ବରିଷ୍ଠ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୪/୦୭ ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ ବରିଷ୍ଠ ବିଜେପି ନେତା ଜଗନ୍ନାଥ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାଯାଇଛି ସେ ଡିସିପି ଅଫିସରେ ପହଁଚି ଆତ୍ମସମର୍ପଣ କରିବା ପରେ ପୁଲିସ ତାଙ୍କୁ ଗିରଫ କରିଥିଲା । ଗିରଫ ପରେ ତାଙ୍କୁ କ୍ୟାପିଟାଲ ହସପିଟାଲ…