ପୂର୍ବତଟ ରେଳପଥ ପରିଚାଳିତ ଫୁଲୱାରୀ ସ୍କୁଲରେ ଶିଶୁ ଦିବସ ପାଳନ …
ଭୁବନେଶ୍ୱର, ନିରପେକ୍ଷ ଖବର :ତା ୧୪/୧୧ପୂର୍ବ ତଟ ରେଳପଥ ମହିଳା କଲ୍ୟାଣ ସଂଗଠନ (ଇକୋରୋ) ପରିଚାଳିତ ଫୁଲୱାରୀ ବିଦ୍ୟାଳୟ ଠାରେ ଆଜି ଶିଶୁ ଦିବସ ପାଳନ କରାଯାଇଥିଲା | ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଇକୋରୋ ର ସଭାପତି ଶ୍ରୀମତୀ ରାଧା ସୁନକର ସଂଗଠନର ଅନ୍ୟ ସଦସ୍ୟ ମାନଙ୍କ ଉପସ୍ଥିତିରେ…