Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତ
Blank space

ବିଶ୍ୱ ଏଡ୍ସ ଦିବସରେ “ଜୀବନ ବିନ୍ଦୁ” କାର୍ଯ୍ୟକ୍ରମ

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା,୦୨,୧୨,୨୦୧୯ ଆଜି ବିଶ୍ୱ ଏଡ୍ସ ଦିବସ ଉପଲକ୍ଷେ ଭୁବନେଶ୍ୱର ସ୍ଥିତ ବ୍ଲାଇଣ୍ଡ ଆସୋସେସନ ହଲରେ ବିଜୁ ଛାତ୍ର ଜନତା ଦଳ, ରାଜ୍ୟ ସାଧାରଣ ସମ୍ପାଦକ ବିଶ୍ୱ

Advertising:
Blank space

ପ୍ରତାପସାହୁଙ୍କ ନେତୃତ୍ୱରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ଏହି “ଜୀବନ ବିନ୍ଦୁ” କାର୍ଯ୍ୟକ୍ରମ ରେ ୨୮୮ ୟୁନିଟ ରକ୍ତ ସଂଗୃହିତ ହୋଇଛି । ବିଜୁ ଜନତା ଦଳର ମୋ ପରିବାର ଆବାହକ, ଶ୍ରୀଯୁକ୍ତ ଅରୂପ ପଟ୍ଟନାୟକ ଏହି ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । ବିଧାୟକ ପ୍ରଣବ ବଳବନ୍ତରାୟ, ଅନନ୍ତ ନାରାୟଣ ଜେନା ଏବଂ ସଂଗ୍ରାମ କେଶରୀ ପାଇକରାୟ, ଜନ୍ମେଜୟ ଲେଙ୍କା, ଅମରେଶ ଜେନା, ଅମରେଶ ପତ୍ରୀ, ସୌଭାଗ୍ୟ ନାୟକ, ରାଜ କମଲ ଜେନା, ଦେବାଶିଷ ସିଟ୍, ସମୀର ପ୍ରଧାନ, ଦୁର୍ଗା ସାମନ୍ତରାୟ, ଜ୍ୟେତି ଜେନା, ଶ୍ରୀଚନ୍ଦନ ପାତ୍ର, ସ୍ମୃତି ରଂଜନ ପଟ୍ଟନାୟକ, ଅମରଜିତ୍ ସେନାପତି, ଭଗବାନ ପଢିଆରୀ, ଧୃତି ମାର୍ଥା ପ୍ରମୁଖ ଉପସ୍ଥିତ ରହି ରକ୍ତ ଦାତା ଏବଂ ସ୍ୱେଛାସେବୀଙ୍କୁ ଉତ୍ସାହିତ କରିଥିଲେ । କ୍ୟାପିଟାଲ ହସ୍ପିଟାଲ ରକ୍ତ ଭଣ୍ଡାର ଏବଂ ମ୍ୟୁନିସ୍ପାଲିଟି ହସ୍ପିଟାଲ ରକ୍ତ ଭଣ୍ଡାର ଏହି ଶିବିରରେ ରକ୍ତ ସଂଗ୍ରହ କରିଥିଲେ । ରକ୍ତ ଦାନ ସହିତ ଏହି କାର୍ଯ୍ୟକ୍ରମରେ ବିଶ୍ୱ ଏଡ୍ସ ଦିବସର ସଚେତନତା ଏବଂ ଦସ୍ତଖତ ଅଭିଯାନ ଅନୁଷ୍ଠିତ ହୋଇଥିଲା । ଶୁଭମ କୁମାର ପଣ୍ଡା, ବିବେକ ସ୍ୱାଇଁ, ଆଶୁତୋଷ ମହାପାତ୍ର ଏବଂ ସାଥିମାନେ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Mo sapath

Leave A Reply

Your email address will not be published.

kmaa26.com | 500: Internal server error

Internal server error Error code 500

Visit cloudflare.com for more information.
2025-11-18 14:21:18 UTC
You

Browser

Working
Paris

Cloudflare

Error
kmaa26.com

Host

Working

What happened?

There is an internal server error on Cloudflare's network.

What can I do?

Please try again in a few minutes.