ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି
ସମ୍ବଲପୁର ସହର ସାରା ବିଛାଯିବ ୩୪୦ କିଲୋମିଟର ଦୀର୍ଘ ପାଣି ପାଇପ୍ଲାଇନ୍
ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ଦିନକୁ ୧୦୦ ମିଲିଅନ୍ ଲିଟର ପାନୀୟ ଜଳ ପହଞ୍ଚିବ ଘରେ ଘରେ
ପାନୀୟ ଜଳ ସମସ୍ୟାର ସମାଧାନ ସହ, ଅଞ୍ଚଳବାସୀଙ୍କ ଜୀବନଧାରଣ ମାନରେ ଉନ୍ନତି ଆସିବ-ମୁଖ୍ୟମନ୍ତ୍ରୀ…

