Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ଦାଇତ୍ୱହୀନ ଥାନାଧିକାରୀ ହେଲେ ନିଲମ୍ବିତ

ଦୋଷ ନକରି ଦଣ୍ଡିତ ହୋଇଥିଲେ ପରିବାର ଲୋକ

0

ବାରିପଦା,(ନିରପେକ୍ଷ ଖବର) ୩୧।୮: କଥାରେ ଅଛି ଜଣେ ଦୋଷୀ ବରଂ ଛାଡ଼ ପାଇଯାଉ, କିନ୍ତୁ ଜଣେ ନିର୍ଦୋଷ ଦଣ୍ଡିତ ନ ହେଉ। ହେଲେ ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡ଼ ଥାନା ଅଧୀନରେ ଗୋଟିଏ ନିର୍ଦୋଷ ପରିବାରକୁ ଦଣ୍ଡିତ କରାଯାଇଥିଲା।ଯାହାକୁ ନେଇ ମୟୁରଭଞ୍ଜ ଜିଲ୍ଲା ସମେତ ସମଗ୍ର ଓଡ଼ିଶାରେ ଚହଳ ଖେଳିଯାଇଥିଲା। ମୟୁରଭଞ୍ଜ ଜିଲ୍ଲାରେ ନୂଆ ଏସପି ପରମାର ସ୍ମିଥ ପୁରୁଷୋତ୍ତମଦାସ ଦାଇତ୍ୱ ନେବାପରେ ବାଦାମପାହାଡ଼ର ଦାଇତ୍ୱହୀନ  ଥାନାଧିକାରୀଙ୍କୁ ନିିଲମ୍ବବିତ କରିଛନ୍ତି। ଏକ ହତ୍ୟା ମାମଲାରେ ଥାନାଧିକାରୀ ଜଣଙ୍କ ଗୋଟିଏ ନିର୍ଦୋଷ ପରିବାରର ବାପା ଓ ପୁଅଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଯାହାକୁ ନେଇ ଏବେ ଥାନାଧିକାରୀଙ୍କୁ ମହଙ୍ଗା ପଡ଼ିଛି। ଏହି ଘଟଣାକୁ ନେଇ ଏସ୍‌ପି ପରମାର ସ୍ମିଥ ପୁରୁ ଷୋତ୍ତମଦାସ ଶୁକ୍ରବାର ଥାନାଧିକାରୀ ଶଶଧର ସେଠୀଙ୍କୁ ନିଲମ୍ବିତ କରିଛନ୍ତି। ସୂଚନା ଅନୁଯାୟୀ, ବାଦାମପାହାଡ଼ ଥାନା ଅନ୍ତର୍ଗତ ପାହାଡ଼ପୁର ଜଙ୍ଗଲରୁ ପୁଲିସ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରିଥିଲା। ପରେ ଏକ ବଧୂହତ୍ୟା ମାମଲା ରୁଜୁ କରି ପୁରୁଣାପାଣି ଗ୍ରାମର ମଙ୍ଗଳ ନାୟକ ଓ ପୁଅ ସଞ୍ଜୟ ନାୟକଙ୍କୁ ଗିରଫ କରିଥିଲା। ରିପୋର୍ଟରେ ଏହି ମୃତଦେହ ସଞ୍ଜୟଙ୍କ ସ୍ତ୍ରୀ ରାଇମଣିଙ୍କର ବୋଲି ପୋଲିସ ଦର୍ଶାଇଥିଲା। ତେବେ କିଛିଦିନ ପରେ ରାଇମଣି ଗାଁକୁ ଫେରି ଜୀବିତ ଥିବା କୋର୍ଟରେ ବୟାନ ଦେଇଥିଲେ। ପରେ କୋର୍ଟ ବାପପୁଅଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ।

Mo sapath

Leave A Reply

Your email address will not be published.