Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space
Yearly Archives

2020

ପାଣିରେ ବୁଡି ଯୁବକଙ୍କ ମୃତ୍ୟୁ

ବାରିପଦା(ନିରପେକ୍ଷ ଖବର)ତା-୦୫/୦୭-ନଦୀବନ୍ଧରେ ଗାଧୋଇବା ବେଳେ ପାଣିରେ ବୁଡି ଯୁବକଙ୍କ ମୃତ୍ୟୁ ଘଟିଛି।ଏହି ଭଳି ଅଭାବନୀୟ ଘଟଣା ଘଟିଯାଇଛି ମୟୁରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଖୁଣ୍ଟା ବ୍ଲକର ଡୁକୁରା ଗ୍ରାମରେ।ରବିବାର ମଧ୍ୟାହ୍ନ ସମୟରେ ଘର ନିକଟରେ ଥିବା ଏକ ନଦୀବନ୍ଧରେ ଗାଧୋଇବା ପାଇଁ…

ବିପଦ ବେଳ ର ବନ୍ଧୁ ହିଁ ପ୍ରକୁତ ବନ୍ଧୁ

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୦୪/୦୭ କରୋନା ଭଳି ମହାମାରୀ ସମୟରେ ଅସହାୟ ମାନଙ୍କୁ ସହାୟତା ର ହାତ ବଢ଼ାଇଛି ଆର୍ ଏନ୍ ଆର୍ ଏଯ୍ୟୁକେସନାଲ୍ ଆଣ୍ଡ ଚ୍ୟାରିଟିବୁଲ୍ ଟ୍ରଷ୍ଟ ।। ଗତ ୩ ତାରିଖ ଦିନ ଦିବ୍ୟ ଜ୍ୟୋତି ସେବା ଆଶ୍ରମରେ ଖାଦ୍ୟ ଏବଂ ହାଇଯେନିକ୍ କିଟ୍ ବଣ୍ଟନ କରି ସାମାଜିକ ମୂଲ୍ୟବୋଧ…

ସଟଡାଉନରେ ମାଲକାନଗିରି ଶୁନଶାନ ….

ମାଲକାନଗିରି,ନିରପେକ୍ଷ ଖବର:ତା ୦୪/୦୭: ସଟଡାଉନରେ ମାଲକାନଗିରି ଜିଲ୍ଲାରେ ଗଡ଼ିଲାନି ଗାଡି। ଦୋକାନ ବଜାର ସବୁ ବନ୍ଦ। ଚାରିଆଡେ ଖାଲି ଶୁନଶାନ।କୋରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ବିଶେଷ କରି ମାଲକାନଗିରି ମ୍ୟୁନିସିପାଲଟିରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।…

ମୟୂରଭଞ୍ଜ ଜିଲ୍ଲାରେ ପ୍ରଥମ ସପ୍ତାହାନ୍ତ ସଟଡାଉନ।

ବାରିପଦା(ନିରପେକ୍ଷ ଖବର) ତା-୦୪/୦୭-ମୟୁରଭଞ୍ଜ ଜିଲ୍ଲାରେ ଜୁଲାଇ ଶେଷ ପର୍ଯ୍ୟନ୍ତ ସପ୍ତାହାନ୍ତ ସଟଡାଉନ ଘୋଷଣା କରାଯାଇଛି। ଜିଲ୍ଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି।ଏବେ ଜିଲ୍ଲାରେ ମୋଟ ୨୫୩ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ପ୍ରତିହତ କରିବା ପାଇଁ ରାଜ୍ୟ…

ପୁଣି ୧୦ ଆକ୍ରାନ୍ତ ଚିନ୍ହଟ

ବାରିପଦା(ନିରପେକ୍ଷ ଖବର)ତା-୦୩/୦୭-ମୟୂରଭଞ୍ଜ ଜିଲ୍ଲାରୁ କିଛି ଦିନ ହେବ ପ୍ରତିଦିନ କରୋନା ଆକ୍ରାନ୍ତ ଚିନ୍ହଟ ହେବାରେ ଲାଗିଛନ୍ତି।ଶୁକ୍ରବାର ପୁଣି ୧୦ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଟୁଇଟ ଯୋଗେ ସୂଚନା ପ୍ରଦାନ କରାଯାଇଛି।ଚିନ୍ହଟ ୧୦ ଜଣକ ମଧ୍ୟରୁ ୫ଜଣ…

ଜନ୍ମ ଦିନରେ ଶହୀଦ ପରିବାରକୁ ଭେଟିଲେ ଜିଲ୍ଲା ବିଜେଡ଼ି ପର୍ଯ୍ୟବେକ୍ଷକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ

ବାରିପଦା(ନିରପେକ୍ଷ ଖବର)ତା-୨୮/୦୬-ଜନ୍ମ ମାଟି ଛାଡ଼ି କର୍ମ ଭୂମିରେ ନିରାଡ଼ମ୍ବର ଭାବେ ଜନ୍ମଦିନ ପାଳିଲେ ମୟୂରଭଞ୍ଜ ଜିଲ୍ଲା ବିଜୁଜନତା ଦଳର ପର୍ଯ୍ୟବେକ୍ଷକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ। ଦଳୀୟ ସଂଗଠନ ସୁଦୃଢ ପାଇଁ ରବିବାର ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଆସିଛନ୍ତି ପ୍ରଣବ ପ୍ରକାଶ…

ମହାପାତ୍ର ନୀଳମଣି ସାହୁଙ୍କର ୪ର୍ଥ ଶ୍ରାଦ୍ଧ ବାର୍ଷିକୀ ପାଳନ

ନିରପେକ୍ଷ ଖବର:ତା ୨୫/୦୬ ରାଜେଶ କୁମାର ଲେଙ୍କା(ନିଆଳି):ନିଆଳି ଅଞ୍ଚଳର ଯୋଗଜନ୍ମା ସୁପୁତ୍ର ଓଡ଼ିଶାର ବିଶିଷ୍ଟ ସାହିତ୍ୟକ ୰ମହାପାତ୍ର ନୀଳମଣି ସାହୁ ଯିଏକି ୨୦୧୨ ମସିହା ଜୁନ ୨୫ ତାରିଖରେ ଇହଧାମ ତ୍ୟାଗ କରିଥିଲେ,ତାଙ୍କର ୪ର୍ଥ ବାର୍ଷିକ ଶ୍ରାଦ୍ଧ ଉତ୍ସବ ଆଜି ରିମା କ୍ରିଏସନ କାର୍ଯ୍ୟାଳୟରେ…

ଉତ୍କଳ ବିକାଶ ପରିଷଦ” ପକ୍ଷରୁ ବିଶୋଧନ କାର୍ଯ୍ୟକ୍ରମ

ନିରପେକ୍ଷ ଖବର:ତା ୨୫/୦୬ ରାଜେଶ କୁମାର ଲେଙ୍କା (କଟକ): ସାମାଜିକ ସଂଗଠନ "ଉତ୍କଳ ବିକାଶ ପରିଷଦ" କଟକ ପକ୍ଷରୁ ସଦର ବ୍ଲକର ବିଭିନ୍ନ ଅଞ୍ଚଳ ଯଥା ଆୟତପୁର ବଜାର, କୈବର୍ତ୍ୟ ସାହି,ବ୍ରାହ୍ମଣ ସାହି,ଶବର ସାହି ,ଶୁକ୍ଲ ସାହି,ବ୍ରାହ୍ମଣବାଡ(କ),ମହାପ୍ରଭୁ ନଗେଶ୍ୱରନାଥ ମନ୍ଦିର ପରିସର,କନକ…

ପୋଲିସ ଅଫିସର ଙ୍କୁ ସରକାରଙ୍କ ଅଣଦେଖା କାହିଁକି ?

**୧୫ ହଜାର ରେ ୧୮ ଘଂଟା କାମ କରୁଛନ୍ତି ପୋଲିସ ଏ.ଏସ.ଆଇ, ୯ ହଜାର ରେ ଖଟୁଛନ୍ତି କନେଷ୍ଟବଳ** ନିରପେକ୍ଷ ଖବର:ତା ୨୩/୦୬ (ରାଜେଶ କୁମାର ଲେଙ୍କା) (କଟକ):ସରକାରଙ୍କ ତରଫରୁ ବାରମ୍ବାର ପ୍ରଚାର ଓ ପ୍ରସାର କରାଯାଉଛି କରୋନା ଯୋଦ୍ଧାଙ୍କୁ ସମ୍ମାନ ଓ ସହଯୋଗ କରିବା ପାଇଁ,କିନ୍ତୁ ବାସ୍ତବରେ…

ପଞ୍ଚଭୂତରେ ବିଲୀନ ହେଲେ ଶହୀଦ ନନ୍ଦୁରାମ

ବାରିପଦା(ନିରପେକ୍ଷ ଖବର)ତା-୧୯/୦୬-ବନ୍ଦେ ମାତରମ୍,ଭାରତ ମାତା କି ଜୟ,ଶହୀଦ ନନ୍ଦୁରାମ ଅମର ରହେ ଅମର ରହେ ଏମିତି ନାରାରେ ପ୍ରକମ୍ପିତ ହୋଇଥିଲା ପୂରା ପରିବେଶ।ଲୁହ ଛଳ ଛଳ ଆଖରେ ଶହ ଶହ ଦେଶ ପ୍ରେମୀ ସହିଦ ନନ୍ଦୁରାମଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଇ ବିଦାୟ ଦେଇଥିଲେ। ପୂର୍ବ ଲଦାଖର ଗଲୱାନରେ…

କନ୍ଦରପୁରରେ ଯୁବ ସମାଜସେବୀ ସାଜିଲେ କରୋନା ଯୋଦ୍ଧା,ବିଶୋଧନ କଲେ ସମସ୍ତେ ଅଞ୍ଚଳ

ନିରପେକ୍ଷ ଖବର:ରାଜେଶ କୁମାର ଲେଙ୍କା (କଟକ): କଳା,ସାହିତ୍ୟ, ସଂସ୍କୃତିର ଜୟଗାନ କରୁଥିବା ମହତ ଅନୁଷ୍ଠାନ "ସରସ୍ୱତୀ କଳା ପରିଷଦ" କଳାବିହାର,କନ୍ଦରପୁର,କଟକ ପକ୍ଷରୁ କରୋନା ମହାମାରୀ ଭଳି ସମାଜର ଦୁର୍ଦିନରେ ଅହରହ ଦେଶ, ଜାତି ପାଇଁ ନିସ୍ୱାର୍ଥପର ଭାବରେ କାର୍ଯ୍ୟ କରୁଥିବା ଦେଶ ସେବକ…

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ସେବାୟତଙ୍କ ଦ୍ୱାରା ମନ୍ଦିର ପରିସରରେ ଯଥାବିଧି ନୀତିକାନ୍ତି ସହ ରଥକାର୍ଯ୍ୟ ହେବ ସମ୍ପନ୍ନ

ବାରିପଦା(ନିରପେକ୍ଷ ଖବର)ତା-୧୭/୦୬-ମହାପ୍ରଭୁ ଜଗନ୍ନାଥଙ୍କ ମାନବୀୟ ଲୀଳା ବିଚିତ୍ର। ଭାବ ଦଉଡିରେ ବନ୍ଧା ଭାବଗ୍ରାହୀଙ୍କ ରଥଯାତ୍ରା ନେଇ ଅଗଣିତ ଭକ୍ତ ଚିନ୍ତିତ।ବର୍ତ୍ତମାନ ସମୟରେ ରଥଯାତ୍ରାରେ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଜନ ଗହଳିକୁ କିଭଳି ରୋକାଯାଇପାରିବ ତାହା ପ୍ରମୁଖ ଆହ୍ୱାନ…

ଭାରତ-ଚୀନ ରକ୍ତାକ୍ତ ସଂଘର୍ଷରେ ଶହୀଦ ହେଲେ ରାଇରଙ୍ଗପୁର ମାଟିର ପୁଅ

ବାରିପଦା(ନିରପେକ୍ଷ ଖବର) ତା-୧୭/୦୬-ଦେଶ ମତୃକାର ସେବା ପାଇଁ ତିଳେ ମାତ୍ର ପଛଘୁଞ୍ଚା ନଦେଇ ନିଜ ଜୀବନକୁ ଉତ୍ସର୍ଗୀକୃତ କରିଛନ୍ତି।ପୂର୍ବ ଲଦାଖ ଅନ୍ତର୍ଗତ ଗଲଓ୍ବାନ୍‌ ଉପତ୍ୟକାରେ ଭାରତ-ଚାଇନା ସେନା ମଧ୍ୟରେ ହୋଇଥିଲା ରକ୍ତାକ୍ତ ସଂଘର୍ଷ।ଭାରତୀୟ ‌ସେନା ଏହାର ପାଲଟା ଜବାବ ମଧ୍ୟ…

ପ୍ରେମୀ ଯୁଗଳଙ୍କ ଗଛରେ ଝୁଲି ଆତ୍ମହତ୍ୟା

ବାରିପଦା(ନିରପେକ୍ଷ ଖବର)ତା-୧୫/୦୬-ପ୍ରେମୀ ଯୁଗଳ ଗଛରେ ଝୁଲି ଆତ୍ମହତ୍ୟା କରିଛନ୍ତି।ଏହି ଘଟଣାଟି ଘଟିଛି ମୟୂରଭଞ୍ଜ ଜିଲ୍ଲା ତିରିଂ ଥାନା ଅନ୍ତର୍ଗତ ଗତିଲତା ଗ୍ରାମ ଅଞ୍ଚଳରେ। ସେହି ଗ୍ରାମ ନିକଟରେ ଥିବା ଏକ ଗଛରୁ ଜଣେ ଯୁବକ ଓ ଜଣେ ଯୁବତୀଙ୍କ ମୃତ ଶରୀର ଗଛରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର…

ଡାହାଣୀ ସନ୍ଦେହରେ ହତ୍ୟା…

ବାରିପଦା(ନିରପେକ୍ଷ ଖବର)ତା-୧୫/୦୬-ଆଧୁନିକ ସମାଜରେ ଏବେ ମଧ୍ୟ ଅନେକ କୁସଂସ୍କାର ବଞ୍ଚିରହିଛି। ଏହାଯୋଗୁ ବେଳେବେଳେ ମୂଲ୍ୟବାନ ଜୀବନ ଚାଲିଯାଉଛି।ଏହାର ଏକ ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲାରେ।ଜିଲ୍ଲାର ଖୁଣ୍ଟା ଥାନା ଅନ୍ତର୍ଗତ କରକଚିଆ ଗ୍ରାମରେ ଡାହାଣୀ ସନ୍ଦେହରେ ଏହି…

ନିଆଳିରେ ୨ୟ ସପ୍ତାହ ସଟଡାଉନ ସଫଳ…

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୪/୦୬ ରାଜେଶ କୁମାର ଲେଙ୍କା(ନିଆଳି): କରୋନା ପାଇଁ ସରକାର ଜୁନ ମାସର ଶେଷ ପର୍ଯ୍ୟନ୍ତ ଶନିବାର ଓ ରବିବାର ୨ଦିନ ସଟଡାଉନ ଘୋଷଣା କରିଛନ୍ତି |ଏହି କ୍ରମରେ ସଟଡାଉନ ନିଆଳି ଅଂଚଳରେ ସମ୍ପୂର୍ଣ ସଫଳ ହୋଇଛି |ଦେଶରେ ମହାମାରୀ କରୋନା ମାଡି ଚାଲୁଥିବା ବେଳେ…

ଜିଲ୍ଲାରୁ ନୂଆ ୧୩ ଆକ୍ରାନ୍ତ ଚିନ୍ହଟ,ସୁସ୍ଥ ହେଲେ ୧୦

ବାରିପଦା(ନିରପେକ୍ଷ ଖବର)ତା-୧୪/୦୬-ରବିବାର ପହିଲି ରଜରେ ଜିଲ୍ଲାରୁ ପୁଣି ୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏଥି ମଧ୍ୟରୁ ୮ଜଣ ସଙ୍ଗରୋଧ କେନ୍ଦ୍ରରେ ହୋଇଥିବା ବେଳେ ୫ଜଣ ସ୍ଥାନୀୟ ଅଞ୍ଚଳର ଅଟନ୍ତି।ବାଙ୍ଗିରିପୋଷି, ରରୁଆ,ଗୋପବନ୍ଧୁନଗର, ବଡ଼ସାହିରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିନ୍ହଟ…

ଶତକ ଛୁଇଁବାକୁ ଆଉ ଏକ ବାକି

ବାରିପଦା(ନିରପେକ୍ଷ ଖବର)ତା-୧୨/୦୬-ଜିଲ୍ଲାରେ ଧୀରେ ଧୀରେ କୋରୋନା ତାର କାୟା ବିସ୍ତାର କରିବାରେ ଲାଗିଛି।ଆକ୍ରାନ୍ତଙ୍କ ସଂଖ୍ୟା ଶତକ ଛୁଇଁବାକୁ ମାତ୍ର ଗୋଟିଏ ବାକି ରହିଛି। ଶୁକ୍ରବାର ପୁଣି ମୟୁରଭଞ୍ଜରେ ୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ସଙ୍ଗରୋଧ କେନ୍ଦ୍ରରେ ଥିଲେ…

ଭିଜିଲାନ୍ସ ଜାଲରେ ମୟୁରଭଞ୍ଜ ଜିଲ୍ଲା ପଶୁସମ୍ପଦ ଅଧିକାରୀ

ବାରିପଦା(ନିରପେକ୍ଷ ଖବର)ତା-୧୨/୦୬-ମୟୂରଭଞ୍ଜ ଜିଲ୍ଲା ମୁଖ୍ୟ ପଶୁସମ୍ପଦ ବିଭାଗ ଅଧିକାରୀ ଭିଜିଲାନ୍ସ ଜାଲରେ। ସରକାରୀ ଗାଡ଼ିରେ ଭୂବନେଶ୍ୱର ଅଭିମୁଖେ ଯାଉଥିବା ସମୟରେ ବେତନଟୀ ନିକଟରେ ଭିଜିଲାନ୍ସ ବିଭାଗ ଅଧିକାରୀ ମାନେ ଚଢ଼ାଉ କରିଥିଲେ। ମୟୂରଭଞ୍ଜ ଜିଲ୍ଲା ମୁଖ୍ୟ ପଶୁସମ୍ପଦ ବିଭାଗ…

ଆଇ.ଏସ୍‌.ଓ ମାନ୍ୟତା ପାଇବାରେ ଦେଶର ସର୍ବପ୍ରଥମ ରାଜ୍ୟ ଓଡ଼ିଶା

* ଆଦିବାସୀ ହଷ୍ଟେଲ ନିମନ୍ତେ ଆଇ.ଏସ୍‌.ଓ ମାନ୍ୟତା ପାଇବାରେ ଓଡ଼ିଶା ଦେଶର ସର୍ବପ୍ରଥମ ରାଜ୍ୟ * ଓଡ଼ିଶାର ୪୪ଟି ଆଦିବାସୀ ହଷ୍ଟେଲକୁ ଆଇ.ଏସ୍‌.ଓ ୯୦୦୧ : ୨୦୧୫ ମାନ୍ୟତା ପ୍ରଦାନ * ମିଶନ ସୁବିଦ୍ୟାର ଅଂଶ ଭାବେ ମାନ୍ୟତା ପାଇବା ପରେ ଶିକ୍ଷାର ମାନ ଓ ଗୁଣବତ୍ତାର ମୂଲ୍ୟାଙ୍କନ * ପ୍ରଥମ…