ବ୍ୟବସାୟ ଭୁବନେଶ୍ୱରରେ ଖୋଲିଲା ମମ ଆଣ୍ଡ ବେବି କେୟାର Debabrat Mohanty Mar 1, 2021 0 ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୧/୦୩ ଭୁବନେଶ୍ୱରର ଜନପଥ ଠାରେ ଗର୍ଭବତୀ ମହିଳା ଓ ନବଜାତ ଶିଶୁଶ୍ରେଣୀର ପ୍ରମୁଖ ଷ୍ଟୋର "ମମ ଆଣ୍ଡ ବେବି କେୟାର" ର ଉଦ୍ଘାଟନ ହୋଇଯାଇଛ। ଯେଉଁଥିରେ କି ଏହି ବର୍ଗ ର ସମସ୍ତ ଦରକାରୀ ସାମଗ୍ରୀ ଯଥା ଶିଶୁ ପୋଷକ, ଖେଳନା, ଟ୍ରଲର,ବିଛଣା, ଦୋଳି,ଜୋତା ଓ ଆହୁରି…