Blank space
Blank space
Breaking News/ମୁଖ୍ୟ ଖବର:
କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତ
Blank space

ଜମି ବିବାଦକୁ ନେଇ ବୃଦ୍ଧାଙ୍କୁ ହତ୍ୟା…..

ଧାରୁଆ ଅସ୍ତ୍ର ମାଧ୍ୟମରେ ନିର୍ମମ ହତ୍ୟା ....

0

ବାରିପଦା(ନିରପେକ୍ଷ ଖବର)ତା-୧/ନଭେମ୍ବର/୨୦୧୯-ଜମି ବିବାଦକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ହତ୍ୟା । ଏହି ଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜର କପ୍ତିପଦା ଥାନା ଅଧିନସ୍ଥ ଛାଞ୍ଚୁଣୀଆ ଗାଁରେ। ଦୀର୍ଘଦିନ ଧରି ଜମିବାଡି ବିବାଦକୁ ନେଇ ଛାଞ୍ଚୁଣୀଆ ଗାଁର ସୁଗୁନି ଚାତାରଙ୍କର, ନିଜ ସମ୍ପର୍କୀୟଙ୍କ ସହ ଝଗଡା ଲାଗିରହୁଥିଲା। ଗତ ଅକ୍ଟୋବର ୨୦ ତାରଖ ବିଳମ୍ବିତ ରାତିରେ ସେମାନଙ୍କ ମଧ୍ୟରେ ପୁଣି ଜମିବାଡିକୁ କେନ୍ଦ୍ର କରି ଝଗଡା ହୋଇଥିଲା । ଯାହାଫଳରେ ସୁଗୁନିଙ୍କ ସମ୍ପର୍କୀୟ ଦିଅର ଗୁଣ୍ଡା ଲଗାଇ ଧାରୁଆ ଅସ୍ତ୍ର ସାହାର୍ଯ୍ୟରେ ତାଙ୍କ ମୁଣ୍ଡକୁ ଆଘାତ ଦେବାପରେ ସେ ଗୁରୁତର ଆହତ ହୋଇଥିଲେ।ଗୁରୁତର ଅବସ୍ଥାରେ ସୁଗୁନିଙ୍କ ପରିବାର ଲୋକେ ତାଙ୍କୁ ପ୍ରଥମେ ଉଦଳା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଦଳାରୁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୂର୍ମୁ ମେଡ଼ିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ଗତ ଗୁରୁବାର ବିଳମ୍ବିତ ରାତ୍ରିରେ ସୁଗୁନିଙ୍କ ମୃତ୍ୟୁ ଘଟିଛି । ଏନେଇ ସୁଗୁନିଙ୍କ ପୁଅ ଓ ଝିଅ କପ୍ତିପଦା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହରେ ଜଣେ ଯୁବକଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି। ଏପଟେ ହତ୍ୟାକାରୀ, ମୃତ ସୁଗୁନିଙ୍କ ପରିବାରକୁ ବାରମ୍ବାର ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି।

Mo sapath

Leave A Reply

Your email address will not be published.