ଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*
ଭୁବନେଶ୍ଵର, ନିରପେକ୍ଷ ଖବର ତା :୧୩/୦୫/ ଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ (ଉତ୍କଳିକା)ର ୬୭ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ମୁଖ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଆଜିର ଏହି କାର୍ଯ୍ୟକ୍ରମରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର…