାରୀଙ୍କୁ ହାତେଇ କୋଟି କୋଟି ଟଙ୍କାର ଲଘୁ ଖଣିିଜ ଦ୍ରବ୍ୟ ଚୋରା ଚାଲାଣ କରି ମୁନାଫା କମାଉଛନ୍ତି।ସାରା ଜିଲ୍ଲାରେ ଏହିଭଳି ଚାଲିଥିବା ବେଆଇନ କାର୍ଯ୍ୟକୁ ବିରୋଧ କରି ଆଜି…
କରୋନା ଯୋଦ୍ଧାଙ୍କ ଉଦ୍ଧେଶ୍ୟରେ ନିରବ ପ୍ରାର୍ଥନା
ବାରିପଦା(ନିରପେକ୍ଷ ଖବର)ତା-୦୫/୦୮-କରୋନା ସଂକ୍ରମଣ ପ୍ରତିହତ କରିବା ପାଇଁ ଯୋଦ୍ଧା ମାନେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି।କୋଭିଡ୍ ଯୁଦ୍ଧରେ ନିଜର ସୁଖ ସ୍ଵାଛନ୍ଦ୍ୟକୁ ତ୍ୟାଗ କରି ସଂକ୍ରମଣକୁ ରୋକିବା ପାଇଁ ଦିନରାତି ଏକ କରିଦେଇଥିବା କୋଭିଡ୍ ଯୋଦ୍ଧାମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ଏବଂ…
