ସାମାଜିକ ନୀଳାଚଳ ଇସ୍ପାତ୍ ନିଗମର ଘରୋଇ କରଣ ପରିବର୍ତ୍ତେ ଏକ ସରକାରୀ ଉଦ୍ୟାଗରେ ମିଶ୍ରଣ ହେଉ Debabrat Mohanty Mar 16, 2021 0 ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୬/୦୩: ଓଡ଼ିଶାର କଳିଙ୍ଗନଗର ଠାରେ ଥିବା ଏକମାତ୍ର ରାଷ୍ଟ୍ରାୟତ ଉଦ୍ୟୋଗ ନୀଳାଚଳ ଇସ୍ପାତ ନିଗମର ଘରୋଇ କରଣ ପରିବର୍ତ୍ତେ କୌଣସି ଏକ ସରକାରୀ ଉଦ୍ୟାଗ ସହ ମିଶ୍ରଣ କରି କାରଖାନା ଚାଲୁ କରିବାକୁ ଦାବି ହୋଇଛି। ଏନେଇ ଆଜି ଶତାଧିକ କର୍ମଚାରୀ ଓ ଶ୍ରମିକ…