ସାମାଜିକ ନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯ Debabrat Mohanty Nov 20, 2025 0 ଭୁବନେଶ୍ୱର, ନିରପେକ୍ଷ ଖବର:୨୦/୧୧/୨୫ ଚଳିତ ରବି ଋତୁରେ ରାଜ୍ୟର ୫୦,୦୦୦ ଏକର୍ ପାଖାପାଖି ଜମିରେ ଆଳୁ ଚାଷ କରିବାର ଲକ୍ଷ୍ୟ ରହିଛି । ଏଥିପାଇଁ ପ୍ରାମାଣିକ ବିହନ ଆଳୁ ପଞ୍ଜାବରୁ ଅଣାଯାଇ ରାଜ୍ଯର ଚାଷୀ ମାନଙ୍କୁ କିଲୋ ପ୍ରତି ୨୦ ଟ. ଦରରେ ବିକ୍ରୀ କରାଯାଉଛି ଓ ଆଳୁ ବିହନ ଜମିରେ ଲଗେଇବା ପରେ…