Blank space
Blank space
Breaking News/ମୁଖ୍ୟ ଖବର:
ବରିଷ୍ଠ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫଓଡ଼ିଶା ବିଦ୍ୟୁତ ଉତ୍ପାଦନ ନିଗମ ଓ ଓଡ଼ିଶା ଜଳବିଦ୍ୟୁତ ନିଗମ କାର୍ଯ୍ୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂହଦେଓକାମ ନ କରି ଦେହରେ କଳା ବ୍ୟାଚ ପିନ୍ଧି ପ୍ରତିବାଦ କଲେମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswar
Blank space
Monthly Archives

March 2021

ବୃଦ୍ଧି ପାଇଥିବା ବିଦ୍ୟୁତ ଦର ପ୍ରତ୍ୟାହାର ନହେଲେ ରାଜରାସ୍ତାରେ ଆନ୍ଦୋଳନ କରିବ କଂଗ୍ରେସ

ଭୁବନେଶ୍ୱର,ନିରପେକ୍ଷ ଖବର ତା ୩୦/୦୩ ରାଜ୍ୟରେ ବିଦ୍ୟୁତ ଦର ବୃଦ୍ଧି ପ୍ରସଙ୍ଗକୁ ନେଇ କଂଗ୍ରେସ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ବିଜେଡ଼ି ସରକାର ଉପରେ ବର୍ଷିଛନ୍ତି ସେ କହିଛନ୍ତି ୨୦୧୬ର ଅପରିଣାମଦର୍ଶୀ ବିମୁଦ୍ରାୟନ ପରେପରେ କୋଭିଡ-୧୯ର…

ଆନନ୍ଦ ଉତ୍ସାହର ସହ ଶେଷ ହେଲା ପ୍ରଥମ ଭର୍ଚୁଆଲ ‘ଅନ୍ତର୍ଜାତୀୟ ଓଡ଼ିଶା ପର୍ବ -୨୦୨୧

ନୂଆଦିଲ୍ଲୀ,ଭୁବନେଶ୍ୱର, ନିରପେକ୍ଷ ଖବର ୨୮/୦୩: ଓଡ଼ିଶାର ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ବିଶ୍ୱ ଦରବାରରେ ପରିଚିତ କରାଇବା ନିମନ୍ତେ ଓଡ଼ିଆ ସମାଜ, ନୂଆଦିଲ୍ଲୀ ପକ୍ଷରୁ ପ୍ରଥମର ଥର ପାଇଁ ଭର୍ଚୁଆଲ ପ୍ଲାଟଫର୍ମରେ ଆରମ୍ଭ ହୋଇଥିବା ଅନ୍ତର୍ଜାତୀୟ ଓଡ଼ିଶା ପର୍ବ -୨୦୨୧ ଆଜି ସଫଳତାର ସହ ସମାପ୍ତ…

ଲଭ୍ ଇଉ ଜାନୁ …

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୪/୦୩ ତନ୍ମୟ ପ୍ରଡକ୍ସନ୍ ବ୍ୟାନର ପ୍ରଥମ ଅବଦାନ ଓଡିଆ ଚଳଚ୍ଚିତ୍ର “ଲଭ୍ ଇଉ ଜାନୁ ” ଶୁଭ ମହୁରତ୍ ହୋଇଯାଇଛି।ଏହି ସିନେମା ଏକ ରୋମାଂଚକ ଭରା ପ୍ରେମ କାହାଣୀ ଉପରେ ଆଧାରିତ ଯେଉଁଥିରେ ପ୍ରେମକୁ ଏକ ସ୍ବତନ୍ତ୍ର ସ୍ଥାନ ଦିଆଯାଇଛି କାହାଣୀରେ ମନୋରଞ୍ଜନ ସହ…

ଓଏ ଗିଟାର ଚଳଚ୍ଚିତ୍ରର ଏକ ଗ୍ରାଣ୍ଡ ଟ୍ରେଲର ଶୁଭାରମ୍ଭ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୪/୦୩ ଓଏ ଗିଟାର ଚଳଚ୍ଚିତ୍ର ଭୁବନେଶ୍ୱରରେ ଏସପ୍ଲାନେଡ ୱାନ ମଲରେ ଏକ ଗ୍ରାଣ୍ଡ ଟ୍ରେଲର ଲଞ୍ଚ ହୋଇଯାଇଛି। ଏଥିରେ ଚଳଚ୍ଚିତ୍ରର କାଷ୍ଟ ଏବଂ ପ୍ରଡ୍ୟୁସର ବି ଚନ୍ଦ୍ରପ୍ରିୟା ସୁବୁଧୀ ଉପସ୍ଥିତି ଥିଲେ। ଏହି ଅବସରରେ ଶ୍ରୀ ସୁବୁଦୀ କହିଛନ୍ତି, “ଓଏ ଗିଟାର" ଏକ…

ପ୍ରଥମ ଥର ଭର୍ଚୁଆଲ ପ୍ଲାଟଫର୍ମରେ ହେବ ଅନ୍ତର୍ଜାତୀୟ ଓଡିଶା ପର୍ବ-୨୦୨୧

ନୂଆଦିଲ୍ଲୀ,ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୩/୦୩ ପୁଣି ଥରେ ଆୟୋଜିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ଓଡିଶା ପର୍ବ । ଚଳିତ ବର୍ଷ ଏହି ବିଶାଳ ସାଂସ୍କୃତିକ କାର୍ଯ୍ୟକ୍ରମ ଏକ ସ୍ୱତନ୍ତ୍ର ରୂପରେ, ଚମତ୍କାର ଢଙ୍ଗରେ ନୂଆ ଉତ୍କଣ୍ଠା ଓ ଉତ୍ସାହ ନେଇ ଆସୁଛି । କୋଭିଡ୍ ୧୯ ଗାଇଡଲାଇନ୍‌କୁ ଦୃଷ୍ଟିରେ…

ରାଜଧାନୀ ବୌଦ୍ଧିକ ସମାବେଶ ତରଫରୁ ଜଳ ସେବାର ଶୁଭାରମ୍ଭ

ଭୁବନେଶ୍ୱର,ନିରପେକ୍ଷ ଖବର:ତା: ୨୩/୦୩ ମହାତ୍ମାଗାନ୍ଧୀ ମାର୍ଗ (ରାଜା ଛକ)ଠାରେ ରାଜଧାନୀ ବୌଦ୍ଧିକ ସମାବେଶ ଆନୁକୁଲ୍ୟରେ ମୁକ୍ତାକାଶ ପାଠାଗାର ପରିସରରେ ସମାବେଶର ଉପଦେଷ୍ଟା ଶ୍ରୀଯୁ୍‌କ୍ତି ପ୍ରଦ୍ୟୁମ୍ନ କୁମାର ସତପଥିଙ୍କ ଦ୍ୱାରା ଆନୁଷ୍ଠାନିକ ଭାବରେ ଜଳସେବା ଉଦ୍‌ଘାଟିତ ହୋଇଯାଇଛି। ଏହି …

ନୀଳାଚଳ ଇସ୍ପାତ୍ ନିଗମର ଘରୋଇ କରଣ ପରିବର୍ତ୍ତେ ଏକ ସରକାରୀ ଉଦ୍ୟାଗରେ ମିଶ୍ରଣ ହେଉ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୬/୦୩: ଓଡ଼ିଶାର କଳିଙ୍ଗନଗର ଠାରେ ଥିବା ଏକମାତ୍ର ରାଷ୍ଟ୍ରାୟତ ଉଦ୍ୟୋଗ ନୀଳାଚଳ ଇସ୍ପାତ ନିଗମର ଘରୋଇ କରଣ ପରିବର୍ତ୍ତେ କୌଣସି ଏକ ସରକାରୀ ଉଦ୍ୟାଗ ସହ ମିଶ୍ରଣ କରି କାରଖାନା ଚାଲୁ କରିବାକୁ ଦାବି ହୋଇଛି। ଏନେଇ ଆଜି ଶତାଧିକ କର୍ମଚାରୀ ଓ ଶ୍ରମିକ…

ସାଂସ୍କୃତିକ କନ୍ କ୍ଲେଭ୍ ”ଓଡ଼ିଆ ଅସ୍ମିତା’’

ଭୁବନେଶ୍ବର,ନିରପେକ୍ଷ ଖବର:ତା ୧୪/୦୩ ସାଂସ୍କୃତିକ ଅନୁଷ୍ଠାନ 'ଓଡ଼ିଶା କଲ୍‌ଚରାଲ୍ ସର୍କଲ୍' ପକ୍ଷରୁ ଆଜି ହୋଟେଲ ସ୍ୱସ୍ତି ପ୍ରିମିୟରେ ଏକ ନିଆରା ସାଂସ୍କୃତିକ କନ୍ କ୍ଲେଭ୍ 'ଓଡ଼ିଆ ଅସ୍ମିତା’ ଆୟୋଜିତ ହୋଇଯାଇଛି । ଓଡ଼ିଶାର ସ୍ୱାଭିମାନକୁ ଉଜ୍ଜୀବିତ କରିବା ସହ ଆମ ମାଟିର ଗର୍ବ, ଗୌରବକୁ…

ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସରେ ଓଡ଼ିଆ ଭାଷା ଆମର ଅସ୍ମିତା ଉପରେ ସଚେତନତା

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୧/୦୩ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସରେ ମହାତ୍ମାଗାନ୍ଧୀ ମାର୍ଗରେ ସାମାଜିକ ଅନୁଷ୍ଠାନ ଜନମଙ୍ଗଳ ପରିଷଦ ପକ୍ଷରୁ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା ହେଉଛି ଆମର ଅସ୍ମିତା ଏବଂ ଓଡ଼ିଆ ଭାଷା ସମ୍ପର୍କରେ ବିଶ୍ଵବ୍ୟାପୀ ବ୍ୟାପକ…

ଜେଇଇ ମେନ୍ ରେ ଆକାଶ ଛାତ୍ରଛାତ୍ରୀଙ୍କ ଦମଦାର ପ୍ରଦର୍ଶନ

ଭୁବନେଶ୍ୱର,ନିରପେକ୍ଷ ଖବର ତା:୦୯/୦୩ ଚଳିତବର୍ଷ ଜେଇ ମେନ୍ ପରୀକ୍ଷାରେ ଅଭୂତପୂର୍ବ ସଫଳତା ହାସଲ କରିଛନ୍ତି ଆକାଶ ଇନ୍‌ଷ୍ଟିଚ୍ୟୁଟ୍ ଛାତ୍ରଛାତ୍ରୀ । ଭୁବନେଶ୍ବର ଆକାଶ ଆଇଆଇଟି, ଜେଇଇର ଛାତ୍ର ଗୌତମ ଦାସ ୯୯.୯୯୯ ପରେଣ୍ଟାଇଲ ରଖି ଓଡ଼ିଶା ଟପର ହୋଇପାରିଛନ୍ତି । ନ୍ୟାସନାଲ୍ ଟେଷ୍ଟିଙ୍ଗ୍…

ମନ ବୁଝେନା ଇସ୍କ ବିନା

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୯/୦୩ ସ୍ୱପ୍ନାରାଣୀ ବ୍ୟାନର ଦୂତୀୟ ଅବଦାନ ଓଡିଆ ଚଳଚ୍ଚିତ୍ର “ମନ ବୁଝେନା ଇସ୍କ ବିନା" ଶୁଭ ମହୁରତ୍ ହୋଇଯାଇଛି। ଏହି ସିନେମା ଏକ ତ୍ରିକୋଣୀୟ ପ୍ରେମ କାହାଣୀ ଉପରେ ଆଧାରିତ ଯେଉଁଥିରେ ପ୍ରେମକୁ ଏକ ସ୍ବତନ୍ତ୍ର ସ୍ଥାନ ଦିଆଯାଇଛି କାହାଣୀରେ ମନୋରଞ୍ଜନ ସହ…

ଓଡିଆ ଚଳଚ୍ଚିତ୍ର “ତୁମେ ମୋ ଶଙ୍ଖା ତୁମୋ ମୋ ସିନ୍ଦୂର”ର ଥିଏଟ୍ରିକାଲ୍ ରିଲିଜ୍

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୯/୦୩ ଭୁବନେଶ୍ୱର ସ୍ଥିତ ଏକ ହୋଟେଲ ପରିସରରେ ଓଡ଼ିଆ ଚଳଚ୍ଚିତ୍ର “ତୁମେ ମୋ ଶଙ୍ଖା ତୁମେ ମୋ ସିନ୍ଦୁର”ର ଥିଏଟ୍ରିକାଲ୍ ରିଲିଜ୍ ଡେଟ୍ ଘୋଷଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଚଳଚ୍ଚିତ୍ରର ପ୍ରଯୋଜକ ବଦ୍ରିନାଥ ପଟ୍ଟନାୟକ, ନିର୍ଦ୍ଦେଶକ…

ଆସନ୍ତା ମାର୍ଚ୍ଚ ୨୭ରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୩/୦୩ ମାର୍ଚ୍ଚ ୨୭ ତାରିଖରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ । ଏଥି ପାଇଁ ଓକିଲ ସଂଘର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ସୁଦାମ ଚରଣ ଦାସଙ୍କୁ ମନୋନିତ କରାଯାଇଛି। ଶ୍ରୀ ସୁଦାମ ଚରଣ ଦାସଙ୍କ ସୂଚନା ଅନୁଯାୟୀ ରାଜ୍ୟ ଆଇନଜୀବୀ ପରିଷଦ ଦ୍ବାରା ରାଜ୍ୟରେ…

ଭୁବନେଶ୍ୱରରେ ଖୋଲିଲା ମମ ଆଣ୍ଡ ବେବି କେୟାର

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୧/୦୩ ଭୁବନେଶ୍ୱରର ଜନପଥ ଠାରେ ଗର୍ଭବତୀ ମହିଳା ଓ ନବଜାତ ଶିଶୁଶ୍ରେଣୀର ପ୍ରମୁଖ ଷ୍ଟୋର "ମମ ଆଣ୍ଡ ବେବି କେୟାର" ର ଉଦ୍ଘାଟନ ହୋଇଯାଇଛ। ଯେଉଁଥିରେ କି ଏହି ବର୍ଗ ର ସମସ୍ତ ଦରକାରୀ ସାମଗ୍ରୀ ଯଥା ଶିଶୁ ପୋଷକ, ଖେଳନା, ଟ୍ରଲର,ବିଛଣା, ଦୋଳି,ଜୋତା ଓ ଆହୁରି…