Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ରାଶି ଫଳ ତା ୧୫-୦୫-୨୦୧୯ ବୁଧବାର

0

ନିରପେକ୍ଷ ଖବର: ମଇ ମାସ ତା ୧୫ ବୁଧବାର ୨୦୧୯ ମସିହା ବୃଷ ୧ ଦିନ ବୈଶାଖ ମାସ ଶୁକ୍ଳ ପକ୍ଷ ଏକାଦଶୀ ତିଥି ଉତ୍ତର ଫାଲଗୁନୀ ନକ୍ଷତ୍ର କନ୍ୟା ଚନ୍ଦ୍ର ।

*କର୍କଟ ରାଶିର ଘାତ ବାର
*ବୃଷ ରାଶି ପୁରୁଷ ଓ ଧନୁ ରାଶି ମହିଳାଙ୍କ ଘାତ ଚନ୍ଦ୍ର
*ଆଜି: ଶିମ୍ବ ଖାଇବା ନିଷେଧ

Blank space

ମେଷ : ଆଜି ଆପଣଙ୍କୁ ଲକ୍ଷ୍ମୀଙ୍କର କୃପା ମିଳିବ । ଯଶ ଏବଂ କୀର୍ତ୍ତି ବୃଦ୍ଧି ହେବ । ବ୍ୟବସାୟୀମାନେ ଲାଭବାନ ହେବେ । ପରିଜନମାନଙ୍କର ସହିତ ବିରୋଧ ହୋଇପାରେ, ସେଥିପାଇଁ କଥା ବାର୍ତ୍ତାରେ ସତର୍କତା ଅବଲମ୍ବନ କରନ୍ତୁ ।
ବୃଷ : ଆଜିର ଦିନ ଶୁଭଫଳଦାୟୀ ହେବ । ବ୍ୟବସାୟରେ ସ୍ଥିତି ଅନୁକୂଳ ରହିବ । ସାମାଜିକ ରୂପରେ ମାନ-ପ୍ରତିଷ୍ଠା ମିଳିବ ଦାମ୍ପତ୍ୟଜୀବନରେ ସୁଖ ଆଉ ଶାନ୍ତି ପୂର୍ବ ପରିବାର ଅତୁଟ ରହିବ। ସାମାଜିକ ଏବଂ ଆର୍ଥିକ ଦୃଷ୍ଟିରୁ ଲାଭ ମିଳିବାର ଯୋଗ ରହିଛି ।
ମିଥୁନ : ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ। ବ୍ୟବସାୟ କ୍ଷେତ୍ରରେ ବାତାବରଣ ଭଲ ରହିବ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ଥିତିରେ ଅନୁକୂଳ ପରିବର୍ତ୍ତନ ଆସିବ। ଆପଣଙ୍କ କାର‌୍ୟ୍ୟରେ ବରିଷ୍ଠ ଅଧିକାରୀ ମଧ୍ୟ ସନ୍ତୁଷ୍ଟ ରହିବେ। ଧନ ପ୍ରାପ୍ତିର ଆଜି ଯୋଗ ରହିଅଛି।
କର୍କଟ: ପରିବାରରେ ମନମାଳିନ୍ୟ ହେବାରୁ ଶାରୀରିକ ଏବଂ ମାନସିକ ଅସୁସ୍ଥତା ଦେଖାଦେବ । ବରିଷ୍ଠ ଅଧିକାରୀମାନଙ୍କର ସିହାଯ୍ୟ ସହଯୋଗ ମିଳିବ । ମହିଳାମାନେ ନିଜ ପରିବାରରେ ପ୍ରସଂଶିତ ହେବେ ।
ସିଂହ: ଆଜି ଆପଣଙ୍କ ପାଇଁ ଦିନଟିକୁ ଶୁଭ ଫଳ ପ୍ରଦାନ କରିବ ।ଦୂର ସ୍ଥାନକୁ ବୁଲିବାକୁ ଯିବାକୁ ଯୋଜନା ଯୋଜନା କରିବା ଏବଂ ଆନନ୍ଦପ୍ରଦ ଯାତ୍ରା ମଧ୍ୟ କରି ପାରିବେ। ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ। କଥା ବାର୍ତ୍ତାରେ ସତର୍କତା ଅବଲମ୍ବନ କରନ୍ତୁ ।
କନ୍ୟା: କାର‌୍ୟ୍ୟ କ୍ଷେତ୍ରରେ ସଫଳତା ମିଳିବ । ମାନସିକ ରୂପରେ ଆପଣ ପ୍ରଫୁଲ୍ଲିତ ରହିବେ। ଯଶ ଏବଂ କୀର୍ତ୍ତି ବୃଦ୍ଧି ହେବ। ମାନସିକ ରୂପରେ ଆପଣ ପ୍ରସନ୍ନତା ଅନୁଭବ କରିବେ। ପାରିବାରିକ ସୁଖ-ଶାନ୍ତି ରହିବ। ଯାତ୍ରା ଏବଂ ପର‌୍ୟ୍ୟଟନର ସମ୍ଭାବନା ଅଧିକ ଅଛି।
ତୁଳା: ନିଜର ବୌଦ୍ଧିକ ଶକ୍ତିରେ ଲେଖନ କାର‌୍ୟ୍ୟ ଏବଂ ସୃଜନାତ୍ମକ କାର‌୍ୟ୍ୟ କରିବାରେ ଆଗକୁ ବଢ଼ିବେ। ଆକସ୍ମିକ ଖର୍ଚ୍ଚର ଯୋଗ ଅଛି। ମଧ୍ୟାହ୍ନ ପରେ କାର‌୍ୟ୍ୟରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଆଜି ସହକର୍ମିମାନଙ୍କର ଭଲ ସହଯୋଗ ପ୍ରାପ୍ତ କରିବେ। ପରିବାରର ବାତାବରଣ ଆନନ୍ଦପୂର୍ଣ୍ଣ ରହିବ।
ବିଚ୍ଛା: ଆଜି ବିଦ୍ୟାର୍ଥିମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ । ପୂର୍ବର ସମସ୍ୟା ଦୂର ହେବ ଶାନ୍ତି ମିଳିବ ।ନୂତନ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି । ମଧ୍ୟାହ୍ନ ପରେ ପରିବାର ପାଇଁ ଚିନ୍ତିତ ହେବେ ।
ଧନୁ: ଶାରୀରିକ ଏବଂ ମାନସିକ ପାରିବାରିକ
ସୁଖ ଆଉ ଆନନ୍ଦ ମିଳିବ । ସ୍ଵାସ୍ଥ୍ୟ ଆଜି ଭଲ ରହିବ। ପରିଜନମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ଆନନ୍ଦ ପୂର୍ବକ ସମୟ କଟିବ। ଘରର ସାଜସଜ୍ଜା ଏବଂ ମନୋରଞ୍ଜନର ସାଧନ କ୍ରୟ କରିବେ।
ମକର: ଆଜ ଦିନ ଭଲ ଅଛି, ଆପଣ କାହା ସହିତ ଅଧିକ ବାଦ-ବିବାଦ କରନ୍ତୁ ନାହିଁ । ଧାର୍ମିକ କାର‌୍ୟ୍ୟଗୁଡ଼ିକରେ ଏବଂ ଉପାସନାର ପଛରେ ଧନ ଖର୍ଚ୍ଚ ହୋଇପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟ ହୋଇ ପାରେ ସେଥିପାଇଁ କଥା ବାର୍ତ୍ତା ନିୟନ୍ତ୍ରଣ ରଖନ୍ତୁ ଶାରୀରିକ ରୂପରେ ଆପଣ ସୁସ୍ଥ ରହିବେ। ଭାଗ୍ୟ ବୃଦ୍ଧିର ଯୋଗ ଅଛି।
କୁମ୍ଭ: ଆଜି ସାଂସାରିକ ଜୀବନରେ ଭୁଲ୍ ବୁଝାମଣା ଦେଖାଦେବ । ଆଧ୍ୟାତ୍ମିକ ବିଷୟ ଆଡ଼କୁ ଆପଣ ମନୋ ନିବେଶ କରିବେ । ଶାରୀରିକ ପ୍ରଫୁଲ୍ଲତା ଏବଂ ମାନସିକ ପ୍ରସନ୍ନତା ରହିବ। ମଧ୍ୟାହ୍ନ ପରେ ଆପଣ ଧାର୍ମିକ କାର‌୍ୟ୍ୟଗୁଡ଼ିକ ପ୍ରତି ଆକର୍ଷିତ ହେବେ। ଗୃହସ୍ଥ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ଧନ ଲାଭର ଯୋଗ ରହିଛି ।
ମୀନ: ସାବଧାନ ରୁହନ୍ତୁ କୋର୍ଟ-କଚେରୀର
ଦ୍ବାରସ୍ଥ ହୋଇ ପାରନ୍ତି । ବାଣୀ ଏବଂ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ଶାନ୍ତି ମିଳିବ ଆପଣ ଆନନ୍ଦ ଅନୁଭବ କରିବେ । ବିଶେଷକରି ଧାର୍ମିକ ଏବଂ ଆଧ୍ୟାତ୍ମିକଦିଗରେ ଆପଣଙ୍କ ମନ ଲାଗି ରହିବ। ମିତ୍ରମାନଙ୍କ ତରଫରୁ ଉପହାର ପ୍ରାପ୍ତି ହେବ। ପାରିବାରିକ ବାତାବରଣରେ ଆନନ୍ଦ ରହିବ।

Mo sapath

Leave A Reply

Your email address will not be published.