ବ୍ୟବସାୟ ଅକ୍ଟୋବର ୨୮ରୁ ୩-ଦିନିଆ ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨ Debabrat Mohanty Oct 28, 2022 0 ଭୁବନେଶ୍ୱର,ନିରପେକ୍ଷ ଖବର : ଡୋମେଷ୍ଟିକ୍ ଓ ବିଦେଶୀ ଟୁର ଅପରେଟରମାନଙ୍କ ମଧ୍ୟରେ ଓଡ଼ିଶାର ପ୍ରସାର କରିବା ଲାଗି ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଶିଳ୍ପ ସଂଘ ଫିକିର ମିଳିତ ସହଯୋଗରେ ଅକ୍ଟୋବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ଓଡ଼ିଶା…