ସାଂସ୍କୃତିକ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଧାଡ଼ି ଦର୍ଶନ: ଖୁବଶୀଘ୍ର ପାଇଲଟ୍ ମଡେଲ Debabrat Mohanty Aug 25, 2026 0 ଭୁବନେଶ୍ୱର,ନିରପେକ୍ଷ ଖବର: ୨୪/୦୮/୨୬: ଶ୍ରୀମନ୍ଦିରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ଅଧିକ ସୁଗମ ଓ ସୁବ୍ୟବସ୍ଥିତ କରିବା ନେଇ ସୋମବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ…