ସାମାଜିକ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସରେ ଓଡ଼ିଆ ଭାଷା ଆମର ଅସ୍ମିତା ଉପରେ ସଚେତନତା Debabrat Mohanty Mar 11, 2021 0 ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୧/୦୩ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସରେ ମହାତ୍ମାଗାନ୍ଧୀ ମାର୍ଗରେ ସାମାଜିକ ଅନୁଷ୍ଠାନ ଜନମଙ୍ଗଳ ପରିଷଦ ପକ୍ଷରୁ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା ହେଉଛି ଆମର ଅସ୍ମିତା ଏବଂ ଓଡ଼ିଆ ଭାଷା ସମ୍ପର୍କରେ ବିଶ୍ଵବ୍ୟାପୀ ବ୍ୟାପକ…