Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space
Monthly Archives

May 2025

ପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅ

ଭୁବନେଶ୍ଵର,ନିରପେକ୍ଷ ଖବର: ଲୋକକବି ତଥା ପଦ୍ମଶ୍ରୀ ହଳଧର ନାଗ ଙ୍କୁ ବରଗଡ଼ ଜିଲ୍ଲା ଘେଁସ ଗ୍ରାମରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ବାଲେଶ୍ବର ଜିଲ୍ଲା ଖଇରା ମାଟିର ପୁଅ ଶିକ୍ଷାବିତ୍ ଓ ଲେଖକ ସୁବାଷ ଚନ୍ଦ୍ର ରାଉତ।ଶ୍ରୀଯୁକ୍ତ ରାଉତ ଦୀର୍ଘ ସମୟ ଧରି ଲୋକକବି ହଳଧର ନାଗ ଙ୍କ ସଂଘର୍ଷମୟ…

ଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*

ଭୁବନେଶ୍ଵର, ନିରପେକ୍ଷ ଖବର ତା :୧୩/୦୫/ ଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ (ଉତ୍କଳିକା)ର ୬୭ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ମୁଖ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଆଜିର ଏହି କାର୍ଯ୍ୟକ୍ରମରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର…

କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

 କେନ୍ଦୁଝର, ନିରପେକ୍ଷ ଖବର: ତା ୦୬/୦୫ ରଙ୍ଗବତୀ ପରି କାର୍ଯ୍ୟକ୍ରମ କେବଳ ଏକ ଉତ୍ସବ ନୁହେଁ, ଏହା ହେଉଛି ଏକ ଘୋଷଣା ଯେ, ଓଡ଼ିଶା ଏବେ ତାଙ୍କର ଅନୁପମ କଳାକୁ ଗର୍ବ ର ସହ ଆଗକୁ ବଢ଼ାଉଛି। ରଙ୍ଗବତୀ କେବଳ ଏକ ଗୀତ ନୁହେଁ, ଏହା ନିଜ ଅତ୍ମୀୟତାର ଅନୁଭବ, ରମ୍ୟତା ଓ ଉଦ୍ଦୀପନାର ପ୍ରତୀକ ବୋଲି…

ନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୦୫/୦୫ ଜୟ ଜଗନ୍ନାଥ ନତଜ୍ୟୋତ୍ସ୍ନା ପ୍ରଡ଼କସନ୍ ହାଉସ ଦ୍ୱାରା ପ୍ରସ୍ତୁତ ନୂଆ ଓଡ଼ିଆ ଚଳଚ୍ଚିତ୍ର "ନାୟିକା" ର ନାମ ଘୋଷଣା ସହିତ ପୋଷ୍ଟର ଉନ୍ମୋଚନ କରାଯାଇଛି l ଏହି ଉତ୍ସବରେ ପ୍ରଯୋଜକ ରୁପେଶ କୁମାର ନାୟକ, ସହ ପ୍ରଯୋଜିକା ସଂଗୀତା ବିଷୋୟୀ, ନିର୍ଦ୍ଦେଶକ…