
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ସରକାର ବଦଳିଲା, ବଦଳିଲା ନାହିଁ ଢାଞ୍ଚାନିର୍ବାଚନ ପାଇଁ AAP ର ପ୍ରସ୍ତୁତି ବୈଠକଭୁବନେଶ୍ୱରରେ KGF ମେଗା କନକ୍ଲେଭଇତିହାସ ରଚିଲେ ମୋଦିବିଶ୍ୱ ଜଳଦିବସରେ ଭୁବନେଶ୍ୱରରେ ମହା ସେବାLPG ସମସ୍ୟାକୁ ମୁକାବିଲା ପାଇଁ ସିଟି ଗ୍ୟାସ୍ ଭିତ୍ତିଭୂମି ତ୍ୱରାନ୍ୱିତବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ବଡ଼ ସଫଳତାବ୍ଲୁ ଇକୋନୋମି ସମିଟ୍–୨୦୨୬ରେ ଓଡ଼ିଶାର ବଡ଼ ଘୋଷଣାVTP ମଡେଲ ରଦ୍ଦ କରି ସିଧାସଳଖ ସରକାରୀ ନିଯୁକ୍ତି ଦାବି କଲେ ବୃତ୍ତିଗତ ପ୍ରଶିକ୍ଷକ୧୨ ରାଶିର ବଡ଼ ଭବିଷ୍ୟବାଣୀଡିଜିଟାଲ୍ ଦୁନିଆରେ ଶିଶୁ ଅସୁରକ୍ଷିତ?ତୈଳ ବଜାର ହଳଚଳରିଲାଏନ୍ସ ଗ୍ରୁପ୍କୁ ବଡ଼ ଝଟକା! ED ଜବତ କଲା ୫୮୧ କୋଟିର ସମ୍ପତ୍ତିଭୁବନେଶ୍ୱରରେ ବଡ଼ Cyber Fraud ଖୋଲାସା! ୨.୩୫ କୋଟି ଟଙ୍କା ଟ୍ରାନ୍ସାକ୍ସନ୍, ୨ ଗିରଫପୁରୀ ବେଳାଭୂମିରେ “Fit India Carnival” ମାର୍ଚ୍ଚ 21ରୁ 3 ଦିନିଆ ବଡ଼ କାର୍ଯ୍ୟକ୍ରମଟୋକିଓରେ ଓଡ଼ିଶା ଛାତ୍ରଛାତ୍ରୀଙ୍କ କମାଲ !ପଞ୍ଚସଖା ଶିକ୍ଷା ସେତୁ ବୈଠକ: ୨୩ ଜିଲ୍ଲାରେ ୯ କୋଟି ଟଙ୍କାର ୮୯୬ ପ୍ରକଳ୍ପ ମଞ୍ଜୁରରୋଟାରୀ କ୍ଲବ୍ ଭୁବନେଶ୍ବର ଆଞ୍ଜେଲା ପକ୍ଷରୁ ମହିଳା ଦିବସଭୁବନେଶ୍ୱରରେ ଅସ୍ତ୍ର ସହ ୨ ଯୁବକ ଗିରଫ | NH-316 ବାଇପାସରେ ଛିନତାଇ ପ୍ଲାନ୍!ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ଆନ୍ଦୋଳନ ତୀବ୍ରତର ହେବ

Yearly Archives
2021
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୪/୦୩ ଓଏ ଗିଟାର ଚଳଚ୍ଚିତ୍ର ଭୁବନେଶ୍ୱରରେ ଏସପ୍ଲାନେଡ ୱାନ ମଲରେ ଏକ ଗ୍ରାଣ୍ଡ ଟ୍ରେଲର ଲଞ୍ଚ ହୋଇଯାଇଛି। ଏଥିରେ ଚଳଚ୍ଚିତ୍ରର କାଷ୍ଟ ଏବଂ ପ୍ରଡ୍ୟୁସର ବି ଚନ୍ଦ୍ରପ୍ରିୟା ସୁବୁଧୀ ଉପସ୍ଥିତି ଥିଲେ। ଏହି ଅବସରରେ ଶ୍ରୀ ସୁବୁଦୀ କହିଛନ୍ତି, “ଓଏ ଗିଟାର" ଏକ…
ପ୍ରଥମ ଥର ଭର୍ଚୁଆଲ ପ୍ଲାଟଫର୍ମରେ ହେବ ଅନ୍ତର୍ଜାତୀୟ ଓଡିଶା ପର୍ବ-୨୦୨୧
ନୂଆଦିଲ୍ଲୀ,ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୩/୦୩ ପୁଣି ଥରେ ଆୟୋଜିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ଓଡିଶା ପର୍ବ । ଚଳିତ ବର୍ଷ ଏହି ବିଶାଳ ସାଂସ୍କୃତିକ କାର୍ଯ୍ୟକ୍ରମ ଏକ ସ୍ୱତନ୍ତ୍ର ରୂପରେ, ଚମତ୍କାର ଢଙ୍ଗରେ ନୂଆ ଉତ୍କଣ୍ଠା ଓ ଉତ୍ସାହ ନେଇ ଆସୁଛି । କୋଭିଡ୍ ୧୯ ଗାଇଡଲାଇନ୍କୁ ଦୃଷ୍ଟିରେ…
ରାଜଧାନୀ ବୌଦ୍ଧିକ ସମାବେଶ ତରଫରୁ ଜଳ ସେବାର ଶୁଭାରମ୍ଭ
ଭୁବନେଶ୍ୱର,ନିରପେକ୍ଷ ଖବର:ତା: ୨୩/୦୩ ମହାତ୍ମାଗାନ୍ଧୀ ମାର୍ଗ (ରାଜା ଛକ)ଠାରେ ରାଜଧାନୀ ବୌଦ୍ଧିକ ସମାବେଶ ଆନୁକୁଲ୍ୟରେ ମୁକ୍ତାକାଶ ପାଠାଗାର ପରିସରରେ ସମାବେଶର ଉପଦେଷ୍ଟା ଶ୍ରୀଯୁ୍କ୍ତି ପ୍ରଦ୍ୟୁମ୍ନ କୁମାର ସତପଥିଙ୍କ ଦ୍ୱାରା ଆନୁଷ୍ଠାନିକ ଭାବରେ ଜଳସେବା ଉଦ୍ଘାଟିତ ହୋଇଯାଇଛି। ଏହି …
ନୀଳାଚଳ ଇସ୍ପାତ୍ ନିଗମର ଘରୋଇ କରଣ ପରିବର୍ତ୍ତେ ଏକ ସରକାରୀ ଉଦ୍ୟାଗରେ ମିଶ୍ରଣ ହେଉ
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୬/୦୩: ଓଡ଼ିଶାର କଳିଙ୍ଗନଗର ଠାରେ ଥିବା ଏକମାତ୍ର ରାଷ୍ଟ୍ରାୟତ ଉଦ୍ୟୋଗ ନୀଳାଚଳ ଇସ୍ପାତ ନିଗମର ଘରୋଇ କରଣ ପରିବର୍ତ୍ତେ କୌଣସି ଏକ ସରକାରୀ ଉଦ୍ୟାଗ ସହ ମିଶ୍ରଣ କରି କାରଖାନା ଚାଲୁ କରିବାକୁ ଦାବି ହୋଇଛି। ଏନେଇ ଆଜି ଶତାଧିକ କର୍ମଚାରୀ ଓ ଶ୍ରମିକ…
ସାଂସ୍କୃତିକ କନ୍ କ୍ଲେଭ୍ ”ଓଡ଼ିଆ ଅସ୍ମିତା’’
ଭୁବନେଶ୍ବର,ନିରପେକ୍ଷ ଖବର:ତା ୧୪/୦୩ ସାଂସ୍କୃତିକ ଅନୁଷ୍ଠାନ 'ଓଡ଼ିଶା କଲ୍ଚରାଲ୍ ସର୍କଲ୍' ପକ୍ଷରୁ ଆଜି ହୋଟେଲ ସ୍ୱସ୍ତି ପ୍ରିମିୟରେ ଏକ ନିଆରା ସାଂସ୍କୃତିକ କନ୍ କ୍ଲେଭ୍ 'ଓଡ଼ିଆ ଅସ୍ମିତା’ ଆୟୋଜିତ ହୋଇଯାଇଛି । ଓଡ଼ିଶାର ସ୍ୱାଭିମାନକୁ ଉଜ୍ଜୀବିତ କରିବା ସହ ଆମ ମାଟିର ଗର୍ବ, ଗୌରବକୁ…
ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସରେ ଓଡ଼ିଆ ଭାଷା ଆମର ଅସ୍ମିତା ଉପରେ ସଚେତନତା
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୧/୦୩ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସରେ ମହାତ୍ମାଗାନ୍ଧୀ ମାର୍ଗରେ ସାମାଜିକ ଅନୁଷ୍ଠାନ ଜନମଙ୍ଗଳ ପରିଷଦ ପକ୍ଷରୁ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା ହେଉଛି ଆମର ଅସ୍ମିତା ଏବଂ ଓଡ଼ିଆ ଭାଷା ସମ୍ପର୍କରେ ବିଶ୍ଵବ୍ୟାପୀ ବ୍ୟାପକ…
ଜେଇଇ ମେନ୍ ରେ ଆକାଶ ଛାତ୍ରଛାତ୍ରୀଙ୍କ ଦମଦାର ପ୍ରଦର୍ଶନ
ଭୁବନେଶ୍ୱର,ନିରପେକ୍ଷ ଖବର ତା:୦୯/୦୩ ଚଳିତବର୍ଷ ଜେଇ ମେନ୍ ପରୀକ୍ଷାରେ ଅଭୂତପୂର୍ବ ସଫଳତା ହାସଲ କରିଛନ୍ତି ଆକାଶ ଇନ୍ଷ୍ଟିଚ୍ୟୁଟ୍ ଛାତ୍ରଛାତ୍ରୀ । ଭୁବନେଶ୍ବର ଆକାଶ ଆଇଆଇଟି, ଜେଇଇର ଛାତ୍ର ଗୌତମ ଦାସ ୯୯.୯୯୯ ପରେଣ୍ଟାଇଲ ରଖି ଓଡ଼ିଶା ଟପର ହୋଇପାରିଛନ୍ତି । ନ୍ୟାସନାଲ୍ ଟେଷ୍ଟିଙ୍ଗ୍…
ମନ ବୁଝେନା ଇସ୍କ ବିନା
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୯/୦୩ ସ୍ୱପ୍ନାରାଣୀ ବ୍ୟାନର ଦୂତୀୟ ଅବଦାନ ଓଡିଆ ଚଳଚ୍ଚିତ୍ର “ମନ ବୁଝେନା ଇସ୍କ ବିନା" ଶୁଭ ମହୁରତ୍ ହୋଇଯାଇଛି। ଏହି ସିନେମା ଏକ ତ୍ରିକୋଣୀୟ ପ୍ରେମ କାହାଣୀ ଉପରେ ଆଧାରିତ ଯେଉଁଥିରେ ପ୍ରେମକୁ ଏକ ସ୍ବତନ୍ତ୍ର ସ୍ଥାନ ଦିଆଯାଇଛି କାହାଣୀରେ ମନୋରଞ୍ଜନ ସହ…
ଓଡିଆ ଚଳଚ୍ଚିତ୍ର “ତୁମେ ମୋ ଶଙ୍ଖା ତୁମୋ ମୋ ସିନ୍ଦୂର”ର ଥିଏଟ୍ରିକାଲ୍ ରିଲିଜ୍
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୯/୦୩ ଭୁବନେଶ୍ୱର ସ୍ଥିତ ଏକ ହୋଟେଲ ପରିସରରେ ଓଡ଼ିଆ ଚଳଚ୍ଚିତ୍ର “ତୁମେ ମୋ ଶଙ୍ଖା ତୁମେ ମୋ ସିନ୍ଦୁର”ର ଥିଏଟ୍ରିକାଲ୍ ରିଲିଜ୍ ଡେଟ୍ ଘୋଷଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଚଳଚ୍ଚିତ୍ରର ପ୍ରଯୋଜକ ବଦ୍ରିନାଥ ପଟ୍ଟନାୟକ, ନିର୍ଦ୍ଦେଶକ…
ଆସନ୍ତା ମାର୍ଚ୍ଚ ୨୭ରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୩/୦୩ ମାର୍ଚ୍ଚ ୨୭ ତାରିଖରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ । ଏଥି ପାଇଁ ଓକିଲ ସଂଘର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ସୁଦାମ ଚରଣ ଦାସଙ୍କୁ ମନୋନିତ କରାଯାଇଛି। ଶ୍ରୀ ସୁଦାମ ଚରଣ ଦାସଙ୍କ ସୂଚନା ଅନୁଯାୟୀ ରାଜ୍ୟ ଆଇନଜୀବୀ ପରିଷଦ ଦ୍ବାରା ରାଜ୍ୟରେ…
ଭୁବନେଶ୍ୱରରେ ଖୋଲିଲା ମମ ଆଣ୍ଡ ବେବି କେୟାର
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୧/୦୩ ଭୁବନେଶ୍ୱରର ଜନପଥ ଠାରେ ଗର୍ଭବତୀ ମହିଳା ଓ ନବଜାତ ଶିଶୁଶ୍ରେଣୀର ପ୍ରମୁଖ ଷ୍ଟୋର "ମମ ଆଣ୍ଡ ବେବି କେୟାର" ର ଉଦ୍ଘାଟନ ହୋଇଯାଇଛ। ଯେଉଁଥିରେ କି ଏହି ବର୍ଗ ର ସମସ୍ତ ଦରକାରୀ ସାମଗ୍ରୀ ଯଥା ଶିଶୁ ପୋଷକ, ଖେଳନା, ଟ୍ରଲର,ବିଛଣା, ଦୋଳି,ଜୋତା ଓ ଆହୁରି…
ଓକିଲ ସଂଘ ସାଂସ୍କୃତିକ ପରିଷଦର ରୌପ୍ୟ ଜୟନ୍ତୀ
ଭୁବନେଶ୍ୱର,ନିରପେକ୍ଷ ଖବର:୨୭/୦୨ ଭୁବନେଶ୍ୱର ଓକିଲ ସଂଘ ସାଂସ୍କୃତିକ ପରିଷଦ ପକ୍ଷରୁ ରୌପ୍ୟ ଜୟନ୍ତୀ ଦୁଇ ଦିନ ଧରି ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଉଦ୍ଯାପନ ଦିବସରେ ଉଦ୍ଘାଟକଭାବେ ଉଚ୍ଚନ୍ୟାୟାଳୟର ଜଷ୍ଟିସ୍ ପ୍ରମଥ ପଟ୍ଟନାୟକ, ଅନ୍ୟ ଅତିଥିଙ୍କ ମଧ୍ୟରେ ଜିଲା ଦୌରାଜଜ୍…
କର୍କଟ ପୀଡ଼ିତଙ୍କ ନିମନ୍ତେ ପାଣ୍ଠି ସଂଗ୍ରହ ଓ ସାଂସ୍କୃତିକ କାର୍ଯ୍ୟକ୍ରମ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୭/୦୨ ଦେଶର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ରେଡ୍ ସ୍ୱସ୍ତିକ ସୋସାଇଟି, ଓଡ଼ିଶା ଶାଖା ଓ ସିମ୍ପଲିକେୟାର କ୍ଳିନିକ୍ର ମିଳିତ ସହଯୋଗରେ କର୍କଟ ପୀଡ଼ିତଙ୍କ ଚିକିତ୍ସା ନିମନ୍ତେ ପାଣ୍ଠି ସଂଗ୍ରହ କାର୍ଯ୍ୟକ୍ରମ ଭୁବନେଶ୍ୱର ସ୍ଥିତ ରେଡ୍ ସ୍ୱସ୍ତିକ ଓଡ଼ିଶା ଶାଖା…
ଓଡିଶା ମୋ ପରିବାରର ୫୦ ସ୍ୱେଚ୍ଛାସେବୀ ଦେଲେ ରକ୍ତ
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୭/୦୨:ଓଡିଶା ମୋ ପରିବାରର ୫୦ ଜଣ ସ୍ୱେଚ୍ଛାସେବୀ ଦେଲେ ରକ୍ତଦାନ। ଓଡ଼ିଶା ମୋ ପରିବାର ଓ ଜୀବନବିନ୍ଦୁ ସହଯୋଗରେ ଏହି ରକ୍ତଦାନ ଶିବର ଅନୁଷ୍ଠିତ ହୋଇଥିଲା। ୱାର୍ଡ଼ ନମ୍ବର-୧୭, ପଥରବନ୍ଧ ଅଙ୍ଗନବାଡ଼ି କେନ୍ଦ୍ରରେ ଆୟୋଜିତ ରକ୍ତଦାନ କାର୍ଯ୍ୟକ୍ରମରେ ଭୁବନେଶ୍ୱର…
ରାଜଧାନୀରେ ଖୋଲିଲା କୁଚିନା ଷ୍ଟୋର
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୭/୦୨ ଭୁବନେଶ୍ୱର,ବାପୁଜୀ ନଗର ଠାରେ ଭାରତର ଅଗ୍ରଣୀ ସଂସ୍ଥା କୁଚିନା କଂପାନୀ ପକ୍ଷରୁ ଗୋଟିଏ ବଡ଼ ଧରଣର ଷ୍ଟୋର ଖୋଲା ଯାଇଛି।ଏହି ଷ୍ଟୋରରେ ରୋଷେଇ ଘରର ସମସ୍ତ ଆବଶ୍ୟକତା ଥିବା ଜିନିଷ ପତ୍ର ଯଥା ଚିମ୍ନୀ, ଚୁଲା ଓ ରୋଷେଇ ଘରେ ବ୍ୟବହାର କରାଯାଉଥିବା ସମସ୍ତ…
ମହିଳାଙ୍କୁ ସଶକ୍ତିକରଣ କରିବ ସେବା ପ୍ରୟାସ ଫାଉଣ୍ଡେସନ
ଭୁବନେଶ୍ୱର, ନିରପେକ୍ଷ ଖବର:୨୬/୦୨: ମହିଳାମାନଙ୍କୁ ସଶକ୍ତିକରଣ କରିବା ପାଇଁ ସେବା ପ୍ରୟାସ ଫାଉଣ୍ଡେସନ ଉଦ୍ୟମ ଆରମ୍ଭ କରିଛି। ଏନେଇ ରାଜଧାନୀରେ ଆୟୋଜନ ହେବ 'କାର ରାଲି' ଚତୁର୍ଥ ସଂସ୍କରଣ ମହିଳାମାନେ କାର ଚଲାଇ ସଡ଼କ ସୁରକ୍ଷା ଉପରେ ସଚେତନତାର ବାର୍ତ୍ତା ଦେବେ। ସେବା ପ୍ରୟାସ ଫାଉଣ୍ଡେସନ୍…
ଗ୍ୟାସ୍ ଓ ତୈଳ ଦର ବୃଦ୍ଧି ପ୍ରତିବାଦରେ ରାଜ୍ୟ ମହିଳା କଂଗ୍ରେସ ଓ ଜିଲ୍ଲା ମହିଳା କଂଗ୍ରେସ ପକ୍ଷରୁ ବିକ୍ଷୋଭ
ଭୁବନେଶ୍ୱର,ନିରପେକ୍ଷ ଖବର ତା ୨୫.୦୨ - କେନ୍ଦ୍ର ବିଜେପି ସରକାରଙ୍କର ପେଟ୍ରୋଲ, ଡିଜେଲ ଓ ରନ୍ଧନଗ୍ୟାସର ଦରବୃଦ୍ଧି ପ୍ରତିବାଦରେ ରାଜ୍ୟ ମହିଳା କଂଗ୍ରେସ ପକ୍ଷରୁ ମହିଳା କଂଗ୍ରେସ ନେତ୍ରୀମାନେ ମୁଣ୍ଡରେ ଗ୍ୟାସ ସିଲିଣ୍ଡର ମୁଣ୍ଡାଇ ଅଭିନବ ଉପାୟରେ ମାଷ୍ଟରକ୍ୟାଂଟିନ୍ ଛକ ଠାରେ ବିକ୍ଷୋଭ…
ଆସନ୍ତା ୨୬ ତାରିଖ ଦିନ ଭାରତର ସମସ୍ତ ବ୍ୟବସାୟିକ ସଂସ୍ଥା ବନ୍ଦ ରହିବ
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୪/୦୨ ସର୍ବ ଭାରତୀୟ ବ୍ୟବସାୟୀ ସଂଘ (CAIT) ର ଆହ୍ଯାନ ରେ ଆସନ୍ତା ତା ୨୬.୦୨.୨୦୨୧ ଦିନ ଭାରତର ସମସ୍ତ ବ୍ୟବସାୟିକ ସଂସ୍ଥା ବନ୍ଦ ରହିବ। କାରଣ ସରକାରଙ୍କ କଠୋର ନିୟମ କୁ ବ୍ୟବସାୟୀ ସଂଘ ବିରୋଧ କରୁଛି। ଯାହା ବ୍ୟବସାୟିକ ଓ ସାଧାରଣ ଲୋକଙ୍କ ପାଇଁ ଏକ ପ୍ରକାର…
ରାଜ୍ୟ ରାଜନୀତିରେ ଆଉ ଏକ ଆଞ୍ଚଳିକ ଦଳ
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୨/୦୨/୨୦୨୧: ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ଆଉ ଏକ ଆଞ୍ଚଳିକ ଦଳର ଆବିର୍ଭାବ ହୋଇଛି। ରାଜ୍ୟରେ ପାଦ ଥାପିଛି ନବଭାରତ ନିର୍ମାଣ ସେବା ପାର୍ଟି (ଏନ୍ ବି ଏନ୍ ଏସ୍ ପି )। ଏନେଇ ଭୁବନେଶ୍ୱରସ୍ଥିତ ସାମନ୍ତ୍ରାପୁର ଠାରେ…
ପରିବହନ କ୍ଷେତ୍ରରେ ନୂତନତା ଆଣିବାକୁ ଓଡ଼ିଶାରେ କିଙ୍ଗ୍ଷ୍ଟୋନ୍ ଲଜିଷ୍ଟିକ୍ ପାର୍କ ଶୁଭାରମ୍ଭ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୩/୦୨: ପରିବହନ କ୍ଷେତ୍ରରେ କିଛି ନୂତନତା ଆଣିବାକୁ ଓଡ଼ିଶାରେ ପ୍ରଥମ କରି କିଙ୍ଗ୍ଷ୍ଟୋନ୍ ଲଜିଷ୍ଟିକ୍ ପାର୍କ ଆରମ୍ଭ ହୋଇଛି । ସମସ୍ତ ପ୍ରକାରର ଉତ୍ପାଦକୁ ଷ୍ଟୋରେଜ୍ ରଖିବାକୁ ଯୋଜନା ହୋଇଥିବା ଏହି ଲଜିଷ୍ଟିକ୍ ପାର୍କରେ ଗ୍ରେଡ଼୍ ଏ ୱେୟାର୍ ହାଉସ୍, ଶୀତଳ…
