Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space
Monthly Archives

April 2024

ୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶ

ଭୁବନେଶ୍ୱର, ନିରପେକ୍ଷ ଖବର ତା.୨୮/୦୪/୨୦୨୪ ତାରିଖ ପୂର୍ବାହ୍ନ ୧୨ଘଟିକା ସମୟରେ ବଜେପି ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶ ନହରକଣ୍ଟା, ସାଇ ବାଟିକା ଠାରେ ଆୟୋଜିତ ହୋଇଯାଇଛି l ବିଜେପିର ଭୁବନେଶ୍ୱର ସାଂସଦ…

କେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ନିରପେକ୍ଷ ଖବର:୨୬।୪, କେୟାର ହସ୍ପିଟାଲ ପକ୍ଷରୁ ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଏକ କର୍ମଶାଳାର ଆୟୋଜନ କରାଯାଇଥିଲା। ଏଥିରେ ବିଭିନ୍ନ ପ୍ରକାର ସ୍ନାୟୁରୋଗରେ ଅକ୍ରାନ୍ତ ହୋଇ କେୟାର ହସ୍ପିଟାଲରେ ସଫଳତାର ସହିତ ଚିକିତ୍ସା ହୋଇଥିବା ରୋଗୀ ଓ ତାଙ୍କ…

ପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀ

ଭୁବନେଶ୍ୱର, ନିରପେକ୍ଷ ଖବର:୨୬/୪  ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ଘରକୁ ଘର ବୁଲି ପ୍ରଚାର କରିଛନ୍ତି ବିଜେପି ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶୀ ମିଶ୍ର। ଆଜି ନିଜ କର୍ମୀମାନଙ୍କ ସହିତ ପ୍ରଥମେ ପଟିଆ ଜଗନ୍ନାଥ ମନ୍ଦିର ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ। ତାପରେ ପଟିଆ ଗଡ଼ ରାଜାଙ୍କ…

ଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀ

ଭୁବନେଶ୍ୱର, ନିରପେକ୍ଷ ଖବର:ତା:୨୪/୦୪ ମଙ୍ଗଳବାର ଭୁବନେଶ୍ୱର -ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାର୍ଡ ନଂ ୧୬ ସାଲିଆ ସାହି ଠାରେ ବିଜେପି ଶ୍ରୀକୃଷ୍ଣ ମଣ୍ଡଳ ଦ୍ୱାରା ଆୟୋଜିତ ଏକ ସମାବେଶ ତଥା ପଦଯାତ୍ରା କାର୍ଯ୍ୟକ୍ରମ ରେ ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରାର୍ଥୀ ଶ୍ରୀ ପ୍ରିୟଦର୍ଶୀ ମିଶ୍ର…

ନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣା

ଭୁବନେଶ୍ୱର, ନିରପେକ୍ଷ ଖବର:୧୨/୪: ଭୁବନେଶ୍ୱରକୁ ସ୍ୱତନ୍ତ୍ର ଜିଲ୍ଲା କରିବାକୁ ବିଜେଡ଼ି ଓ ବିଜେପି ନିର୍ବାଚନ ଇସ୍ତହାରରେ ରଖିବାକୁ ଦବି କରାଯାଇଛି । ଏନେଇ ବିଭିନ୍ନ ଅନୁଷ୍ଠାନର ସମୂହର ଅନୁଷ୍ଠାନ ମିଳିତ ମହାମଂଚ ପକ୍ଷରୁ ମଂଚର ଆବାହକ ଲିଙ୍ଗରାଜ ସାହୁ ନେତୃତ୍ୱରେ ବିଭିନ୍ନ ଦଳର ଇସ୍ତହାର…