Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space
Yearly Archives

2020

ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳାରେ ଟସର ବସ୍ତ୍ର

ଭୁବନେଶ୍ୱର ,ନିରପେକ୍ଷ ଖବର: ୨୮/୦୧/୨୦୨୦ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ‘ବୟନିକା’ ଦ୍ୱାରା ଜାନୁଆରୀ ୨୬ ତାରିଖଠାରୁ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା-୨୦୨୦ ଆରମ୍ଭ ହୋଇଛି । ଏହି ମେଳାରେ କାରିଗରମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ତଥା ଓଡ଼ିଶାର ପ୍ରତ୍ୟେକ ଉତ୍ପାଦକୁ…

ପୂର୍ବତଟ ରେଳପଥ ପକ୍ଷରୁ ୭୧ତମ ଗଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,ନିରପେକ୍ଷ ଖବର: ତା:୨୭ /୦୧/୨୦ ରେଳବାଇ ଷ୍ଟାଡିୟମ ଠାରେ ୭୧ତମ ଗଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଅଛି I ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟା ଭୂଷଣ ଏହି ଅବସରରେ ପତାକା ଉତ୍ତୋଳନ କରିବା ସହ ରେଳବାଇ ସୁରକ୍ଷା ବଳ ପକ୍ଷରୁ ଆୟୋଜିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ…

ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ୭୧ ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ।

ଭୁବନେଶ୍ୱର,ନିରପେକ୍ଷଖବର:ତା:୨୬/୦୧  ୭୧ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀର ମହାତ୍ମାଗାନ୍ଧୀ ମାର୍ଗରେ ଆଜି ରାଜ୍ୟ ସ୍ତରୀୟ ଜାତୀୟ ପତାକା ଉତୋଳନ ଓ ପ୍ୟାରେଡ୍ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଓଡିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍…

ଭାରତ ଏବଂ ବ୍ରାଜିଲର ବନ୍ଧୁତାରେ ନୂଆ ଅଧ୍ୟାୟ ଆରମ୍ଭ…

* ଜୈବ ଉର୍ଜା ତଥା ତୈଳ ଓ ଗ୍ୟାସ କ୍ଷେତ୍ରରେ ୨ଟି ଏମଓୟୁ ସ୍ୱାକ୍ଷରିତ ... * ଦ୍ୱିପାକ୍ଷିକ ଋଣନୈତିକ ସହଯୋଗକୁ ଆହୁରି ମଜବୁତ୍ କରିବା ପାଇଁ ବୃହତ ବଡ ଯୋଜନା ପ୍ରସ୍ତୁତ ହେଉଛି ...  * ଏମଓୟୁ ଦ୍ୱାରା ଦେଶରେ ଇଥାନଲର ଉତ୍ପାଦନରେ ଅଭିବୃଦ୍ଧି ହେବ ... * ଆଇଓସିଏଲ ଏବଂ ବ୍ରାଜିଲର…

ଭଗବାନଙ୍କ ଭରଷାରେ ପିଆରଏମ୍ ମେଡିକାଲର ରୋଗୀ

ଶିଶୁକୁ ନିଜେ ମା ଅକ୍ସଞ୍ଜେନ ଦେଉଥିବା ଭିଡ଼ିଓ ଭାଇରାଲ। ବାରିପଦା(ନିରପେକ୍ଷ ଖବର)ତା-୨୫/୦୧/୨୦୨୦-ପିଆରଏମ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ହେବା ପରେ ମୟୁରଭଞ୍ଜ ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଥିଲା। ଜିଲ୍ଲାବାସୀଙ୍କ ସବୁ ଦୁଃଖ ଲାଘବ ହେଲା ଭଳି ଲାଗୁଥିଲା। ହେଲେ ଲୋକଙ୍କର ଦୁଃଖ ଦୂର…

ଶିକ୍ଷକଙ୍କୁ ଛାତ୍ର ମାଲିସ କରୁଥିବାର ଭିଡିଓ ଭାଇରାଲ୍ ।

ବାରିପଦା(ନିରପେକ୍ଷ ଖବର)ତା-୨୪/୦୧-ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମାଲିସ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି ।ତେବେ ଉକ୍ତ ଭିଡ଼ିଓଟି ଦୁଇଦିନ ପୂର୍ବରୁ ଭାଇରଲ ହେବା ପରେ ବିଦ୍ୟାଳୟ, ଗ୍ରାମବାସୀ ଓ ଅବିଭାବକଙ୍କ ମହଲରେ ଉତ୍ତେଜନା ଦେଖାଦେଇଛି। ସୂଚନା ଅନୁଯାୟୀ ଏହି ସୋସିଆଲ…

ଜାତିଗତ ଜନଗଣନାକୁ ସ୍ୱାଗତ…

ଭୁବନେଶ୍ୱର, ନିରପେକ୍ଷ ଖବର:ତା,୨୨/୦୧/୨୦    ଜାତିଗତ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟରେ ସଙ୍କଳ୍ପ ପାରିତ ହୋଇଛି । ଏ ସଂକ୍ରାନ୍ତରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ପଦକ୍ଷେପକୁ ତେଲି ସମାଜ ପକ୍ଷରୁ ସ୍ୱାଗତ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ…

ରାଜ୍ୟ ସଭାପତି ଭାବେ ଦାୟୀତ୍ୱ ଗ୍ରହଣ କଲେ ସମୀର ମହାନ୍ତି…

* ଓଡିଶାକୁ ଭାରତବର୍ଷରେ ୧ ନମ୍ବର ରାଜ୍ୟ କରିବାକୁ ପଡିବ :ଧର୍ମେନ୍ଦ୍ର ପ୍ରଧାନ * ଓଡିଶାରେ ସରକାର ନହେବା ପର୍ଯ୍ୟନ୍ତ ଆମକୁ କଠିନ ପରିଶ୍ରମ କରିବାକୁ ପଡିବ : ପ୍ରତାପ ଷଡଙ୍ଗୀ * ସାଢେ ୪ କୋଟି ଓଡିଆଙ୍କ ସମସ୍ୟାରେ ଛିଡା ହେବେ ବିଜେପି କାର୍ଯ୍ୟକର୍ତା : ବସନ୍ତ ପଣ୍ଡା * ଆଗାମୀ ଦିନରେ…

ତିହିଡି ବ୍ଲକ୍ ରେ ଭୟାନକ ଅଗ୍ନିକାଣ୍ଡ…

ଭଦ୍ରକ,ତିହିଡି (ନିରପେକ୍ଷ ଖବର)୧୭/୧: ତିହିଡି ବ୍ଲକ ଅନ୍ତର୍ଗତ ସୟା ଗ୍ରାମପଞ୍ଚାୟତର ବାଉଁଶବାଗ ଗାଁରେ ଭୟାନକ ଅଗ୍ନିକାଣ୍ଡ ଘଟିଛି. ୪ ବଖରା ଘର ସହ ୨ ଗାଈ ଜଳିପୋଡି ପାଉଁଶ ହୋଇଯାଇଛି.. ଘଟଣାସ୍ଥଳରେ ଦମକଳବାହିନୀ ପହଂଚି ନିଆଁକୁ ଆୟତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ନିଆଁରେ ପଞ୍ଚାନନ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭୁଜାଲି ମାଡ।

ବାରିପଦା(ନିରପେକ୍ଷ ଖବର)ତା୧୬/୦୧/୨୦୨୦-ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭୁଜାଲି ମାଡ।ଦିବଲୋକ ରେ ବିଚ ରାସ୍ତାରେ ଚୁରା ମାଡ କଲେ ଯୁବକ।ଯାହା ଫଳରେ ସ୍ଥାନୀୟ ଲୋକ ଜାତୀୟ ରାଜପଥ ଅବରୋଧ କରି ବସି ରହିଛନ୍ତି।ଉଭୟ ପାର୍ଶ୍ୱରେ ଶହ ଶହ ସଂଖ୍ୟ ର ଟ୍ରକ ବସ ସବୁ ଅଟକି ରହିଛି।ସ୍ଥାନୀୟ ଲୋକଙ୍କ…

ମକର ସଂକ୍ରାନ୍ତି ପାଇଁ ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ୍ ….

ଭୁବନେଶ୍ୱର,ନିରପେକ୍ଷ ଖବର:ତା,୧୪/୦୧/୨୦-ଆସନ୍ତାକାଲି ମକର ସଂକ୍ରାନ୍ତି ପାଈଁ ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ ପବିତ୍ର ମକର ସଂକ୍ରାନ୍ତିକୁ ଓଡିଶାର ଗଣପର୍ବ ଭାବେ ପାଳନ କରାଯାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଏହି ଛୁଟି ଘୋଷଣା…

ନାଗରିକ ସଂଶୋଧନ ଆଇନ ସମର୍ଥନରେ ସ୍ଲୋଗାନ ଦେବା ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଲା…

ଭୂବନେଶ୍ୱର,ନିରପେକ୍ଷ ଖବର: ତା.୧୩/୦୧: ନାଗରିକତା ସଂଶୋଧନ ବିଧେୟକ -୨୦୧୯ ସିଏଏକୁ ନେଇ ବିରୋଧୀଙ୍କ ଅପପ୍ରଚାର ବିରୁଦ୍ଧରେ ବିଜେପି ଯୁବମୋର୍ଚ୍ଚା ତରଫରୁ ଜନସଚେତନା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ଏହି ଜନସଚେତନା ମାଧ୍ୟମରେ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି ସାଧାରଣ ନାଗରିକଙ୍କୁ…

ଶିମିଳିପାଳରେ ବରଫ ବର୍ଷା….

ବାରିପଦା(ନିରପେକ୍ଷ ଖବର)ତା-୧୩/ଜାନୁଆରୀ/୨୦୨୦-ରାଜ୍ୟକୁ ପୁଣି ଫେରିଛି ଶୀତ ।ଶୀତ ର ପ୍ରକୋପରୁ ସାରା ଓଡିଶା ବର୍ତ୍ତି ପାରୁନାହିଁ । ପ୍ରବଳ ଜାଡରେ ଥରୁଛି ଓଡିଶା । ଆଂଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ ଓଡ଼ିଶାର ବିଭିନ୍ନ ସ୍ଥାନ ମାନଙ୍କ ରେ ଥଣ୍ଡା…

ଶରଣାର୍ଥୀଙ୍କୁ ନାଗରିକତା ପ୍ରଦାନ କରିବା ପାଇଁ ହୋଇଛି ନାଗରିକତା ସଂଶୋଧନ ଆଇନ:

* ବିରୋଧୀଙ୍କ ଗୁଜବ ଏବଂ ମିଥ୍ୟା ପ୍ରଚାରରୁ ଦୂରରେ ରହି ସିଏଏକୁ ସମର୍ଥନ କରନ୍ତୁ :ବସନ୍ତ ପଣ୍ଡା... * ସିଏଏ ଦ୍ୱାରା କାହାରି ନାଗରିକତା ଯିବନି ବୋଲି ସଂସଦରେ ଗୃହମନ୍ତ୍ରୀ କହିଛନ୍ତି :ନିତେଶ ଗଙ୍ଗଦେବ... * ପାକିସ୍ତାନରେ ୨୩ ପ୍ରତିଶତ ଅଳ୍ପସଂଖ୍ୟକ ଏବେ ୩ ପ୍ରତିଶତରେ ପହଂଚିଛି :ସୁରେଶ…

ନବୀନଙ୍କ ନେତୃତ୍ୱରେ ରାଜ୍ୟ ପୋଲିସର ଲଜ୍ଜାଜନକ ପ୍ରଦର୍ଶନ…

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୦.୦୧,୨୦ – ରାଜ୍ୟ ସରକାର ବିଭିନ୍ନ ସମୟରେ ଲୋକଙ୍କୁ ଭୁଆଁ ବୁଲାଇବା ପାଇଁ ରାଜ୍ୟ ଓ ଦେଶ ବାହାରୁ ବିଭିନ୍ନ ଅନୁଷ୍ଠାନମାନଙ୍କ ଠାରୁ ସ୍ୱଚ୍ଛ ଶାସନରେ ପ୍ରଥମ ପୁରସ୍କାର ଗ୍ରହଣ କରୁଥିବା ସ୍ଥଳେ ବାସ୍ତବ କ୍ଷେତ୍ରରେ ରାଜ୍ୟ ସରକାର ଭାରତବର୍ଷରେ ସ୍ୱଚ୍ଛ ଶାସନ…

ଭିନ୍ନକ୍ଷମଙ୍କ ପାଇଁ କୃତ୍ରିମ ଅଙ୍ଗ ପ୍ରସ୍ତୁତିରେ ଅଧିକ ଧ୍ୟାନ ଦିଆଯିବ

ଭୁବନେଶ୍ୱର,ନିରପେକ୍ଷ ଖବର: ୧୦/୦୧/୨୦୨୦ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ କୃତି୍ରମ ଅଙ୍ଗ ନିର୍ମାଣ ବାବଦରେ ବିଶେଷ ଧ୍ୟାନ ଦେବ । ଫଳରେ ଭିନ୍ନକ୍ଷମମାନଙ୍କୁ ବିଭିନ୍ନ ଶିବିର ତଥା ‘କ୍ଷମତା ଏକ୍ସପ୍ରେସ୍‌’ ନିର୍ଘଣ୍ଟ ସ୍ଥାନଗୁଡ଼ିକରେ ପରୀକ୍ଷାକ୍ରମେ ନିର୍ଦ୍ଧାରିତ…

ଭତ୍ତା ନେଲା ଜୀବନ

*ରାସ୍ତା ପାରି ହେଉଥିବା ବେଳେ ଅଜଣା ଗାଡି ଧକ୍କାରେ ବୃଦ୍ଧା ଙ୍କ ମୃତ୍ୟୁ..... ବାରିପଦା(ନିରପେକ୍ଷ ଖବର)ତା-୧୦/ଜାନୁଆରୀ/୨୦୨୦-ଭତ୍ତା ନେବା ପାଇଁ ରାସ୍ତା ପାରି ହେଉଥିବା ବେଳେ ଅଜଣା ଗାଡି ଧକ୍କାରେ ବୃଦ୍ଧା ଙ୍କ ମୃତ୍ୟୁ। ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଥାନା ୧୮ ନମ୍ବର ଜାତୀୟ…

ରାଇରଙ୍ଗପୁର ଆଇଟିଡିଏ ଅଫିସରେ ମୟୂରଭଞ୍ଜ ସାଂସଦ ଓ ରାଇରଙ୍ଗପୁର ବିଧାୟକ ଙ୍କ ଦାଦାଗିରି।

*ପ୍ରକଳ୍ପ ପ୍ରଶାସକଙ୍କ ସହ ଯୁକ୍ତିତର୍କ... *ସାଂସଦ ଓ ବିଧାୟକ ଙ୍କ ନାମରେ ଥାନାରେ ପଡିଲା ଏତଲା... ବାରିପଦା(ନିରପେକ୍ଷ ଖବର)ତା-୧୦/ଜାନୁଆରୀ/୨୦୨୦:ମୟୁରଭଂଜ ଜିଲ୍ଲାର ରାଇରଙ୍ଗପୁର ଆଦିବାସୀ ସମନ୍ଵିତ ପ୍ରକଳ୍ପ ଅଫିସରେ ମୟୁରଭଞ୍ଜ ସାଂସଦ ଇଂ ବିଶେଶ୍ୱର ଟୁଡୁ, ରାଇରଙ୍ଗପୁର ବିଧାୟକ…

ଓଡିଶାର ଜନତା କଂଗ୍ରେସ ଏବଂ ବାମପନ୍ଥୀଙ୍କ ବନ୍ଦ ଡାକରାକୁ ପ୍ରତ୍ୟାଖାନ କରିଛନ୍ତି :ବିଜେପି

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୦୮/୦୧: କଂଗ୍ରେସ ଏବଂ ବାମପନ୍ଥୀଙ୍କ ଭାରତ ବନ୍ଦ ଆଜି ସଂପୂର୍ଣ୍ଣ ଭାବେ ବିଫଳ ହୋଇଛି । ଆଜି ଜୀବନଯାତ୍ରା ପୂରା ସ୍ୱାଭାବିକ ରହିଥିଲା । କଂଗ୍ରେସ ବନ୍ଦ ସମୟରେ ହିଂସା ସୃଷ୍ଟି କରେ । ଏହାକୁ ଦୃଷ୍ଟିରେ ରଖି କିଛି ସ୍ଥାନରେ ଦୋକାନ ବଜାର ବନ୍ଦ ଥିଲା । ରାଜଧାନୀ…