କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର, ନିରପେକ୍ଷ ଖବର: ତା ୦୬/୦୫ ରଙ୍ଗବତୀ ପରି କାର୍ଯ୍ୟକ୍ରମ କେବଳ ଏକ ଉତ୍ସବ ନୁହେଁ, ଏହା ହେଉଛି ଏକ ଘୋଷଣା ଯେ, ଓଡ଼ିଶା ଏବେ ତାଙ୍କର ଅନୁପମ କଳାକୁ ଗର୍ବ ର ସହ ଆଗକୁ ବଢ଼ାଉଛି। ରଙ୍ଗବତୀ କେବଳ ଏକ ଗୀତ ନୁହେଁ, ଏହା ନିଜ ଅତ୍ମୀୟତାର ଅନୁଭବ, ରମ୍ୟତା ଓ ଉଦ୍ଦୀପନାର ପ୍ରତୀକ ବୋଲି…