
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଜଟିଳ ଲିଭର ରୋଗୀଙ୍କ ପାଇଁ ଭଗବାନଙ୍କ ଆଶୀର୍ବାଦ ପାଲଟିଛି ମଣିପାଲ୍ ହସ୍ପିଟାଲଅଲ୍ ଓଡ଼ିଶା ବଡି ବିଲ୍ଡିଂ ଆଣ୍ଡ ଫିଟନେସ୍ ଏସୋସିଏସନ୍ ପକ୍ଷରୁ “ମିଷ୍ଟର ଏଣ୍ଡ ମିସ୍ ଇଣ୍ଡିଆ–2026” ଆୟୋଜନଧାନ କିଣାକୁ ନେଇ ରାଜନୀତି କରିବା ଉଚିତ୍ ନୁହେଁ: ମନମୋହନ ସାମଲମୋକିମଙ୍କ ସଂଗଠନରେ ସାମିଲ୍ ହେଲେ ଭୁବନେଶ୍ୱରର ଶତାଧିକ ମହିଳା ନେତ୍ରୀନେତା,ମନ୍ତ୍ରୀ ଓ ଅଧିକାରୀ କରୁଛନ୍ତି ଚାଷୀଙ୍କ ଧାନଚୋରି-ମନୱର ଅଲ୍ଲୀଯୁଗଶ୍ରୀ ଯୁଗନାରୀ’ ବାର୍ଷିକ ସାରସ୍ୱତ ଓ ସମ୍ବର୍ଦ୍ଧନା ସମାରୋହ-୨୦୨୬ ଅନୁଷ୍ଠିତବଜେଟରୁ ଲାଭ ପାଇବାରେ ଓଡ଼ିଶା ହେବ ଅଗ୍ରଣୀ ରାଜ୍ୟଡିଜିଟାଲ ମିଡ଼ିଆ ଏଡିଟର ଏବଂ ଓନରସ ଆସୋସିଏସନ ର କାର୍ଯ୍ୟକାରିଣୀ ବୈଠକୟୁରୋକିଡ୍ସ ଆଇଆରସି ଭିଲେଜ୍, ନୟାପଲ୍ଲୀ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବପଚାରିଲେ ଚାଷୀ, ଉତ୍ତର ରଖିଲେ ମନ୍ତ୍ରୀଆକର୍ଷଣ ବଢାଉଛି ଜୀବନ୍ତ ମତ୍ସ୍ୟପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷଙ୍କ ସମେତ ୭ ଜଣ କାଉନ୍ସିଲର ବିଜେଡି ଛାଡ଼ି ବିଜେପିରେ ହେଲେ ସାମିଲଆକର୍ଷଣର କେନ୍ଦ୍ର ପାଲଟିଛି ବିଶ୍ବର କ୍ଷୁଦ୍ରତମ ଗାଈ- ପୁଙ୍ଗାନୁରଚିତାକର୍ଷକ ‘ଡଗ୍ ସୋ’ରେ ଦର୍ଶକ ବିଭୋର ବି.ଜେ.ଇ.ଏମ୍. ସ୍କୁଲରେ ବାର୍ଷିକ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତରାଜ୍ୟର ସମସ୍ତ ଜିଲ୍ଲାରେ ଧାନ ସଂଗ୍ରହ ତ୍ୱରାନ୍ୱିତମତ୍ସ୍ୟ ପ୍ରାଣୀ ସମାବେଶରେ ଆକର୍ଷଣ ସାଜିଥିଲା “ପେଟ୍ ଫ୍ୟାସନ୍ ସୋବିଜେପି ଓବିସି ମୋର୍ଚ୍ଚାର ନୂତନ ରାଜ୍ୟ ସଭାପତିସମ୍ପୂର୍ଣ୍ଣ ଅନ୍ଲାଇନ୍ ମାଧ୍ୟମରେ ହେବ ଏହି ସବୁ ସରକାରୀ କାର୍ଯ୍ୟରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’

Yearly Archives
2021
ଭୁବନେଶ୍ୱର ,ନିରପେକ୍ଷ ଖବର:ତା ୧୩/୧୨/୨୧ : ଯୁବ ଲେଖିକା ଶ୍ରୀମତୀ ପ୍ରୀତିଛନ୍ଦା ଧଳଙ୍କ ଫିଚର୍ ସଂକଳନ ' ଫେମିନିଜିମ୍ ଓ ଅନ୍ୟାନ୍ୟ ପ୍ରସଙ୍ଗ'କୁ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଆଜି ଉନ୍ମୋଚନ କରିଛନ୍ତି। ଲେଖିକାଙ୍କର ଏହା ପ୍ରଥମ ପୁସ୍ତକ ହୋଇଥିବାରୁ ମାନ୍ୟବର ରାଜ୍ୟପାଳ ଆନନ୍ଦ…
ସୈନିକସ୍କୁଲକୁ ଇଉନିୟନ ବ୍ୟାଙ୍କ ପକ୍ଷରୁ ୧୦୦ଟି ବାଇସାଇକେଲ ପ୍ରଦାନ….
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୬/୧୨/୨୧ ଚନ୍ଦ୍ରଶେଖରପୁର ଶାଖା ଇଉନିୟନ ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ,ସଂପ୍ରତି ସୈନିକସ୍କୁଲ ଭୁବନେଶ୍ୱରକୁ ଏହାର ସି.ଏସ.ଆର . ଯୋଜନାରେ କ୍ୟାଡେଟ୍ ମାନଙ୍କର କ୍ରୀଡା କାର୍ଯ୍ୟକ୍ରମକୁ ପ୍ରୋତ୍ସାହନ ଉଦ୍ଦେଶ୍ୟରେ ୧୦୦ଟି ବାଇସାଇକେଲ ପ୍ରଦାନ କରାଯାଇଛି।…
ଭୁବନେଶ୍ୱରରେ ଖୋଲିଲା “ଇଣ୍ଡଲଜ୍” ବ୍ରାଇଡ଼ାଲ୍ ମଲ୍
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୧/୧୧ ଭୁବନେଶ୍ୱର ରୂପାଲି ସ୍କୋୟାରଠାରେ ଭାରତର ପ୍ରଥମ ଇଣ୍ଡଲଜ୍ ବ୍ରାଇଡ଼ାଲ୍ ମଲ୍ ଉଦ୍ଘାଟିତ ହୋଇଯାଇଛି । ଏହାକୁ ବଲିଉଡ଼୍ ଅଭିନେତା ଅଫ୍ତାବ ସିବଦଶାନୀ ଉଦ୍ଘାଟନ କରିଥିଲେ । ଭାରତର ଏହା ହେଉଛି ପ୍ରଥମ ପ୍ରମୁଖ ଷ୍ଟୋର୍ ଯେଉଁଠାରେ ଉଭୟ ବର, କନ୍ୟା ଏବଂ…
କାହା ସ୍ୱାର୍ଥକୁ ଦୃଷ୍ଟିରେ ରଖି ଚାଇଲଡ୍ କମିଶନ ମେମ୍ବରଙ୍କ କାର୍ଯ୍ୟକାଳ ସମୟସୀମା ବୃଦ୍ଧି କରାଗଲା….
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୮/୧୦ ରାଜ୍ୟରେ ଚାଇଲଡ୍ କମିଶନ ମେମ୍ବରଙ୍କ କାର୍ଯ୍ୟ କାଳ ବୃଦ୍ଧିକୁ ନେଇ ସାଧାରଣରେ ଏବେ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି। କାରଣ ପ୍ରତ୍ୟେକ ତିନି ବର୍ଷରେ ଥରେ ଚାଇଲଡ୍ କମିଶନ ମେମ୍ବର ପରିବର୍ତନ କରାଯାଇଥାଏ। ନିୟମ ଅନୁଯାଇ କମିଶନ ମେମ୍ବରଙ୍କ ସମୟସୀମା ତିନି…
“ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୧୦ମ ବାର୍ଷିକ ଉତ୍ସବ ପାଳିତ
ଭୁବନେଶ୍ୱର,ନିରପେକ୍ଷ ଖବର : ରାଜ୍ୟର ଅଗ୍ରଣୀ ମାସିକ ପତ୍ରିକା “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୧୦ମ ବାର୍ଷିକ ଉତ୍ସବ ହୋଟେଲ୍ ମେ’ଫେୟାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ୍-୧୯ ମହାମାରୀ କଟକଣା ସହ ରାଜ୍ୟସରକାରଙ୍କ ଦ୍ୱାରା ଜାରି ହୋଇଥିବା କୋଭିଡ଼୍ ଗାଇଡ଼୍ଲାଇନ୍କୁ ଅନୁପାଳନ…
ମିସେସ୍ ଓ ମିସ୍ ଇଣ୍ଡିଆ ଗ୍ଳୋବାଲ କଣ୍ଟେଷ୍ଟ ୨୦୨୧
ଭୁବନେଶ୍ୱର, ନିରପେକ୍ଷ ଖବର: ସ୍ମୃତିର ଓଡ଼ିଶା ଚାରିଟେବୁଲ ଟ୍ରଷ୍ଟ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱର ର ହୋଟେଲ କେଶରି ଠାରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ ହୋଇଯାଇଛି ।ଯେଉଁଥିରେ ମିସେସ୍ ଓ ମିସ୍ ଇଣ୍ଡିଆ ଗ୍ଳୋବାଲ କଣ୍ଟେଷ୍ଟ ଓଡ଼ିଶାରେ ପ୍ରଥମ ଥର ପାଇଁ !ହେବାକୁ ଯାଉଥିବାରୁ ଏନେଇ ଏକ…
ପରିଚୟ ଫାଉଣ୍ଡେସନ ପକ୍ଷରୁ ୨୫୦ ମହିଳାଙ୍କୁ ସୋଲାର ଲ୍ୟାମ୍ପ ପ୍ରଦାନ କରାଯାଇଛି…..
ବାଲେଶ୍ବର,ନିରପେକ୍ଷ ଖବର:ତା ୧୧/୦୯ ଗଣେଶ ପୂଜାରେ ପରିଚୟ ଫାଉଣ୍ଡେସନ୍ ୨୫୦ ମହିଳାଙ୍କୁ ସୋଲାର ଲ୍ୟାମ୍ପ ବାଣ୍ଟିଛି । ବାଲେଶ୍ୱର ଜିଲ୍ଲା ପାଳବାଇଁଚ ଗାଁରେ ଏହି ଲ୍ୟାମ୍ପ ଦିଆଯାଇଛି । ୟସ୍ ବାତ୍ୟାରେ ଏହି ଗାଁ ଅନେକ ପ୍ରଭାବିତ ହୋଇଥିଲା । ଏଥିରେ ଅଧିକାଂଶ ପରିବାର ଅନ୍ଧାରରେ ରହିଥିଲେ ।…
ଓଡ଼ିଶାର ଅଗ୍ରଣୀ ମସଲା ବ୍ରାଣ୍ଡର ବିଜ୍ଞାପନ ନିର୍ଦ୍ଦେଶନା ସହିତ ଓଡ଼ିଶା ବଜାରରେ ପାଦ ଥାପିଛନ୍ତି ଲୋକପ୍ରିୟ ଫିଲ୍ମ୍…
ଭୁବନେଶ୍ୱର,ନିରପେକ୍ଷ ଖବର: ଭାରତର ଅନ୍ୟତମ ବିଜ୍ଞାପନ ଚଳଚ୍ଚିତ୍ର ନିର୍ମାତା ନୀଲ୍ ଦାସଗୁପ୍ତା ଓଡ଼ିଶାର ଲୋକପ୍ରିୟ ମସଲା କମ୍ପାନୀ ପାଇଁ ଦୁଇଟି ଚମତ୍କାର ଟିଭିସି ନିର୍ମାଣ କରି ଓଡ଼ିଶା ମାର୍କେଟରେ ପ୍ରବେଶ କରିଛନ୍ତି । ଏଫଟିଆଇଆଇ, ପୁଣେ ରୁ ‘ଫିଲ୍ମ୍ ଆପ୍ରିସିଏସନ୍’ ଡ଼ିଗ୍ରୀ ହାସଲ କରିଥିବା…
ମିସ୍ ଇଣ୍ଡିଆ ଓଡ଼ିଶା ଙ୍କ ନୂତନ କମ୍ପାନୀ ଫ୍ୟାକ୍ଟସିସ୍ ଉଦ୍ଘାଟିତ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୪/୦୮ ଫେମିନା ମିସ୍ ଇଣ୍ଡିଆ ଓଡ଼ିଶା ୨୦୧୮ ଶୃତିଷା ନାୟକଙ୍କ ନୂତନ ଆଇଟି କମ୍ପାନୀ “ଫ୍ୟାକ୍ଟସିସ୍ ଟେକ୍ନୋଲୋଜି ପ୍ରା.ଲିଃ” ଉଦଘାଟିତ ହୋଇଯାଇଛି । ଇନ୍ଫୋସିଟି ରୋଡ଼୍ରେ ଆରମ୍ଭ ହୋଇଥିବା ଏହି କମ୍ପାନୀରେ ସାଇବର ସିକ୍ୟୁରିଟି, ଅଡ଼ିଟ୍ ସର୍ଭିସେସ୍, ଆଇଟି…
ଦୁର୍ଗା ମାଧବ ମହଲା ଙ୍କୁ ଆଉ ଏକ ଗୁରୁଦାୟିତ୍ୱ…..
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୩/୦୮ ଓ଼ଡିଶା ପ୍ରଦେଶ କଂରେସ ତରଫରୁ ଦୁର୍ଗା ମାଧବ ମହଲାଙ୍କୁ ସୋସିଆଲ ମିଡ଼ିଆର ରାଜ୍ୟସମ୍ପାଦକ ଭାବରେ ମନୋନୀତ କରାଯାଇଛି । ଶ୍ରୀ ଦୁର୍ଗା ମାଧବ ମହଲା ଆଗରୁ ରାଜ୍ୟଛାତ୍ର କଂଗ୍ରେସ ର ସମ୍ପାଦକ, ଏବଂ ଖୋର୍ଦ୍ଧା ଜିଲ୍ଲା ର ରାଜୀବ ଗାନ୍ଧୀ ଛାତ୍ର ସଂଗଠନ…
ଆମେରିକାର ସର୍ବବୃହତ୍ ହିନ୍ଦୁ ମନ୍ଦିରରେ ରଥଯାତ୍ରା ଆୟୋଜନ
ଆମେରିକା,ମିନିଆପଲିସି:ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୫/୦୭ : ଯୁକ୍ତରାଷ୍ଟ୍ର ଆମେରିକାର ସର୍ବବୃହତ ହୀନ୍ଦୁ ମନ୍ଦିରଠାରେ ବ୍ରହ୍ମାଣ୍ଡର ସବୁଠୁ ବଡ଼ଠାକୁରଙ୍କର ପବିତ୍ର ରଥଯାତ୍ରା ପର୍ବ ପାଳନ କରାଯାଇଛି । ମିନେସୋଟ୍ଟା ରାଜ୍ୟର ମାପଲଗ୍ରୋଭ ସହର ଠାରେ ଅବସ୍ଥିତ ଏହି ମନ୍ଦିରରେ ମହାପ୍ରଭୁ…
ପରିଚୟ ଫାଉଣ୍ଡେସନ ଓ ଟେକ୍ ମହିନ୍ଦ୍ରାର ପ୍ରୟାସ ପକ୍ଷରୁ ୬୦୦ ଖୋର୍ଦ୍ଧା ଗାମୁଛା ବୁଣାକାର ପରିବାରଙ୍କୁ ସହାୟତା…
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୫/୦୭ ପରିଚୟ ଫାଉଣ୍ଡେସନ୍ ଓ ଟେକ୍ ମହିନ୍ଦ୍ରା ପକ୍ଷରୁ ଖୋର୍ଦ୍ଧା ଗାମୁଛା ପ୍ରସ୍ତୁତ କରୁଥିବା ବୁଣାକାରଙ୍କୁ କୋଭିଡ୍ ସହାୟତା ଅଭିଯାନ ଜାରି ରହିଛି । ଆଜି ବେଗୁନିଆ ହୀରାପୁର ପଞ୍ଚାୟତ ଓ ବୋତଲମା ପଞ୍ଚାୟତର ୬୦୦ ବୁଣାକାର ପରିବାରଙ୍କୁ ଶୁଖିଲା ଖାଦ୍ୟ ଓ…
ଓଡିଶାର ଏକ ପ୍ରତିଭାବାନ ଯୁବ ନେତ୍ରୀ ଅର୍ପିତା ଅପରାଜିତାଙ୍କୁ ବିଜେପି ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ଉପାଧକ୍ଷା ଦାୟିତ୍ୱ
* ଯୁବ ମୋର୍ଚ୍ଚାର ରାଷ୍ଟ୍ରୀୟ ପଦାଧିକାରୀ ତାଲିକାରେ ଅର୍ପିତା ଅପରାଜିତା ବଡଜେନାଙ୍କୁ ସ୍ଥାନ ଦିଆଯାଇଥିବାରୁ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡା, ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ତେଜସ୍ୱୀ ସୂର୍ଯ୍ୟା ଏବଂ ରାଜ୍ୟ ସଭାପତି ଶ୍ରୀ
ସମୀର ମହାନ୍ତିଙ୍କୁ ଧନ୍ୟବାଦ ଜଣାଇଲେ ଯୁବ…
ଅଗଷ୍ଟ ୧ ପର୍ଯ୍ୟନ୍ତ ଆଂଶିକ ଲକଡାଉନ,ପୂର୍ବ ପରି A ଓ B କାଟେଗୋରୀ ସହିତ ରହିବ ସାମାନ୍ୟ କୋହଳ ନୀୟମ ….
*କାଟେଗୋରୀ A’ରେ ରାତି ୮ଟା ଯାଏଁ ଖୋଲିବ ଦୋକାନ ବଜାର .....
*କାଟେଗୋରୀ B’ରେ ସକାଳା ୬ଟାରୁ ସନ୍ଧ୍ଯା ୫ଟା ଯାଏ ଖୋଲିବ ଦୋକାନ ବଜାର .....
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୫/୦୭ ଆଂଶିକ ଲକଡାଉନ ନେଇ ମୁଖ୍ଯ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ସୂଚନା…
୧୦୯ ଜଣ ଦୁର୍ଷ୍ଟିହୀନଙ୍କୁ ଶୁଖିଲା ଖାଦ୍ୟ ଦେଲା ନାରାୟଣ ସେବା ସମିତି
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୩/୦୭ ମହାମାରୀ କରୋନା ସମୟରେ ଦୃଷ୍ଟି ହୀନମାନଙ୍କୁ ସୁଖିଲା ଖାଦ୍ୟ ସମଗ୍ରୀ ଦେଇଛି ନାରାୟଣ ସେବା ସମିତି ଉଦୟପୁର , ରାଜସ୍ଥାନ। ଅନୁଷ୍ଠାନର କର୍ମକର୍ତ୍ତାମାନେ ଉତ୍କଳ ଦୃଷ୍ଟି ହୀନ ସଂଘ କାର୍ଯ୍ୟାଳୟରେ ପହଁଚି ଅସହାୟଙ୍କ ମୁହଁରେ ହସ ଫୁଟାଇଛନ୍ତି। ଏହି…
ଡାକ୍ତର ପ୍ରେମାନନ୍ଦଙ୍କ ଦ୍ୱାରା ଲାପୋରସ୍କୋପି ସର୍ଜରୀ ମେଳାର ସୁଭାରମ୍ଭ
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୧/୦୭ ପବିତ୍ର ରଥଯାତ୍ରା ଉପଲକ୍ଷେ ଗରିବ ଶ୍ରେଣୀର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଡାକ୍ତର ପ୍ରେମାନନ୍ଦଙ୍କ ଦ୍ୱାରା ଲାପୋରସ୍କୋପି ସର୍ଜରୀ ମେଳାର ଆରମ୍ଭ କରାଯାଇଛି, ଯେଉଁ ମାନଙ୍କର ପିତ ସ୍ଥଳୀରେ ପଥର ଅଛି (ହୋଇଛି) , ସେମାନଙ୍କର ସ୍ୱଳ୍ପ ଖର୍ଚ୍ଚରେ…
ଲକଡାଉନ୍ ଅବଧିକୁ ସରକାର ଜୁଲାଇ ୧୯ ପର୍ଯ୍ୟନ୍ତ ବଢ଼ାଇଲେ
ତାମିଲନାଡୁ,ନିରପେକ୍ଷ ଖବର:ତା ୧୦/୦୭ ତାମିଲନାଡୁରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଥିଲେ ମଧ୍ୟ ରାଜ୍ୟ ସରକାର ବର୍ତ୍ତମାନ କଟକଣା ସମ୍ପୂର୍ଣ୍ଣ ଉଠାଇ ନାହାଁନ୍ତି। ଲକଡାଉନ୍ ଅବଧିକୁ ସରକାର ଜୁଲାଇ ୧୯ ପର୍ଯ୍ୟନ୍ତ ବଢ଼ାଇଲେ। ଲକଡାଉନ୍ ବଢାଇଥିଲେ ମଧ୍ୟ କଟକଣାକୁ କିଛି ମାତ୍ରାରେ କୋହଳ…
ଅନ୍ତର୍ଜାତୀୟ ସଂସ୍ଥା “ବିଜ୍ନେସ୍ ସଲ୍ୟୁସନ୍ ” ପକ୍ଷରୁ ଡାକ୍ତର ପ୍ରେମାନନ୍ଦ ପଟନାୟକଙ୍କୁ ଗୋଲ୍ଡେନ୍…
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୦/୦୭ ସିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପେଟ ରୋଗ ଓ ଲାପରୋସ୍କୋପି ସର୍ଜନ ଡାକ୍ତର ପ୍ରେମାନନ୍ଦ ପଟନାୟକଙ୍କୁ ଅନ୍ତର୍ଜାତୀୟ ସଂସ୍ଥା "ବିଜ୍ନେସ୍ ସଲ୍ୟୁସନ୍ " ପକ୍ଷରୁ ଗୋଲ୍ଡେନ୍ ଏଆଇମ୍ . ଆୱାର୍ଡରେ ସମ୍ମାନୀତ କରାଯାଇଛି। ଅନଲାଇନ୍ ରେ ଆୟୋଜିତ…
ନୂଆ ଜାତୀୟ ଶିକ୍ଷା ନୀତିର ଅଗ୍ରଗତି ନେଇ ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୯/୦୭ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବରେ ନୂଆ ଦାୟିତ୍ୱ ଗ୍ରହଣ କରିଥିବା
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଶିକ୍ଷା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଏବଂ ବିଭିନ୍ନ ସ୍ୱୟଂଶାସିତ ସଂସ୍ଥା ମାନଙ୍କ ସହିତ ଆଲୋଚନା କରିବା ସହ ନୂଆ ଜାତୀୟ ଶିକ୍ଷା…
ପିସିସି ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ପାଳିତ
ଭୁବନେଶ୍ୱର,ନିରପେକ୍ଷ ଖବର ତା ୦୯/୦୭ ଆଜି ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ବାର୍ଷିକୀ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି Iଏହି ଉପଲକ୍ଷେ ସକାଳେ ଗୋପବନ୍ଧୁ ଛକ ସ୍ଥିତ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତୀରେ ପିସିସି ସଭାପତି…
