Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ହୋଟେଲରେ ଜଣେ ଯୁବକର ସନ୍ଧେହ ଜନକ ମୃତ୍ୟୁ

ମୃତ ଦେହକୁ ଉଦ୍ଧାର କଲା ବାରିପଦା ଟାଉନ ଥାନା ପୁଲିସ

0

ବାରିପଦା,ନିରପେକ୍ଷ ଖବର:୧୬/ଜୁଲାଇ ୨୦୧୯(ମଙ୍ଗଳବାର)- ସ୍ଥାନୀୟ ଏକ ହୋଟେଲରୁ ଜଣେ ଯୁବକର ସନ୍ଧେହ ଜନକ ଭାବେ ମୃତ ଦେହ ଉଦ୍ଧାର ହୋଇଛି। ବାରିପଦା ଟାଉନ ଥାନା ପୁଲିସ୍ ଏହି ମୃତ ଦେହକୁ ଉଦ୍ଧାର କରିଛି। ମଙ୍ଗଳବାର ଅପରାହ୍ନ 2ଟା ସମୟରେ ବାରିପଦା ସହର ମଧ୍ୟ ଭାଗରେ ଥିବା ଅପର୍ଣ୍ଣା ହୋଟେଲରୁ ଏକ ରୁମରୁ ଜଣେ ଯୁବକର ମୃତ ଦେହ ଉଦ୍ଧାର କରାଯାଇଛି। ହୋଟେଲ ରୁମ ମଧ୍ୟରୁ ଗୋଟେ ମଦ ବୋତଲ ସମେତ ବିଭିନ୍ନ ପ୍ରକାରର ଖାଦ୍ୟ ସାମଗ୍ରୀ ପୁଲିସ ଜବତ କରିଥିବା ଜଣାପଡ଼ିଛି। ସୂଚନା ମୁତାବକ ମୃତ ଯୁବକ ଜଣକ ହେଲେ ଉଦଳା ଏନ,ଏ,ସି ଅନ୍ତର୍ଗତ 9 ନମ୍ୱର ୱାର୍ଡର ମେଣ୍ଢାସାହିର ରବୀନ୍ଦ୍ର ବେହେରା। ରବୀନ୍ଦ୍ର ସୋମବାର ଦିନ ପାରିବାରିକ କଳହରୁ ସେ ଘରୁ ଆସି ରାତିରେ ବାରିପଦାରେ ଥିବା ଅପର୍ଣ୍ଣା ହୋଟେଲରେ ଏକ ରୁମ୍  ବୁକିଙ୍ଗ କରିଥିଲା। ରାତି ପାହିବା ପରେ ସେ ରୁମ୍  ନଖୋଲିବାରୁ। ହୋଟେଲରେ ସଫେଇ କର୍ମଚାରୀମାନେ ମାଲିକଙ୍କୁ କହିଥିଲେ। ଏହାପରେ ହୋଟେଲ ମାଲିକ ସ୍ଥାନୀୟ ପୁଲିସକୁ ଜଣାଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଛି ମୃତ ଦେହକୁ ଉଦ୍ଧାର କରିଥିଲା।ଯୁବକ ଜଣକ ବିଷ ପିଇ ଆତ୍ମହତ୍ୟା କରିଥିବା ପୁଲିସ ସନ୍ଦେହ କରୁଛି। ମୃତଦେହ କୁ ପୁଲିସ ଉଦ୍ଧାର କରି ଶବ ବ୍ୟବଛେଦ ପାଇଁ ପିଆରଏମ ହସ୍ପିଟାଲକୁ ପଠାଇ ମୃତ୍ୟୁର ପ୍ରକୃତ ରହସ୍ୟ ଜାଣିବା ପାଇଁ ପୁଲିସ ପକ୍ଷରୁ ତଦନ୍ତ ଜାରିରହିଛି।

Mo sapath

Leave A Reply

Your email address will not be published.