Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space
Monthly Archives

April 2025

କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୩୦/୦୪ କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ଆୟୋଜିତ ମହାକବି ଜୟଦେବ ଙ୍କ ଜୟନ୍ତୀ ଓ ପବିତ୍ର ଅକ୍ଷୟ ତୃତୀୟା ଉତ୍ସଵ ଅବସର ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ।

ବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, ନିରପେକ୍ଷ ଖବର ତା:୨୮/୦୪/୨୫ ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଜାତିର ଗର୍ବ ଓ ଗୌରବର ପ୍ରତୀକ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ସେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ଓଡ଼ିଶାରେ ନୂତନ ରାଜନୈତିକ ଚେତନା ସୃଷ୍ଟି କରି ଓଡ଼ିଶାର ଏବଂ ଓଡ଼ିଆ ଜାତିର ଉନ୍ନତି ଓ ସ୍ୱାର୍ଥରକ୍ଷା…

ଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣ

ଭୁବନେଶ୍ୱର, ନିରପେକ୍ଷ ଖବର ତା:୨୭ /୦୪ କବି ଅକ୍ଷୟ କୁମାର ସାହୁଙ୍କ ‘ଗୀତି କୈବଲ୍ୟ’ ପୁସ୍ତକ ଶୁକ୍ରବାର ଗୀତଗୋବିନ୍ଦ ସଦନଠାରେ ସଭାମୁଖ୍ୟ ବରିଷ୍ଠ ଗୀତିକାର ପୀତାମ୍ବର ମିଶ୍ରଙ୍କ ସଭାପତିତ୍ଵରେ ଲୋକାର୍ପଣ ହୋଇଯାଇଛି। ଉଦ୍‌ଘାଟକ ଭାବେ ଓଡ଼ିଆ ଗୀତିକବି ସମାଜର ସଭାପତି ଗୌର ପଟ୍ଟନାୟକ, ମୁଖ୍ୟ…

ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ଵର,ନିରପେକ୍ଷ ଖବର:ତା ୨୨/୦୪/୨୫: ଆସନ୍ତାକାଲିଠୁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ୍‌ ବନ୍ଦ ରହିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆସନ୍ତାକାଲିଠୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ…

ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ…

 ଦେଶର ୨୯ ହଜାରରୁ ଅଧିକ ମେଡିକାଲରେ ଚିକିତ୍ସା ସୁବିଧା ଉପଲବ୍ଧ    ୧.୩ କୋଟି ପରିବାରର ପାଖାପାଖି ୩.୫ କୋଟି ହିତାଧିକାରୀ ଲାଭବାନ ହେବେ  ୭୦ ବର୍ଷରୁ ଉର୍ଦ୍ଧ୍ଵ ବରିଷ୍ଠ ନାଗରିକଙ୍କୁ ଆୟୁଷ୍ମାନ ବୟୋବନ୍ଦନା କାର୍ଡ଼ ମିଳିବ  ସଚେତନତା ପାଇଁ ରାଜ୍ୟବ୍ୟାପୀ “ସ୍ୱାସ୍ଥ୍ୟ ଚେତନା…