
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ନିର୍ବାଚନ ପାଇଁ AAP ର ପ୍ରସ୍ତୁତି ବୈଠକଭୁବନେଶ୍ୱରରେ KGF ମେଗା କନକ୍ଲେଭଇତିହାସ ରଚିଲେ ମୋଦିବିଶ୍ୱ ଜଳଦିବସରେ ଭୁବନେଶ୍ୱରରେ ମହା ସେବାLPG ସମସ୍ୟାକୁ ମୁକାବିଲା ପାଇଁ ସିଟି ଗ୍ୟାସ୍ ଭିତ୍ତିଭୂମି ତ୍ୱରାନ୍ୱିତବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ବଡ଼ ସଫଳତାବ୍ଲୁ ଇକୋନୋମି ସମିଟ୍–୨୦୨୬ରେ ଓଡ଼ିଶାର ବଡ଼ ଘୋଷଣାVTP ମଡେଲ ରଦ୍ଦ କରି ସିଧାସଳଖ ସରକାରୀ ନିଯୁକ୍ତି ଦାବି କଲେ ବୃତ୍ତିଗତ ପ୍ରଶିକ୍ଷକ୧୨ ରାଶିର ବଡ଼ ଭବିଷ୍ୟବାଣୀଡିଜିଟାଲ୍ ଦୁନିଆରେ ଶିଶୁ ଅସୁରକ୍ଷିତ?ତୈଳ ବଜାର ହଳଚଳରିଲାଏନ୍ସ ଗ୍ରୁପ୍କୁ ବଡ଼ ଝଟକା! ED ଜବତ କଲା ୫୮୧ କୋଟିର ସମ୍ପତ୍ତିଭୁବନେଶ୍ୱରରେ ବଡ଼ Cyber Fraud ଖୋଲାସା! ୨.୩୫ କୋଟି ଟଙ୍କା ଟ୍ରାନ୍ସାକ୍ସନ୍, ୨ ଗିରଫପୁରୀ ବେଳାଭୂମିରେ “Fit India Carnival” ମାର୍ଚ୍ଚ 21ରୁ 3 ଦିନିଆ ବଡ଼ କାର୍ଯ୍ୟକ୍ରମଟୋକିଓରେ ଓଡ଼ିଶା ଛାତ୍ରଛାତ୍ରୀଙ୍କ କମାଲ !ପଞ୍ଚସଖା ଶିକ୍ଷା ସେତୁ ବୈଠକ: ୨୩ ଜିଲ୍ଲାରେ ୯ କୋଟି ଟଙ୍କାର ୮୯୬ ପ୍ରକଳ୍ପ ମଞ୍ଜୁରରୋଟାରୀ କ୍ଲବ୍ ଭୁବନେଶ୍ବର ଆଞ୍ଜେଲା ପକ୍ଷରୁ ମହିଳା ଦିବସଭୁବନେଶ୍ୱରରେ ଅସ୍ତ୍ର ସହ ୨ ଯୁବକ ଗିରଫ | NH-316 ବାଇପାସରେ ଛିନତାଇ ପ୍ଲାନ୍!ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ଆନ୍ଦୋଳନ ତୀବ୍ରତର ହେବଭୁବନେଶ୍ୱରରେ ଆଇଏଏସ୍ ସ୍ତରରେ ବଡ଼ ଅଦଳବଦଳ

Yearly Archives
2020
ବାରିପଦା(ନିରପେକ୍ଷ ଖବର) ତା-୨୧/୦୮-ବିଜେଡି ସଂଗଠନର ପୁନର୍ବିନ୍ୟାସ ଜାରି ରହିଛି। ଦଳର ସଙ୍ଗଠନକୁ ଆହୁରି ମଜବୁତ କରିବା ପାଇଁ ଦଳର ସାଙ୍ଗଠନିକ ପଦ ପଦବୀର ପୁନର୍ଗଠନ କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୫ ଜଣଙ୍କୁ ଦଳର ସମ୍ପାଦକ ଓ ୪୧ ଜଣଙ୍କୁ ଯୁଗ୍ମ ସମ୍ପାଦକ…
ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ
ବାରିପଦା(ନିରପେକ୍ଷ ଖବର) ତା-୧୯/୦୮-ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ)ପକ୍ଷରୁ ଯୁକ୍ତ ୨ ବାଣିଜ୍ୟର ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବହୁ ଘାତ ପ୍ରତିଘାତ ମଧ୍ୟରେ ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଫଳ ବାହାରିଥିବା ବେଳେ ରେଜଲ୍ଟ ମଧ୍ୟ ବେଶ୍ ଉତ୍ସାହଜନକ ରହିଛି।…
ଧାର୍ଯ ଲକ୍ଷ୍ୟ ଠାରୁ ବହୁ ଦୂରରେ ସୂବର୍ଣ୍ଣର୍ରେଖା ବୃହତ ଜଳସେଚନ ପ୍ରକଳ୍ପ
ବାରିପଦା (ନିରପେକ୍ଷ ଖବର) ତା୧୮/୦୮-ଓଡିଶାର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ଦେଇ ଯାଇଥିବା ବୃହତ ଜଳ ସେଚନ ପ୍ରକଳ୍ପ ସୂବର୍ଣ୍ଣର୍ରେଖା ଜଳସେଚନ ପ୍ରକଳ୍ପ ଦୀର୍ଘ ବର୍ଷ ହେଲା ମୟୂରଭଞ୍ଜ ଜିଲ୍ଲାରେ କାର୍ଯ୍ୟକାରୀ ହୋଇଆସୁଥିବା ବେଳେ ଅଦ୍ୟାବଧି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ପାରୁନାହିଁ…
କରୋନା ସମୟରେ ରାଜ କରୁଛନ୍ତି ଗଞ୍ଜେଇ ବେପାରୀ
ବାରିପଦା(ନିରପେକ୍ଷ ଖବର)ତା-୧୭/୦୮-କରୋନା ସମୟରେ ଲୋକେ ଖାଇବାକୁ ପାଉନାହାନ୍ତି କିନ୍ତୁ ଚୋରା ଗଞ୍ଜେଇ ବେପାରୀଙ୍କ ବେପାର କମୁନି।ସାଧାରଣ ଜନତା ବରଂ ମରନ୍ତୁ କିନ୍ତୁ ଆମେ ବେପାର କରିବୁ। ରାତା ରାତି କୋଟିପତି ହେବାର ନିଶା ପାଇଁ ଗଞ୍ଜେଇ ନିଶାକୁ ଏହି ଚୋରା ବେପାରୀ ମାନେ ଆପଣେଇ ନେଇଛନ୍ତି।…
ସ୍ୱାଧୀନତାର ୭୪ ବର୍ଷ ପରେ ବି ଏମିତି ଏକ ଗାଁ ଅଛି ଯେଉଁ ଗାଁ କୁ ଯିବାକୁ ରାସ୍ତା ନାହିଁ….
କଟକ, ନିରପେକ୍ଷ ଖବର:ତା ୧୫/୦୮/୨୦୨୦ ଏମିତି ଏକ ଗାଁ ଅଛି ଯେଉଁ ଗାଁ କୁ ଯିବାକୁ ରାସ୍ତାଟିଏ ନାହିଁ। ନାଉଗାଁ ବ୍ଲକ୍ ର ବ୍ରାହ୍ମଣୀ ଗାଁ ଯେଉଁ ଗାଁ କୁ ଯିବାକୁ ରାସ୍ତାଟିଏ ନାହିଁ। ଏହି ଗାଁର ଲୋକେ ବର୍ଷାଦିନେ ଗାଁ ଭିତରେ ବନ୍ଦୀ ହୋଇ ରହୁଛନ୍ତି।ନେତା,ମନ୍ତ୍ରୀ, ପ୍ରଶାସନ କେହି ବି ଏହି…
୭୪ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ
ବାରିପଦା(ନିରପେକ୍ଷ ଖବର)ତା-୧୫/ଅଗଷ୍ଟ/୨୦୨୦- ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।ମୟୁରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦା ଠାରେ ପାଳିତ ହୋଇଥିବା ଏହି ସ୍ୱାଧୀନ ଭାରତର ୭୪ତମ ସ୍ୱାଧୀନତା ଦିବସରେ ପର୍ଯ୍ୟଟନ,ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ଜ୍ୟୋତି…
ମୋତେ ଯେତେ ମାଠିବୁ ମାଠ, ମୁଁ ସେଇ ଦରପୋଡା କାଠ
ବାରିପଦା(ନିରପେକ୍ଷ ଖବର) ତା-୧୪/୦୮-ମୋତେ ଯେତେ ମାଠିବୁ ମାଠ ମୁଁ ସେଇ ଦରପୋଡା କାଠ। ଏ କଥା କହିବାର କାରଣ କଣ ଆପଣମାନେ ଜାଣିଛନ୍ତି ତ ! ଆମେ କହୁଛୁ ମୟୁରଭଞ୍ଜ ଜିଲ୍ଲାର ବିଜେଡି ନେତାଙ୍କର ମହାମାରୀ କରୋନା ସଂକ୍ରମଣ ରୋକିବାର ପ୍ରୟାସ କଥା । ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ…
ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ
ବାରିପଦା(ନିରପେକ୍ଷ ଖବର) ତା-୧୨/୦୮-ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ)ପକ୍ଷରୁ ଯୁକ୍ତ ୨ ବିଜ୍ଞାନର ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଉତ୍ତର ଓଡ଼ିଶା ଜୋନର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାସ ହାର ୭୧.୭ ପ୍ରତିଶତ ରହିଛି।ତେବେ ପ୍ରକାଶ ପାଇଥିବା…
ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ନିମନ୍ତେ ଓଡିଶା ହାଇକୋର୍ଟରେ ଜନସ୍ବାର୍ଥ ମାମଲା
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୮/୦୮ରାଜ୍ୟରୁ ଅସାମ୍ବିଧାନିକ ଚୁକ୍ତିଭିତ୍ତିକ ପ୍ରଥାର ମୁଳୋତ୍ପାଟନ ନିମନ୍ତେ ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ପକ୍ଷରୁ ଓଡିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ (PIL) ମୋକଦ୍ଦମା ରୁଜୁ କରାଯାଇଛି । ନିୟମିତ ନିଯୁକ୍ତି ପ୍ରକ୍ରିୟାରେ ଆସି…
ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ବାରିପଦା(ନିରପେକ୍ଷ ଖବର) ତା-୦୬/୦୮- ବାଲି ଓ ମୋରୋମ ମାଫିଆ ମାନେ ଏବେ ଶାସକ ଦଳ ନେତା ମନ୍ତ୍ରୀ ପ୍ରସାଶନିକ ଅଧିକାରୀଙ୍କୁ ହାତେଇ କୋଟି କୋଟି ଟଙ୍କାର ଲଘୁ ଖଣିିଜ ଦ୍ରବ୍ୟ ଚୋରା ଚାଲାଣ କରି ମୁନାଫା କମାଉଛନ୍ତି।ସାରା ଜିଲ୍ଲାରେ ଏହିଭଳି ଚାଲିଥିବା ବେଆଇନ କାର୍ଯ୍ୟକୁ ବିରୋଧ କରି ଆଜି…
କରୋନା ଯୋଦ୍ଧାଙ୍କ ଉଦ୍ଧେଶ୍ୟରେ ନିରବ ପ୍ରାର୍ଥନା
ବାରିପଦା(ନିରପେକ୍ଷ ଖବର)ତା-୦୫/୦୮-କରୋନା ସଂକ୍ରମଣ ପ୍ରତିହତ କରିବା ପାଇଁ ଯୋଦ୍ଧା ମାନେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି।କୋଭିଡ୍ ଯୁଦ୍ଧରେ ନିଜର ସୁଖ ସ୍ଵାଛନ୍ଦ୍ୟକୁ ତ୍ୟାଗ କରି ସଂକ୍ରମଣକୁ ରୋକିବା ପାଇଁ ଦିନରାତି ଏକ କରିଦେଇଥିବା କୋଭିଡ୍ ଯୋଦ୍ଧାମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ଏବଂ…
ଅଭିନେତା ବିଜୟ ମହାନ୍ତି ଙ୍କ ଏକାଦଶାହ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ
ନିଆଳି,ନିରପେକ୍ଷ ଖବର:ତା ୩୦/୦୭ ନିଆଳି ର ମନୋରଞ୍ଜନ ଶିଳ୍ପାନୁଷ୍ଠାନ 'ରିମା କ୍ରିଏସନ' ର ଟୋଲା ଗୋପୀନାଥ ପୁର ଗ୍ରାମ ସ୍ଥିତ ପ୍ରକଳ୍ପ ଠାରେ ଓଡ଼ିଶାର ସୁଦକ୍ଷ ଅଭିନେତା ତଥା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ପୂର୍ବତନ ଅଧକ୍ଷ ସ୍ବର୍ଗତ ବିଜୟ ମହାନ୍ତି ଙ୍କ ର ଏକା ଦଶାହ ଉପଲକ୍ଷେ ବିଭିନ୍ନ…
ବ୍ରାଉନ ସୁଗାର ବ୍ୟବସାୟୀକୁ ୪ ଦିନିଆ ରିମାଣ୍ଡରେ ନେଲା ଏସ.ଟି.ଏଫ ଟିମ୍
ବାରିପଦା(ନିରପେକ୍ଷ ଖବର) ତା-୨୦/୦୭-ଏସଟିଏଫ ଦ୍ୱାରା ଧରାପଡ଼ି ଗିରଫ କରାଯାଇଥିବା ବ୍ରାଉନ ସୁଗାର ବ୍ୟବସାୟୀକୁ ମୟୂରଭଞ୍ଜ ଜିଲ୍ଲାର ଜିଲ୍ଲା ଦୈରାଜଜଙ୍କ କୋର୍ଟରେ ହାଜର କରାଯାଇଛି।ଗିରଫ ଅଭିଯୁକ୍ତ ବାରିପଦା ଚିପଟ ଅସ୍ତିଆ ଅଂଚଳର ସେକ ଆସିଫଙ୍କୁ ଏସ ଟି ଏଫ ର ସ୍ୱତନ୍ତ୍ର ଟିମ୍ ବାରିପଦା…
କରୋନାକୁ ହରାଇଲେ ହାବିଲଦାର….
ବାରିପଦା(ନିରପେକ୍ଷ ଖବର) ତା-୨୦/୦୭-କରୋନାକୁ ହରାଇଲେ ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନାର ହାବିଲଦାର କାରୁହରୀ ମାଝୀ। ଗତ ମେ ମାସ ୨୧ ତାରିଖରେ ସେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। କରୋନା ଯୋଦ୍ଧା ଭାବେ କାର୍ଯ୍ୟରତ ଥିବା ସମୟରେ କାରୁହରୀ ମାଝୀ ମହାମାରୀ କରୋନାରେ ସଂକ୍ରମଣ ହୋଇଥିଲେ ।…
୩ କିଲୋରୁ ଅଧିକ ବ୍ରାଉନ ସୁଗାର ଜବତ, ଜଣେ ଗିରଫ
ବାରିପଦା (ନିରପେକ୍ଷ ଖବର)ତା-୧୯/୭- ସାରା ରାଜ୍ୟରେ ବ୍ରାଉନ ସୁଗାର ଭଳି ମାରାତ୍ମକ ନିସା କାରବାର ଦିନକୁ ଦିନ ବଢିଚାଲିଥିବା ବେଲେ ଏହାର କବଳରେ ଯୁବ ସମାଜ କବଳିତ ହୋଇ ନିଜ ହସିଲା ସୁଖ ଶାନ୍ତିର ପରିବାରକୁ ନଷ୍ଟ କରୁଛନ୍ତି। ଏଥି ସହିତ ଏହାର ପ୍ରଭାବରେ ମଧ୍ୟ ବହୁ ଅପରାଧିକ ମାମଲା ବଢିବାର…
ପିଆରଏମରେ ରାପିଡ ଆଣ୍ଟିଜେନ ଟେଷ୍ଟ ଆରମ୍ଭ
ବାରିପଦା(ନିରପେକ୍ଷ ଖବର)ତା-୧୮/୦୭-ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ରାପିଡ ଆଣ୍ଟିଜେନ ଟେଷ୍ଟ ଆରମ୍ଭ ହୋଇଯାଇଛି।ପୂର୍ବରୁ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ଏହି ପରୀକ୍ଷଣ ସେବା ଆରମ୍ଭ ହୋଇଯାଇଥିବା ବେଳେ ଗତ ଶୁକ୍ରବାର ଠାରୁ ଏଠାରେ ଆରମ୍ଭ…
ପୁଅ ବୋହୁ ସାଜିଲେ ବଇରି
ଉଦ୍ଧାର କଲେ ଦେବାଶିଷ...
ବାରିପଦା(ନିରପେକ୍ଷ ଖବର)ତା-୧୩/୦୭-ପୁଅ ବୋହୁ ସାଜିଲେ ବଇରି। ବୃଦ୍ଧ ଅବସ୍ଥାରେ ପୁଅ ବୋହୁଙ୍କ ନିର୍ଯ୍ୟାତନା ସହି ନ ପାରି ଘର ଛାଡିଥିଲେ ଦମ୍ପତି। ଦୀର୍ଘ ଆଠ ବର୍ଷ ଧରି ଏକ ଜରି ଛପର ଘରେ ସେମାନେ ଜୀବନ କାଟୁଥିଲେ। ମୋରୋଡା ବ୍ଲକ ଅଞ୍ଚଳରେ ଏଭଳି ଦୁଃଖଦ ଘଟଣା…
ଏମିତି ବି ଆସେ ମୃତ୍ୟୁ
ବାରିପଦା(ନିରପେକ୍ଷ ଖବର)ତା-୧୩/୦୭-ଏମିତି ବି ମୃତ୍ୟୁ ଆସିଥାଏ,ଶୁଣିଲେ ବି ଆପଣ ଆଶ୍ଚର୍ଯ୍ୟ ହେବେ! ଏମିତି ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଝାରପୋଖରୀଆ ଥାନା ଅଞ୍ଚଳରେ। ଜିଲ୍ଲା ଦେଇ ଯାଇଥିବା ୪୯ନମ୍ବର ଜାତୀୟ ରାଜପଥରେ ୩ କିମି ଦୂର ଜାଲଦା ନିକଟସ୍ଥ ଏକ ଢାବାରେ…
ଆଉ ନାହାଁନ୍ତି ମୟୁରଭଞ୍ଜ ରାଜମାତା …
ବାରିପଦା(ନିରପେକ୍ଷ ଖବର)ତା-୧୩/୦୭- ମୟୁରଭଞ୍ଜ ରାଜଵଂଶରେ ଆଉ ଏକ ପିଢ଼ିର ଅବସାନ ଘଟିଛି।ପ୍ରଜାବତ୍ସଳ ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ପରଲୋକ ହୋଇଯାଇଛି।ତାଙ୍କ ବିୟୋଗରେ ସାରା ମୟୁରଭଞ୍ଜ ସ୍ତବ୍ଧ ପାଲଟିଯାଇଛି। ମହାରାଜା ପ୍ରଦୀପ ଚନ୍ଦ୍ର ଭଞ୍ଜଦେଓଙ୍କ ସେ ଥିଲେ…
ସାମାଜିକ ଦୂରତା ବରଂ ଚୁଲିକି ଯାଉ ଆମେ କିନ୍ତୁ ଆମର ପ୍ରଚାର କରିବୁ
*ତୁମେ କଲେ ଲିଳା, ଆମେ କଲେ କିଳା
ବାରିପଦା(ନିରପେକ୍ଷ ଖବର)ତା-୦୬/୦୭-ସାମାଜିକ ଦୂରତା ସବୁ ଚୁଲିକୁ ଯାଉ। ଆମର କଣ ଗଲା। ଆମେ ପରା ନେତା। ଆମେ ଆଇନ ତିଆରି କରୁଛୁ , ଯାହା ଇଛା ତାହା କରିବୁ। ମନା କିଏ କରିବ ? କରୋନା ପାଇଁ ସାରା ଦେଶ କାନ୍ଦୁଥିବା ବେଳେ ମୟୁରଭଞ୍ଜ ନେତାମାନେ…
