ରାଜନୀତି ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ Debabrat Mohanty May 18, 2026 0 ଭୁବନେଶ୍ୱର,ନିରପେକ୍ଷ ଖବର:ତା.୧୮/୦୫: ସରକାର ଗଠନ ପାଇଁ ସଂଘର୍ଷ ଆବଶ୍ୟକ। ଅନ୍ୟ ପକ୍ଷରେ ସରକାର ଚଲାଇବା ପାଇଁ ସମର୍ପଣ ଆବଶ୍ୟକ। ଆମ ସମସ୍ତଙ୍କୁ ଲମ୍ବା ସମୟର ସଂଘର୍ଷ ଓ ସମର୍ପଣ ମନୋଭାବ ଆବଶ୍ୟକ। କେବଳ ଶାସନ ଓ କ୍ଷମତା ହାସଲ କରିବା ଏକମାତ୍ର ଲକ୍ଷ୍ୟ ନୁହେଁ ବରଂ ବର୍ତମାନ ଆମକୁ ସଂଘର୍ଷ…