Blank space
Blank space
Breaking News/ମୁଖ୍ୟ ଖବର:
ୟୁରୋକିଡ୍ସ ଆଇଆରସି ଭିଲେଜ୍, ନୟାପଲ୍ଲୀ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବପଚାରିଲେ ଚାଷୀ, ଉତ୍ତର ରଖିଲେ ମନ୍ତ୍ରୀଆକର୍ଷଣ ବଢାଉଛି ଜୀବନ୍ତ ମତ୍ସ୍ୟପାଟଣାଗଡ଼ ଏନ୍‌ଏସି ଉପାଧ୍ୟକ୍ଷଙ୍କ ସମେତ ୭ ଜଣ କାଉନ୍‌ସିଲର ବିଜେଡି ଛାଡ଼ି ବିଜେପିରେ ହେଲେ ସାମିଲଆକର୍ଷଣର କେନ୍ଦ୍ର ପାଲଟିଛି ବିଶ୍ବର କ୍ଷୁଦ୍ରତମ ଗାଈ- ପୁଙ୍ଗାନୁରଚିତାକର୍ଷକ ‘ଡଗ୍ ସୋ’ରେ ଦର୍ଶକ ବିଭୋର  ବି.ଜେ.ଇ.ଏମ୍. ସ୍କୁଲରେ ବାର୍ଷିକ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତରାଜ୍ୟର ସମସ୍ତ ଜିଲ୍ଲାରେ ଧାନ ସଂଗ୍ରହ ତ୍ୱରାନ୍ୱିତମତ୍ସ୍ୟ ପ୍ରାଣୀ ସମାବେଶରେ ଆକର୍ଷଣ ସାଜିଥିଲା “ପେଟ୍ ଫ୍ୟାସନ୍ ସୋବିଜେପି ଓବିସି ମୋର୍ଚ୍ଚାର ନୂତନ ରାଜ୍ୟ ସଭାପତିସମ୍ପୂର୍ଣ୍ଣ ଅନ୍‌ଲାଇନ୍‌ ମାଧ୍ୟମରେ ହେବ ଏହି ସବୁ ସରକାରୀ କାର୍ଯ୍ୟରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀ
Blank space

ମୟୁରଭଞ୍ଜ ଜିଲ୍ଲା ବିଜେଡି ସଙ୍ଗଠନ ପାଇଁ ନିଜ ଜୀବନକୁ ବାଜି ଲଗାଇବାକୁ ପ୍ରତିଶ୍ରୁତି ଦେଲେ ଦେବାଶିଷ ମହାନ୍ତି

କୃଷି ନିଗମ ଅଧ୍ୟକ୍ଷ ହେବା ପରେ ଦଳୀୟକର୍ମୀମାନେ ତାଙ୍କୁ ଦେଲେ ଭବ୍ୟ ସମ୍ମଦ୍ଧନ

0

ବାରିପଦା,୨୩/୦୮(ନିରପେକ୍ଷ ଖବର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଓଡ଼ିଶା କୃଷି ନିଗମ ଅଧ୍ୟକ୍ଷ ଭାବେ ବିଜୁ ଜନତା ଦଳର ମୟୁରଭଞ୍ଜ ଜିଲ୍ଲା ସଭାପତି ଦେବାଶିଷ ମହାନ୍ତିଙ୍କୁ ନିଯୁକ୍ତି ଦିଆଯିବାପରେ ଶ୍ରୀ ମହାନ୍ତି ଜିଲ୍ଲାକୁ ପ୍ରଥମ ଗସ୍ତ କରିଛନ୍ତି। ଏନେଇ ଦଳୀୟ କର୍ମକର୍ତ୍ତାଙ୍କ ମଧ୍ୟରେ ଆନନ୍ଦ ଓ ଉତ୍ସାହର ଲହରି ଖେଳି ଯାଇଛି । ବିଜୁ ଯୁବ ଜନତା ଦଳର କର୍ମକର୍ତ୍ତାମାନେ ଶ୍ରୀ ମହାନ୍ତିଙ୍କୁ ଖୋଲା ଜିପରେ ବସାଇ ଏକ ବାଇକ ଶୋଭାଯାତ୍ରାରେ ବାରିପଦା ସହର ପରିକ୍ରମା କରାଇଥିଲେ। ଶ୍ରୀ ମହାନ୍ତି ବିଜୁପଟ୍ଟନାୟକ ଗୋଲେଇ ନିକଟରେ ପହଞ୍ଚିବା ପରେ ସେଠାରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ସେ ମାଲ୍ୟାପଣ କରିଥିଲେ। ପୁଣି ଶ୍ରୀ ମହାନ୍ତିଙ୍କୁ ରୋଡ ଶୋରେ ଦଳର ଜିଲ୍ଲା କାର୍ଯ୍ୟାଳୟ ନିକଟକୁ ନିଆଯାଇଥିଲା। ସେଠାରେ ବିଜୁ ଯୁବ ଛାତ୍ର ସଙ୍ଗଠନର କର୍ମକର୍ତ୍ତାଙ୍କ ସମେତ ଜିଲ୍ଲାର ବିଭିନ୍ନ ବର୍ଗର ଲୋକମାନଙ୍କ ପକ୍ଷରୁ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି ଅବସରରେ ଆୟୋଜିତ ଏକ ସମ୍ମଦ୍ଧନା ସଭାରେ ଶ୍ରୀ ମହାନ୍ତି ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ତାଙ୍କୁ ଦେଇଥିବା ଓଡ଼ିଶା କୃଷି ନିଗମ ଅଧ୍ୟକ୍ଷ ଦାଇତ୍ଵ ପାଇଁ ମୟୁରଭଞ୍ଜ ଜିଲ୍ଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ କୃତଜ୍ଞତା ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଯେଉଁ ଗୁରୁ ଦାୟିତ୍ବ ଦେଇଛନ୍ତି ତାକୁ ସେ ସୁଚାର ରୂପେ ପାଳନ କରିବା ସହିତ ମନପ୍ରାଣ ଦେଇ ସଫଳ କରିବେ ବୋଲି କହିଥିଲେ। ଜିଲ୍ଲାରେ ଦଳୀୟ ସଙ୍ଗଠନକୁ ମଜବୁତ କରିବାକୁ ନିଜ ଜୀବନକୁ ବାଜି ଲଗାଇଦେବେ ବୋଲି କହିଥିଲେ। ବିଜେଡ଼ିର ପୂର୍ବତନ ଛାତ୍ର ସଂସଦ ସଭାପତି ସଞ୍ଜୀବ ରାଉତଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ମଦ୍ଧନା ସଭାରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ତଥା ବାଙ୍ଗିରିପୋଷି ବିଧାୟକ ସୁଦାମ ମାରାଣ୍ଡି ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସଭାରେ ଅନ୍ୟମାନଙ୍କ ମଧ୍ୟରେ ମୋରଡ଼ା ବିଧାୟକ ରାଜକିଶୋର ଦାସ, ସ୍ବତନ୍ତ୍ର ଉନ୍ନୟନ ପରିଷଦର ପୂର୍ବତନ ଅଧ୍ୟକ୍ଷ ଦେବାଶିଷ ମାରାଣ୍ଡି, ଜିଲ୍ଲା ଯୁବ ସଭାପତି ଜିତେନ୍ଦ୍ର ମହାନ୍ତି, ମହିଳା ସଭାନେତ୍ରୀ ବୀଣାପାଣି ସାହୁ, କାର୍ଯ୍ୟକାରୀ ସଭାପତି ସବିତା ବେହେରା, ରାଜ୍ୟ ମହିଳା ସମ୍ପାଦିକା ଶ୍ରାବଣୀ ଦାସ ପ୍ରମୁଖ ଉବୋଧନ ଦେଇଥିଲେ । ଛାତ୍ରନେତା ସିଦ୍ଧାର୍ଥ ପାତ୍ର, ରାଜ୍ୟ ସାଧାରଣ ସମ୍ପାଦକ ସୁନିଲ କୁମାର ନାୟକ, ପୂର୍ବତନ ନଗରପାଳ କୃଷ୍ଣାନନ୍ଦ ମହାନ୍ତି, ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ସରୋଜ ମହାପାତ୍ର, ପୂର୍ବତନ ବରିଷ୍ଠ କାଉନସିଲର ପ୍ରଭାତ ମହାନ୍ତି,ଉତ୍ତର ଓଡ଼ିଶା ଜୋନର ଛାତ୍ର ଉପସଭାପତି ଦୁର୍ଯ୍ୟୋଧନ ବେହେରା ପ୍ରମୁଖ ବାଇକ୍‌ ଶୋଭାଯାତ୍ରାରେ ନେତୃତ୍ବ ନେଇଥିଲେ । ବିଜେଡିର ବାରିପଦା ନଗର ସଭାପତି ଶଙ୍କରଷଣ ପଣ୍ଡା, ପ୍ରଶାନ୍ତ ପଟ୍ଟନାୟକ, ଅନନ୍ତ ଦାସ, ରତ୍ନାକର ବେହେରା, ସ୍ବରୂପ ପଟ୍ଟନାୟକ, ଦେବାଶିଷ ଦାସ, ବାପୁନ ଦାସ, ଦେବାଶିଷ ପାତ୍ର, ସନ୍ତୋଷ ପଟ୍ଟନାୟକ, ଛାତ୍ର ବିଜେଡି ସଭାପତି ଅଭୟ ସିଂ, ଜିଲ୍ଲାପରିଷଦ ସଦସ୍ୟ ସୁଧିର ବେହେରା, ସୁକୁମାରୀ ବାସ୍କେ, ଆସୋସିଏସନ୍ ସଭାପତି ଶାନ୍ତନୁ ଦାସ, ତପନ କର, ରାଜ୍ୟ ଯୁବ ବିଜେଡି ସାଧାରଣ ସମ୍ପାଦକ ଅରୁଣ ବରାଡ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ସମ୍ମଦ୍ଧନା ସଭାରେ ବିଜୁ ଜନତା ଦଳର ରାଜ୍ୟ ଛାତ୍ର ସମ୍ପାଦକ ଅବଦୁଲ ହବିବ୍ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Mo sapath

Leave A Reply

Your email address will not be published.

news-1701

yakinjp


sabung ayam online

yakinjp

yakinjp

rtp yakinjp

yakinjp

judi bola online

slot thailand

yakinjp

yakinjp

yakin jp

ayowin

yakinjp id

mahjong ways

judi bola online

mahjong ways 2

JUDI BOLA ONLINE

maujp

maujp

sabung ayam online

sabung ayam online

mahjong ways slot

sbobet88

live casino online

sv388

taruhan bola online

maujp

maujp

maujp

maujp

sabung ayam online

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

178000401

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

mahjong

mahjong

mahjong

mahjong

mahjong

mahjong

mahjong

mahjong

mahjong

mahjong

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

news-1701